-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||     

HOME   ଜିଲ୍ଲା

ଦକ୍ଷିଣ ଏସିୟା ଗୋଲ ଶଟ ବଳ ଆନ୍ତର୍ଜାତୀୟ ଚାମ୍ପିୟନସିପ ଖେଳିବା ପାଇଁ ଭାରତ ଦଳ ପାଇଁ ମନୋନୀତ

10-Mar-2026



ବରପାଲି (ସୁଦାମ ଦୀପ) ବରଗଡ଼ ଆମ ଓଡିଶା ରାଜ୍ୟ ର 10 ଜଣ ଉଭୟ ବାଳକ ଓ ବାଳିକା ଖେଳାଳୀ ଗୋଲ ଶଟ ବଳ ଖେଳିବା ପାଈଁ ଭାରତୀୟ ଆନ୍ତର୍ଜାତୀୟ ଦଳରେ ସ୍ଥାନ ପାଇଛନ୍ତି ଆସନ୍ତା ଏପ୍ରିଲ ମାସ 24 ତାରିଖରୁ ଏପ୍ରିଲ 28 ତାରିଖ ପ୍ରୟନ୍ତ ଶ୍ରୀଲଙ୍କା ର କଲମ୍ବୋ ଷ୍ଟାଡିଅମ ରେ ହେବାକୁ ଥିବା ପ୍ରଥମ ଦକ୍ଷିଣ ଏସିୟା ଗୋଲ ଶଟ ବଳ ଆନ୍ତର୍ଜାତୀୟ ଚାମ୍ପିୟନସିପ ଖେଳିବା ପାଇଁ ଭାରତ ଦଳ ପାଇଁ ମନୋନୀତ ହୋଇଛନ୍ତି ଏଣୁ ଓଡିଶା ଗୋଲ ଶଟ ବଳ ଆଶ୍ସୋସିଏସନ ର ସଭାପତି ପୂର୍ବତନ ବରଗଡ଼ ସାଂସଦ ଡଃ ପ୍ରଭାସ କୁମାର ସିଂ ସମ୍ପାଦକ ପ୍ରଭାକର ଶିକା ଆଶ୍ସୋସିଏସନ ର ସମସ୍ତ କାର୍ଯ୍ୟକର୍ତା ସଦସ୍ୟ ସମସ୍ତ ଖେଳାଳି ମାନଙ୍କୁ ଶୁଭେଚ୍ଛା ଶୁଭକାମନା ଜଣାଇଛନ୍ତି। ଭାରତୀୟ ଦଳରେ ଆମ ଓଡିଶାର ସ୍ଥାନ ପାଇଥିବା ଖେଳାଳୀ ମାନେ ହେଲେ

୧- -ଅକଲେଶ ବେହେରା ଗ୍ରାମ -ଗୁଂଧାନୀ, ବ୍ଲକ ରାଇକିଆ, ଜିଲ୍ଲା କନ୍ଧମାଳ 
୨ -ରାଜ ମେହେର-ଗ୍ରାମ କୁଡାସିଂହା, କଂସର, ପଦ୍ମପୁର, ଜିଲ୍ଲା ବରଗଡ଼ 
୩ -ସୌରଭ ପଧାନ ଗ୍ରାମ -ଲେଣ୍ଡା ବରପାଲି, ବରଗଡ 
୪  -ପ୍ରିନସିରାନି ଗଡତିଆ, ଗ୍ରାମ ଭଟୀଗାଁ, ବରପାଲି, ବରଗଡ 
୫ -ପରୀ ମେହେର, କୁଡାସିଂହା, କଂସର, ପଦ୍ମପୁର, ବରଗଡ 
୬ -ଆଦିତି ଡେନ ମୋଦୀପଡା ସମ୍ବଲପୁର 
୭  -ନେହା ତରିଆ ଗ୍ରାମ -ବାଝାପଦର, ବରପାଲି, ବରଗଡ 
୮ -କୀରତ କୌର, ଗଙ୍ଗାଧର ନଗର, ବରଗଡ 
୯ -ଆୟୁଷ ସା ଗ୍ରାମ - ତିଳଗି ପୀଥିଣ୍ଡା, ବ୍ଲକ - ଲଖନପୁର, ଜିଲ୍ଲା - ଝାରସୁଗୁଡା 
୧୦ -ତ୍ରିଷ୍ଣା ସାହୁ ଗ୍ରାମ -ଜାରିଙ୍ଗ, ବ୍ଲକ ବିଜେପୁର, ବରଗଡ ଏହି ସମସ୍ତ ଖେଳାଳୀ ମାନଙ୍କୁ ସାରା ଓଡ଼ିଶାରେ ବିଭିନ୍ନ ମହଲରେ ଶୁଭେଚ୍ଛା ଶୁଭକାମନା ଜଣାଇଛନ୍ତି ଗ୍ରାମ ସହର ସାଙ୍ଗ ସାଥି, ନେତା, ସରପଞ୍ଚ, ବିଧାୟକ ସମସ୍ତଙ୍କ ପାଖରୁ ଶୁଭେଚ୍ଛାର ସୁଅ ଛୁଟୁଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026

You Might Also Like