-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ତେଜସ୍ୱିନୀ ସାହିତ୍ୟ ଅନୁଷ୍ଠାନ ବଲାଙ୍ଗିରର ଚତୁର୍ଥ ବାର୍ଷିକୋତ୍ସବ

09-Mar-2026



ବଲାଙ୍ଗିର(ପ୍ରେରଣା ଖବର)- ବଲାଙ୍ଗୀରର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ତେଜସ୍ବୀନି ର ଚତୁର୍ଥ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି l ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ଅନୁଷ୍ଠାନର ପ୍ରତିଷ୍ଠାତା ସମ୍ପାଦିକା ଲିଲି ପଟେଲଙ୍କ ସଭାପତିତ୍ୱରେ ହୋଟେଲ ସରୋଜିନୀ ରେସିଡେନସିରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭବରେ

ସାହିତ୍ୟିକା, ସୁଲେଖିକା ଡ. ସୁନୀତି ମୁଣ୍ଡ,, ସମ୍ମାନିତ ଅତିଥି ଭlବରେ କବୟିତ୍ରୀ ଡ. ମନ୍ଦାକିନୀ ପାଢୀ, ଚଉରାଶିଘର ଅଘରିଆ ସମାଜର ସଭାପତି ଶୁଭ୍ରାଂଶୁ ଶେଖର ପଟେଲ ଓ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ସଭାପତି ସତ୍ୟନାରାୟଣ ଭୋଇ ଯୋଗ ଦେଇଥିଲେ l ଡଃ. ମୁଣ୍ଡ ତାଙ୍କ ବକ୍ତବ୍ୟରେ ମହିଳାମାନେ ସମାଜର ଏକ ବରିଷ୍ଠ ଅଙ୍ଗ l ତେଣୁ ପ୍ରତ୍ୟେକ କ୍ଷେତ୍ରରେ ମହିଳାଙ୍କ ଭାଗୀଦାରୀ ରହିବାର ଆବଶ୍ୟକତା ରହିଛି l ମହିଳା ମାନେ ନିଜକୁ ସମର୍ଥ ଓ ସ୍ୱାବଲମ୍ବୀ ହେବାକୁ ସେ ଆହ୍ଵାନ ଦେଇଥିଲେ l  ଏହି ଅବସରରେ ଅୟୋଜିତ ବହୁଭାଷୀ କବିତା ଆସରରେ ନିରୁପମା ମିଶ୍ର, ଜ୍ୟୋତ୍ସ୍ନା ଦାଶ, ଗୀତାଞ୍ଜଳି ରଥ, ମନ୍ଦାକିନୀ ପାଢୀ ଙ୍କ ସମେତ ୪୦ଜଣ କଵି ଓ କବୟିତ୍ରୀ କବିତା ପାଠ କରିଥିଲେ l ଆଶୁକବି ହେମନ୍ତ ଦାଶ

ଅତିଥି ପରିଚୟ ପ୍ରଦାନ କରିଥିଲେ l ଏହି ସଭାରେ ବଲାଙ୍ଗିର ଜିଲ୍ଲାର ଚଉରାଶି ଘର ଅଘରିଆ ସମାଜ ଟ୍ରଷ୍ଟ, ସ୍ୱାଭିମାନ ପରିବାର, ଆଦ୍ୟା ଶକ୍ତି ନାରୀ ସଂଗଠନ ଓ ପଶ୍ଚିମ ଓଡିଶା ମହିଳା ସଂଗଠନ କୁ ସମ୍ବର୍ଦ୍ଧିତ କରିବା ସହିତ ସାହିତ୍ୟ, ସେବା ଓ କଳା କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବ୍ୟକ୍ତି ବିଶେଷଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା l କାର୍ଯ୍ୟକ୍ରମରେ ଶତାଧିକ ସାହିତ୍ୟ ପ୍ରେମୀ ଓ ଶୁଭେଚ୍ଛୁ ଯୋଗଦେଇଥିଲେ l ପରିଶେଷରେ ଅନୁଷ୍ଠାନର ଉପଦେଷ୍ଟା ଦିଗାମ୍ବର ନାଏକ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ ଘୋଷଣା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like