-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣ ଭାରତୀ ପରିବାର ଓ ଭାରତ ବିକାଶ ପରିଷଦ ପକ୍ଷରୁ ବିଶ୍ଵ ମହିଳା ଦିବସ ପାଳିତ*- *ଉନ୍ମୋଚନ ହେଲା ସମ୍ମାନ ସମାରୋହ ସ୍ମରଣିକା ଦିବ୍ୟତା* -

09-Mar-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣ ଭାରତୀ ପରିବାର ଓ ଭାରତ ବିକାଶ ପରିଷଦ ମିଳିତ ସହଯୋଗରେ ସ୍ଥାନୀୟ ପଟା ଭାଡ଼ି ସ୍ଥିତ ଦୟାନନ୍ଦ ପବ୍ଲିକ ପ୍ଲେ ସ୍କୁଲ ଠାରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ  ହୋଇ ଯାଇଛି l ସୋନପୁର ସହର ର ସ୍ବେଛାସେବୀ , ଇଂରାଜୀ ପୁସ୍ତକ ଲେଖିକା ତଥା ସୂ ସାହିତ୍ୟକ ୭୮ ବର୍ଷୀୟା ମହିଳା ଡ଼. କ୍ରିଷ୍ଣା ହୋତା ମୂଖ୍ୟ ଅତିଥି ଭାବେ, ସ୍ବତନ୍ତ୍ର ଅତିଥି ଭାବେ ଉପ ଜିଲ୍ଲାପାଳ ଡ଼. ସୌମ୍ୟ ରୂପା ରଥ , ଭାରତ ବିକାଶ ପରିଷଦ ର ମହିଳା ସହଭାଗିତା ଆବାହିକା ଡ଼. ପ୍ରତିମା ରଥ,  ଦୟାନନ୍ଦ ପବ୍ଲିକ ପ୍ଲେ ସ୍କୁଲ ଅଧ୍ୟକ୍ଷା କେ. କୁମାରୀ, ଦୟାନନ୍ଦ ପବ୍ଲିକ ପ୍ଲେ ସ୍କୁଲ ର ନିର୍ଦେଶକ ଶ୍ରୀ ଶିବ ପାତ୍ର ଯୋଗ ଦେଇ ଏହି ମହିଳା ଦିବସ ପାଳନ ର ଉଦ୍ଦେଶ୍ୟ ଉପରେ ବିସ୍ତାର ଭାବେ ବୁଝାଇ ଥିଲେ l ଓ ସମାଜ ରେ ମହିଳା ମାନଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ ବୋଲି କହି ପୁରୁଷ ମାନଙ୍କ ଠାରୁ ମହିଳା ମାନେ କୌଣସି ଗୁଣ ରେ କମ୍ ନୁହେଁ ବୋଲି କହିଥିଲେ  l ଅନୁଷ୍ଠାନ ପକ୍ଷରୁ ଉପ ଜିଲ୍ଲାପାଳ ଡ. ସୌମ୍ୟ ରୂପା ରଥ ଙ୍କୁ ଶ୍ରୀ ଗୋପାଳ ଜି ବିଭୁ କୃପା ସାଦ୍ଧିତ ସମ୍ମାନ ରେ ସମ୍ୱର୍ଦ୍ଧିତ କରା ଯାଇଥିଲା |

ସଭା ପୁର୍ବରୁ କାର୍ଯ୍ଯ କ୍ରମ ସଂଯୋଜିକା ଅଧ୍ୟାପିକା ସୁନନ୍ଦା ସାହୁ, ଓ ଅଧ୍ୟାପକ କୈଳାଶ ଚାନ୍ଦ ହୋମ ହୱନ କରି ପରିବେଶ କୁ ପବିତ୍ର କରି ଥିଲେ l ଏହି ଅବସରରେ ଏକ ନାରୀ ଧର୍ମି କବିତା ପାଠ ଉତ୍ସବ ଅନୁଷ୍ଟିତ ହୋଇଥିଲା l ଭାରତ ବିକାଶ ପରିଷଦ ର ସଭାପତି ଶ୍ରୀ ଦୁର୍ଯ୍ୟୋଧନ ସାହୁ, ସଂପାଦକ ଅଧ୍ୟାପକ ଶ୍ରୀ ଉମାକାନ୍ତ ନାଗ, କୋଷାଧ୍ୟକ୍ଷ ଅଧ୍ୟାପକ ଶ୍ରୀ କ୍ଷୀରୋଦ ମେହେର , ପରିବାର ସେବା ପ୍ରମୁଖ ବୈକୁଣ୍ଠ ଶତପଥୀ, ସଂସ୍କାର ପ୍ରମୁଖ ଶ୍ରୀ ହରି ଶଙ୍କର ମିଶ୍ର, ପର୍ଯ୍ୟlବରଣ ପ୍ରମୁଖ ସୁଶିଲ ପର୍ଡ଼ିଆ, ସଦସ୍ୟା ଗୀତାଞ୍ଜଳି ମିଶ୍ରପ୍ରମୁଖ କାର୍ଯ୍ଯ କ୍ରମ ପରିଚାଳନା ରେ ସହଯୋଗ କରିଥିଲେ l  କବିତା ପାଠ ଉତ୍ସବ ର କବୟିତ୍ରୀ ମାନଂକୁ ଅତିଥି ଙ୍କ ଦ୍ବାରା ସମ୍ବର୍ଧିତ କରା ଯାଇଥିବା ବେଳେ ସୁବର୍ଣ୍ଣ ଭାରତୀ ସମ୍ମାନ ସମାରୋହ ର ସ୍ମରଣିକା "ଦିବ୍ୟତା" ର ଶୁଭ ଉନ୍ମୋଚନ ହୋଇଥିଲା l ଓ ସମସ୍ତ ସମ୍ୱର୍ଦ୍ଧିତ ପ୍ରତିଭା ଙ୍କୁ ସ୍ମରଣିକା ପ୍ରଦାନ କରା ଯାଇଥିଲା l  ସ୍କୁଲ ଅଧ୍ୟକ୍ଷା କେ. କୁମାରୀ ସ୍ବାଗତ ଭାଷଣ ପ୍ରଦାନ୍ କରିଥିବା ବେଳେ ପରିଷଦ ସଦସ୍ୟା କଳ୍ପନା ମିଶ୍ର ଧନ୍ୟ ବାଦ ଅର୍ପଣ କରି  ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like