-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

*ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ଶକ୍ତି ପଦଯାତ୍ରା’ ଅନୁଷ୍ଠିତ*- *ସମାଜ ଓ ଦେଶ ର ବିକାଶ ରେ ନାରୀ ମାନଙ୍କ ଭୂମିକା ଉଲ୍ଲେଖନୀୟ*- *ଜିଲ୍ଲାପାଳ*-

09-Mar-2026



ସୁବର୍ଣ୍ଣପୁର, ( ମନୋରଞ୍ଜନ ତ୍ରିପାଠୀ ) ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର  ଜିଲ୍ଲା ପ୍ରଶାସନ ଓ  କ୍ରୀଡା ବିଭାଗ ପକ୍ଷରୁ ସକାଳ ୮ ଟା ବେଳେ ସ୍ଥାନୀୟ ସୁରେଶ୍ୱରୀ ମନ୍ଦିରରୁ ସୋନପୁର ମହାବିଦ୍ୟାଳୟ ପର୍ଯ୍ୟନ୍ତ ଏକ ଶକ୍ତି ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ‘ଶକ୍ତିର ଗତି ରାଷ୍ଟ୍ରର ପ୍ରଗତି’ ବାର୍ତ୍ତା ବହନ କରୁଥିବା ଏହି ପଦଯାତ୍ରା ଜିଲ୍ଲାର ମହିଳା ଏବଂ ଛାତ୍ରୀ ମାନଙ୍କୁ ଦେଶର ବିକାଶରେ ଅବଦାନ ପାଇଁ ଉତ୍ସାହିତ କରିଥିଲା। ଜିଲ୍ଲାପାଳ ଡ଼. ନୃପରାଜ ସାହୁ, ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାୟକ,  ଉପ ଜିଲ୍ଲାପାଳ ଡ. ସୌମ୍ୟାରୂପା ରଥ ଏବଂ ସୋନପୁର ପୌରଧ୍ୟକ୍ଷା ତମସି ତାମସ୍ମିତା ନାଏକ ଏହି ପଦଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ଚିତ୍ତରଞ୍ଜନ ମିଶ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ସୋନପୁର ଉପଜିଲ୍ଲାପାଳ ଡ଼. ରଥ ଏହି ପଦଯାତ୍ରାର ନେତୃତ୍ୱ ବହନ କରିଥିଲେ। ଏହି ପଦଯାତ୍ରାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ, ଡ଼ିଏସପି ଶ୍ରୀମତୀ ରେଣୁକା ସୁନା, ସୋନପୁର ଥାନା ଅଧିକାରୀ ଶ୍ରୀ ଯାଦବ ବାଗ, ଡେପୁଟି କଲେକ୍ଟର ଏବଂ ଜିଲ୍ଲା ଜରୁରୀ ଶାଖା ଅଧିକାରୀ ରାଜେଶ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।ଏହି ଅବସରରେ ଜିଲ୍ଲାପାଳ ଡ଼. ସାହୁ ଉପସ୍ଥିତ ସମସ୍ତ ଛାତ୍ରୀ ଓ ମହିଳାଙ୍କୁ ଶୁଭେଚ୍ଛା ଜଣାଇ ଦେଶର ଉନ୍ନତିରେ ତାଙ୍କର ଭୂମିକା ଗୁରୁତ୍ୱପୂର୍ଣ ବୋଲି କହିବା ସହ ପୃଥିବୀ ଆରମ୍ଭ ରୁ ଯୁଗେ ଯୁଗେ ମହିଳା ମାନେ ସବୁ କ୍ଷେତ୍ରରେ ସମର୍ଥ, ସେମାନେ ସମର୍ଥ ହୋଇ ନ ଥିଲେ ବର୍ତ୍ତମାନ ଆମେ ଯେଉଁ ଜାଗାରେ, ସ୍ଥିତିରେ ଅଛୁ ତାହା ସମ୍ଭବ ହୋଇ ନ ଥାନ୍ତା। ଆମ ସମାଜ ପ୍ରତି ଦେଶ ପ୍ରତି ରହିଥିବା ନାରୀ ମାନଙ୍କ ଗୁରୁ ଦାୟିତ୍ବ ଓ ଭୂମିକା ଉଜ୍ଜୀବିତ କରିବା ର ସଂକଳ୍ପ ନେବା ର ଦିନ ଟିଏ ଆଜି ବୋଲି ଡ଼. ସାହୁ କହିଥିଲେ l ସେହିପରି ପୌରାଧ୍ୟକ୍ଷା ତାମସି ତମସ୍ମିତା ନାଏକ, ଉପ ଜିଲ୍ଲାପାଳ ଡ. ସୌମ୍ୟାରୂପା ରଥ, ଡିଏସପି ରେଣୁକା ସୁନା, ପ୍ରତିମା ରଥ, ଶ୍ରଦ୍ଧାଞ୍ଜଳୀ ମିଶ୍ର ପ୍ରମୁଖ ତାଙ୍କ ଉଦବୋଧନରେ ନାରୀ ଆଜି ଅବଳା ନୁହେଁ ସମସ୍ତ କ୍ଷେତ୍ରରେ ସମର୍ଥ ବୋଲି ପ୍ରକାଶ କରିଥିଲେ। ମା ସୁରେଶ୍ୱରୀଙ୍କ ପୀଠରୁ ଆରମ୍ଭ ହୋଇଥିବା ଏହି ପଦଯାତ୍ରା କ୍ରୀଡା ବିଭାଗ ପକ୍ଷରୁ ଆୟୋଜିତ ୩ ଦିନିଆ ଅନ୍ତର୍ଜାତୀୟ ମହିଳା ଦିବସ ପାଳନର ଅନ୍ତିମ କାର୍ଯ୍ୟକ୍ରମ ଥିଲା। ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରୀମାନେ ଏବଂ ବିଭିନ୍ନ ଅନୁଷ୍ଠାନର ମହିଳାମାନେ ଏଥିରେ ଭାଗ ନେଇଥିଲେ। ବିଭିନ୍ନ ସ୍ଲୋଗାନ ଓ ପୋଷ୍ଟର ଧରି ସେମାନେ ମା ସୁରେଶ୍ୱରୀଙ୍କ ପୀଠରୁ ବାହାରି ସୋନପୁର ମହାବିଦ୍ୟାଳୟ ଠାରେ ପହଞ୍ଚିଥିଲେ।ଏହା ସହିତ ଜିଲ୍ଲାର ସୁବର୍ଣ୍ଣ। ନାରୀ ଜାଗରଣ ସମିତି, ତୁଳସୀ ମହିଳା ସମିତି, ଭାରତ ବିକାଶ ପରିଷଦ ମହିଳା ସହଭାଗିତା ଆଦି ସଂଗଠନର ମହିଳାମାନେ ମଧ୍ୟ ପଦଯାତ୍ରାରେ ସକ୍ରିୟ ଭାବେ ଭାଗ ନେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like