-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

*ଅସ୍ତିତ୍ବ ଖୋଜୁଛି ଡାବୁଗାଁର ଅଙ୍ଗୀ ନଦୀ*

09-Mar-2026



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର)
 ଡାବୁଗାଁ  ଅଞ୍ଚଳ ର କିଛି ପ୍ରମୁଖ ନଦୀ ମଧ୍ୟରୁ ଅଙ୍ଗୀ ନଦୀ ଅନ୍ୟତମ । ଏହି ନଦୀ  ଆମ  ଅଞ୍ଚଳ ର ଏକ ପାହାଡ଼ କୋଣରୁ ବାହାରିଛି Iଏହି ନଦୀ ନବରଙ୍ଗପୁର ପ୍ରମୁଖ ନଦୀ  ଇନ୍ଦ୍ରାବତୀ ନଦୀରେ ମିଶୁଛି Iଏହା କେବଳ ଗୋଟିଏ ନଦୀନୁହଁ, ଏହା ଡାବୁଗାଁ ଅଞ୍ଚଳର ଲୋକଙ୍କ ପାଇଁ ଜୀବନ ଜୀବିକା କହିଲେ ଭୁଲ ହେବନାହିଁ । ଏହି ଅଙ୍ଗୀ ନଦି କାହାପାଇଁ ନଦୀ ହୋଇପାରେ, କିନ୍ତୁ ଏହା ଡାବୁଗାଁ ବାସୀଙ୍କ ପାଇଁ ଜୀବନ ରେଖା କହିଲେ ଭୁଲ ହେବନାହିଁ । ଏହି ନଦୀ ଉପରେ କୃଷି, ମତ୍ସ୍ୟଜିବି, ଜୀବଜନ୍ତୁ, ପାନୀୟ ଜଳ ନିର୍ଭର କରନ୍ତି । ଏବେ କିଛି ବର୍ଷ ହେବ ଜଳସ୍ତର କମିଯାଇ ଛୋଟିଆ ନାଳ ଭଳି ଦୃଶ୍ୟମାନ ହେଉଛି । କେବଳ ଏତିକି ନୁହେଁ ଅଙ୍ଗୀ ନଦୀ ଧୀରେ ଧୀରେ ନିଜର ଅସ୍ତିତ୍ବ ହରାଇବାକୁ ବସିଲାଣି ବୋଲି ପରିବେଶ ବିତ ମାନେ ମତ ପ୍ରକାଶ କଲେଣି ।ଦିନେ ଲୋକଙ୍କୁ ଜୀବନ ଦେଉଥିବା ବେଳେ ବର୍ତ୍ତମାନ ନିଜ ଜୀବନ ବଞ୍ଚାଇବା ଅଛ ରହ ସଂଘର୍ଷ କରୁଥିବାର ନଦୀକୁ ଦେଖିଲେ ଜଣାପଡ଼ୁଛି I ଦିନକୁ ଦିନ ଜଳସ୍ତର କମିଯିବାରୁ ନ‌ଦୀ ମଝିରେ ଲଟା ବୁଦା ଓ ଗଛ ଉଠି ଯାଇଛି । ବାଲି ମାଫିଆ ଲୋଲୁପଦୃଷ୍ଟି ଓ ଖଣି, ରାଜସ୍ବ, ବନ ବିଭଗୀୟ ଅଧିକାରୀଙ୍କ ମଧୁଚନ୍ଦ୍ରିକା ଯୋଗୁ ବେଆଇନ ଭାବରେ ବାଲି ଉତ୍ତୋଳନ ହେଉଥ‌ିବାରୁ ଏଭଳି ଅସ୍ତିତ୍ବ ହରାଇ ବସିଛି କହିଲେ ଭୁଲ ହେବନାହିଁ । ବାଲି ନଦୀର ପାଣିକୁ ଭିଡି ଧରିଥାଏ। ବାଲି ନଦୀରୁ କି ବାଲିପଠାରୁ ନିୟମିତ ଭାବେ ଉଠା ହେଉଥିବାରୁ ଜଳସ୍ରୋତ କମିକମି ଯାଉଥିବାରୁ ଅଙ୍ଗୀ ନଦୀ ନିଜର ଅସ୍ତିତ୍ଵ ହରାଇଛି ।ବର୍ଜ୍ୟବସ୍ତୁ ପ୍ରଦୂଷଣ, ଜଳବାୟୁ ପରିବର୍ତ୍ତନ, ଦିନକକୁ ଦିନ ବାଲି ଖନନ ଦ୍ୱାରା ଏଭଳି ପରିସ୍ଥିତି ସୃଷ୍ଟି ହେଉଛି ବୋଲ ନଦୀକୂଳିଆ ଲୋକେ ମତବ୍ୟକ୍ତ କରିଛନ୍ତି। ଏମିତିକି ଛେପଟି ଆମ ନିକଟ ପାହାଡ଼ ଉପରେ ବଡ଼ ବଡ଼ ଗଛ କଟା ଓ ବନାଗ୍ମୀ ଦ୍ବାରା ନଷ୍ଟ ହେଉଥିବାରୁ ନଦୀର ଜଳସ୍ତର କମିବା ମଧ୍ୟ ଗୋଟିଏ କାରଣ ହୋଇଥାଇ ପରେ ବୋଲି ପରିବେଶବିତ ମାନେ ମତ ପ୍ରକାଶ କରିଛନ୍ତି ।କେବଳ ବର୍ଷା ଋତୁରେ ହିଁ କୂଳର ହାତୀମୁଣ୍ଡା ଟେକଡେମ ମାଧ୍ୟମରେ ପ୍ରାୟ ଦୁଇ ହଜାର ଜେମିକୁ ପାଣି ଯୋଗାଇବା ପାଇଁ ନିର୍ମାଣ ହୋଇଛି। ପ୍ରଶାସନିକ ଓ ମନ୍ତ୍ରୀସ୍ତରିୟ ଆଲୋଚନା ମାଧ୍ୟମରେ ସମାଧାନ କରିବା ସହ ଦାୟିତ୍ଵ ହୀନତା କାର୍ଯ୍ୟ କରୁଥିବା ଅଧିକାରୀଙ୍କ ବରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସାଧାରଣରେ ଦାବିହେଉଛି। ଖାସ କରି ଏଥି ପ୍ରତି ରାଜସ୍ଵ ବିଭାଗ, ମାଇନ୍ସ ବିଭାଗ ଏବଂ ବନ ବିଭାଗ ପ୍ରତାକ୍ଷ ରେ ନହେଲେବି ପରକ୍ଷରେ ଦାଈ ଅଟନ୍ତି। 

ବିଦ୍ର:- ବିପର୍ଯ୍ୟୟ ପାଇଁ ପ୍ରକୃତି କି ମଣିଷ ଦାୟୀ


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like