-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ଜାମପାଲି ଗ୍ରାମରେ ଶୋକାକୁଲ ପରିବେଶ,ବୋଲେରୋ ଧକ୍କାରେ ଉଜୁଡ଼ିଗଲା ଗୋଟିଏ ପରିବାରର ୪ସଦସ୍ୟଙ୍କ ଜୀବନ

09-Mar-2026



ବିନିକା(ହିମାଂଶୁ ଶେଖର ପୁଟେଲ)ହସ ଖୁସିରେ ଘରୁ ବାହାରି ବାହାଘର ଭୋଜି ଖାଇ ଯାଇଥିଲେ। ହେଲେ ସେହି ହସ ଖୁସି ସବୁଦିନ ପାଇଁ ଲିଭିଗଲା ।ଭୋଜି ଖାଇ ଘରକୁ ଫେରୁଥିବା ବେଳେ ସତରେ ବାଟରେ ଯମଦୂତ ଜଗି ରହିଥିଲା ବାଇକରେ ବସି ପରିବାରର ସମସ୍ତ ସଦସ୍ୟ ରାସ୍ତାରେ ଆସୁଥିବା ବେଳେ ବିପରୀତ ଦିଗରୁ ଦୃତ ଗତିରେ ଆସୁଥିବା ଏକ ବୋଲେରୋ ଧକ୍କା ଦେଇଥିଲା ଫଳରେ ସମସ୍ତେ ଛିଟିକି ପଡ଼ିଥିଲେ ।ଘରକୁ ଫେରିବାକୁ ପ୍ରାୟ ୧୨/୧୪ କିମି ବାକି ଥିବାବେଳେ ଦୁର୍ଘଟଣାରେ ପରିବାରର ୪ସଦସ୍ୟଙ୍କ ଜୀବନ  ସେଠାରେ ହିଁ ସବୁଦିନ ପାଇଁ ଲିଭିଗଲା ଫଳରେ ଏହି ଘଟଣା ପ୍ରଚାରିତ ହେବା ପରେ ସମଗ୍ର ବିନିକା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।ଆଜି ଅପରାହ୍ନରେ ପରିବାରର ୪ସଦସ୍ୟଙ୍କ ମୃତ ଦେହ ଜାମପାଲି ଗ୍ରାମକୁ ପହଞ୍ଚିବା ପରେ ସାରା ଗ୍ରାମବାସୀଙ୍କ ଆଖିରୁ ଲୁହ ଝରୁଥିବା ଦେଖିବାକୁ ମିଳିଥିଲା। ଗ୍ରାମ ସମ୍ପୂର୍ଣ୍ଣ ଶୋକାକୁଲ ପରିବେଶରେ ବୁଡ଼ି ରହିଥିଲା । ଘଟଣା ଟି ଘଟିଥିଲା ଗତକାଲି ରବିବାର ରାତ୍ର ପ୍ରାୟ ୯ଘଣ୍ଟା ସମୟରେ ୫୩ ନଂ ରାଜ୍ୟ ରାଜପଥର ମେହେନା ନିକଟରେ  ।ସୂଚନା ଅନୁସାରେ। ସୋନପୁର ଜିଲ୍ଲା ବିନିକା ଥାନା ଘାଟିଜାମପାଳି ଗ୍ରାମର ସନ୍ତୋଷ ପ୍ରଧାନ,ତାଙ୍କ ପତ୍ନୀ,ଭାଇ ଦୟାସାଗର ପ୍ରଧାନ, ଶିଶୁ ପ୍ରିୟାଂଶ ଓ ଅନ୍ୟ ସଦସ୍ୟମାନେ ଅତାବିରା ଥାନା ଖଇରପାଲି ଗ୍ରାମକୁ ଏକ ବିବାହ ଭୋଜି ଖାଇବାକୁ ଆସିଥିଲେ। ରାତି ପ୍ରାୟ ୯ଘଣ୍ଟା ସମୟରେ ଦୁଇଟି ବାଇକ ଯୋଗେ ସେମାନେ ନିଜ ଗ୍ରାମକୁ ଫେରୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ବୋଲେରୋ ସେମାନଙ୍କୁ ସାମ୍ନାରୁ ଶକ୍ତ ଧକ୍କା ଦେଇଥିଲା।ମୃତକ ସରକାରୀ ଶିକ୍ଷକ ଦୟାସାଗର ପ୍ରଧାନ, ତାଙ୍କ ବଡ଼ ଭାଇ ସନ୍ତୋଷ ପ୍ରଧାନ,ପତ୍ନୀ କହର ପ୍ରଧାନ ଓ ଶିଶୁ ପ୍ରିୟାଂଶ।ଅନ୍ୟ ପକ୍ଷରେ ଗୁରୁତର ଆହତ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ଭେଡେନ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଯାଇଥିଲା।ସେଠାରେ ଅବସ୍ଥା ଗୁରୁତର ତୁରନ୍ତ ବୁର୍ଲା ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।ବର୍ତ୍ତମାନ ସେମାନେ ଆଇସିୟୁରେ ଭର୍ତ୍ତି ହୋଇ ଚିକିତ୍ସାଧୀନ ରହିଛନ୍ତି । ଦୁର୍ଘଟଣା  ପରେ ଘଟଣାସ୍ଥଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ଦୁର୍ଘଟଣା ଘଟାଇ ବୋଲେରୋ ଚାଳକ ଫେରାର ହୋଇଯାଇଛି। ଖବର ପାଇ ରୁଷୁଡ଼ା ଫାଣ୍ଡି ଅଧିକାରୀ ଅରୁପ କୁମାର ବରେଇ ଓ ପୋଲିସ ଟିମ୍ ତୁରନ୍ତ ପହଞ୍ଚି ମୃତଦେହ ଜବତ କରିବା ସହ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରି ଶାନ୍ତି ଶୃଙ୍ଗଳା ରକ୍ଷା କରିଥିଲେ। ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଗୁଡ଼ିକୁ ଜବତ କରି ତଦନ୍ତ ଆରମ୍ଭ କରିଛି।ଆଜି ମୃତ ପରିବାରର ୪ସଦସ୍ୟଙ୍କ ବୁର୍ଲା ଡ଼ାକ୍ତରଖାନାରେ ଶବ ବ୍ୟବଚ୍ଛେଦ ପରେ ମୃତ ଦେହ ଗୁଡ଼ିକୁ ଗାଁ କୁ ଅଣାଯାଇଥିଲା ।ଦୁଃଖରେ ଗ୍ରାମବାସୀଙ୍କ  କାନ୍ଦ ବୋବାଳି ରେ ସାରା ଗ୍ରାମ କମ୍ପି ଉଠିଥିଲା ।ମୃତ ପରିବାର ବର୍ଗଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ବିଭିନ୍ନ ମହଲରେ ଦାବୀ ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like