-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||     

HOME   ରାଜ୍ୟ

ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ

10-Mar-2026



ବଲାଙ୍ଗିର(ପ୍ରେରଣା ଖବର)  ଦେଓଗାଁ ବ୍ଲକ ଅନ୍ତର୍ଗତ ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ ସ୍ଥାନୀୟ କ୍ୱାକ୍ ଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଛି।ଡୁମେରପିଟା ଅଞ୍ଚଳରେ କୁଆଡେ ଗ୍ରାମର ଜୈନେକ ବ୍ୟକ୍ତି ନିଜକୁ ଡାକ୍ତର କହି କ୍ଲିନିକ୍ ଭଳି ବେଡ୍ ପକାଇ ରୋଗୀ ଚିକିତ୍ସା କରୁଥିବା ଅଭିଯୋଗ ହେବା ପରେ ସେ ଖୋଲିଥିବା କ୍ଲିନିକ୍ ବନ୍ଦ କରିଦେଇ ଏବେ ବାଇକ୍ ଡିକି ରେ ଡାକ୍ତରୀ ଔଷଧ ରଖି ଆଖପାଖ ଗ୍ରାମାଞ୍ଚଳରେ ରୋଗୀ ଚିକିତ୍ସା କରୁଥିବା ଚର୍ଚ୍ଚା ହୁଏ।ଏବେ ସେ ଅଞ୍ଚଳରେ ଅନେକ ବାଇକ୍ ଧାରି ଠକ ଡାକ୍ତର(କ୍ଵାକ୍)ନିଜ ବାଇକ୍ ଡିକି ରେ ବିଭିନ୍ନ ପ୍ରକାର ଔଷଧ ରଖି ଆଖପାଖ ଅଞ୍ଚଳର ଗ୍ରାମ ଗୁଡିକରେ ଡେରା ପକାଇଥିବା ବେଶ୍ ଚର୍ଚ୍ଚା ହେଉଛି।ଏହି ଠକ ଡାକ୍ତର ମାନେ ଦେଓଗାଁ ବ୍ଲକ୍ ଅନ୍ତର୍ଗତ ରାମଚନ୍ଦ୍ରପୁର, ଗୋଏଲପିଟା, କୁନ୍ଦପାଣି, ଟାଙ୍ଗୁରୁପଦର୍,ଡୁମେରପିଟା ଏବଂ ଶିବତଲା

ଗ୍ରାମପଞ୍ଚାୟତ ର କିଛି ଗ୍ରାମ ବୁଲି ରୋଗୀ ମାନଙ୍କୁ ସ୍ୱାସ୍ଥ୍ୟ ସେବାସେବା ନାମରେ ଠକୁ ଥିବା ବେଳେ ଜ୍ୱର ହେଲେ ସାଲାଇନ ଏବଂ ଔଷଧ ଦେଇ ରୋଗୀ ମାନଙ୍କ ଠାରୁ ଚଢ଼ା ଦରରେ ଟଙ୍କା ଅସୁଲି କରି ବ୍ୟବସାୟ ଚଳାଇଛନ୍ତି।ଗ୍ରାମାଞ୍ଚଳ ନିରୀହ ଲୋକଙ୍କ ଜୀବନ ସହ ଖେଳ ଖେଳୁଛନ୍ତି।ଚର୍ଚ୍ଚା ହୁଏ କୁଆଡେ ଏହି କ୍ଵାକ୍ ମାନେ ରୋଗୀ ମାନଙ୍କୁ ଅଧିକାଂଶ ରୋଗରେ ପେନ୍ କିଲର୍ ଔଷଧ ଦେଉଛନ୍ତି।ବିନା ଡାକ୍ତରୀ ପାଠରେ ସାଜିଛନ୍ତି ଡାକ୍ତର।ହେଲେ ନିଘା ନାହିଁ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର।ଚଳିତ ବିଜେପି ସରକାର ରେ ବଲାଙ୍ଗିର ଜିଲ୍ଲାର ଯୁବ ରାଜନୀତିଜ୍ଞ ଶ୍ରୀଯୁକ୍ତ ମୁକେଶ ମହାଲିଙ୍ଗ,ସ୍ୱାସ୍ଥ୍ୟମନ୍ତ୍ରୀ ଥିବା ବେଳେ ବର୍ତ୍ତମାନ ମଧ୍ୟ ଗ୍ରାମାଞ୍ଚଳ ମାନଙ୍କରେ ଲୋକେ ସ୍ୱାସ୍ଥ୍ୟ ସେବାରୁ ବଞ୍ଚିତ ଅଛନ୍ତି।ଭାଷଣରେ ଅନେକ ଜନହିତକର ଯୋଜନା ବାଖାଣୁ ଥିବା ବେଳେ ଗ୍ରାଉଣ୍ଡଜିରୋରେ ତାର ବିନିଯୋଗ ହେଉ ନ ଥିବା ପରିଲକ୍ଷିତ ହେଉଛି।ସ୍ୱାସ୍ଥ୍ୟ ବିଭାଗ ଏ ସମସ୍ତ ସମସ୍ୟା ଉପରେ ଗୁରୁତ୍ୱ ଦେଇ ସ୍ୱାସ୍ଥ୍ୟସେବାକୁ ତ୍ୱରାନ୍ୱିତ କରିବା ପାଇଁ ସ୍ଥାନୀୟ ଅଞ୍ଚଳ ମାନଙ୍କରେ ଦାବୀ ହୁଏ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026

You Might Also Like