-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ରାଜ୍ୟ

ଜେଏସଏମ କଲେଜରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

09-Mar-2026



ବଲାଙ୍ଗୀର(ପ୍ରେରଣା ଖବର): ମାର୍ଚ୍ଚ ୮-ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଜେ ଏସ୍ ଏମ୍ କଳା, ବିଜ୍ଞାନ ଓ ବାଣିଜ୍ୟ ବିଦ୍ୟାଳୟର କ୍ୟାମ୍ପସରେ ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ଅବସରରେ ଅତିଥିମାନେ, ଅଧ୍ୟାପକ-ଅଧ୍ୟାପିକା, ଛାତ୍ରଛାତ୍ରୀ ଓ ଅଭିଭାବକ ମାନେ ଉପସ୍ଥିତ ରହି ମହିଳା ସଶକ୍ତିକରଣର ସନ୍ଦେଶ ପ୍ରଚାର କରିଥିଲେ।
ମୁଖ୍ୟ ଅତିଥି ଭାବେ ବଲାଙ୍ଗୀର ସାଇବର କ୍ରାଇମ୍ ଓ ଆର୍ଥିକ ଅପରାଧ ଥାନାର ଇନ୍ସପେକ୍ଟର-ଇନ୍-ଚାର୍ଜ(ଆଇ ଆଇ ସି)

ଶ୍ରୀମତୀ ଭାରତୀ ନାୟକ ଯୋଗ ଦେଇଥିଲେ। ସେ ତାଙ୍କ ଅଭିଭାଷଣରେ ଝିଅ ଛାତ୍ରୀମାନଙ୍କୁ ସଚେତନ ହେବାକୁ, ନିଜ ଅଧିକାର ବିଷୟରେ ଜାଣିବାକୁ ଓ ସାଇବର ଅପରାଧ ପ୍ରତି ସତର୍କ ରହିବାକୁ ପରାମର୍ଶ ଦେଇଥିଲେ। ସେ ଛାତ୍ରୀମାନଙ୍କୁ ଆତ୍ମବିଶ୍ୱାସୀ ହୋଇ ଜୀବନରେ ଆଗକୁ ବଢିବାକୁ ଉତ୍ସାହିତ କରିଥିଲେ।
କାର୍ଯ୍ୟକ୍ରମର ମୁଖ୍ୟଵକ୍ତା ଭାବେ ସମାଜସେବୀ ଓ ତେଜାସ୍ୱନୀ ସାହିତ୍ୟ ଅନୁଷ୍ଠାନ, ବଲାଙ୍ଗୀରର ସଚିବା  ଶ୍ରୀମତୀ ଲିଲି ପଟେଲ ମହିଳା ଶିକ୍ଷା, ସମାଜରେ ମହିଳାଙ୍କ ଭୂମିକା ଓ ସଶକ୍ତିକରଣ ବିଷୟରେ ପ୍ରେରଣାଦାୟକ ବକ୍ତବ୍ୟ ରଖି ଥିଲେ। ତାଙ୍କର ଉତ୍ସାହଭରା ଭାଷଣ ଛାତ୍ରଛାତ୍ରୀମାନଙ୍କୁ ଗଭୀର ଭାବେ ପ୍ରେରିତ କରିଥିଲା।
ଏହି ଅବସରରେ ସମାଜସେବୀ ନୁତନ ଦାସ ଉପସ୍ଥିତ ରହି ସମାଜରେ ମହିଳାଙ୍କ ମହତ୍ତ୍ୱ ବିଷୟରେ ନିଜ ମତାମତ ରଖିଥିଲେ। କାର୍ଯ୍ୟକ୍ରମରେ କଲେଜ ଉପଦେଷ୍ଟା ମନୋରଞ୍ଜନ ସାହୁ, ଚେୟାରମ୍ୟାନ ସିଏ ଶ୍ରୀକାନ୍ତ ଶର୍ମା, ସେକ୍ରେଟାରୀ ଶ୍ରୀମତୀ ସୁମନ ଶର୍ମା, ପ୍ରଧାନ ଶିକ୍ଷ୍ୟୟତ୍ରୀ ଡ୍. ମନସ୍ମିତା ମିଶ୍ର, ଶିକ୍ଷକ-ଶିକ୍ଷିକା ଓ ଛାତ୍ରଛାତ୍ରୀଙ୍କ ଅଭିଭାବକମାନେ ମଧ୍ୟ ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମକୁ ଆନନ୍ଦମୟ କରିବା ପାଇଁ ଶିକ୍ଷକ ଓ ଅଭିଭାବକମାନଙ୍କ ଦ୍ୱାରା ବିଭିନ୍ନ ଖେଳ ଓ ମନୋରଞ୍ଜନାତ୍ମକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।
ଶେଷରେ କଲେଜ ଉପଦେଷ୍ଟା  ଶ୍ରୀଯୁକ୍ତ ସାହୁ ଓ ଚେୟାରମ୍ୟାନ ସିଏ ଶ୍ରୀକାନ୍ତ ଶର୍ମା ଓ ପ୍ରଶାସନିକ ଅଧିକାରୀ ଶ୍ରୀ ଶେଳେସ ପାଲ ମହିଳା ଶିକ୍ଷକ ଓ କର୍ମଚାରୀମାନଙ୍କୁ ସମ୍ମାନ ସ୍ୱରୂପ ଉପହାର ବିତରଣ କରିଥିଲେ। 
ଏହି ଉତ୍ସବ ମାଧ୍ୟମରେ ମହିଳାଙ୍କ ପ୍ରତି ସମ୍ମାନ, ସମାନତା ଓ ସଶକ୍ତିକରଣର ଶକ୍ତିଶାଳୀ ସନ୍ଦେଶ ପ୍ରଚାରିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like