-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||     

HOME   ଜିଲ୍ଲା

ହଲଦିପାଲି ରେ ନକୁଳ ସହଦେଵ ମନ୍ଦିର ପ୍ରତିଷ୍ଠା ମହୋତ୍ସବ

10-Mar-2026



ବରପାଲି -(ସୁଦାମ ଦୀପ )  ବରଗଡ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ହଳଦୀପାଳି ଗ୍ରାମର ଉପକଣ୍ଠ ଟିକ୍ରା ପାଖରେ ନକୁଳ ସହଦେଵ ଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା ହେବାକୁ ଯାଉଛି. ପୁରାଣ ବର୍ଣିତ ପାଞ୍ଚୁପାଣ୍ଡବ ଙ୍କ ଅଜ୍ଞାତ ବନବାସ ସମୟ ରେ ବିରାଟ ରାଜା ଙ୍କ ଘୋଡ଼ାଶାଲ ଓ ଗୋରୁଗଠ କୁ ସମ୍ଭାଳୁ ଥିଲେ ପଞ୍ଚୁପାଣ୍ଡବ ଙ୍କ ଅନୁଜ ଦୁଇଭାଇ ନକୁଳ ଏବଂ  ସହଦେଵ.ମୁଖ୍ୟତହ ଚାଷୀ ମାନଙ୍କ ଦ୍ୱାରା ଗାଈଗୋରୁ ଙ୍କ ରୋଗ ରୁ ମୁକ୍ତି ପାଇବା ପାଇଁ ବିରାଟକାଣ୍ଡ ଗୀତ ବୋଲାଯାଏ ଏବଂ ନକୁଳ ସହଦେଵ ଙ୍କୁ ପୂଜା କରାଯାଏ.ଲୋକ ମୁଖରୁ ଶୁଣାଯାଏ ଅନେକ ବର୍ଷ ପୂର୍ବରୁ ହଳଦୀପାଳି ଗାଁ ମୁଣ୍ଡରେ ଥିବା ଗାଈଗୋଠ କୁ ଚାରିଜଣ ମାହାତ୍ମା ଋଷି ଆସି ଗାଈଗୋରୁଙ୍କ ଫାଟୁଆ ରୋଗରୁ ମୁକ୍ତି ପାଇବା ପାଇଁ ନକୁଳ ସହଦେଵ ଙ୍କ ପୂଜା କରିବା ପାଇଁ ପରାମର୍ଶ ଦେଇଥିଲେ. ସେଇ ଦିନଠୁ ସେଠାରେ ନକୁଳ ସହଦେଵ ଙ୍କୁ ପ୍ରସ୍ତର ମୂର୍ତ୍ତିରେ ପୂଜା କରି ଆସୁଛନ୍ତି.ଇତ୍ୟ ବସର ରେ ଟିକ୍ରା ର ସ୍ବର୍ଗତ ପୁର୍ଣ ସାହୁ ଙ୍କ ଜ୍ୟେଷ୍ଟ ପୁତ୍ର ଦେବାର ସାହୁ ସେଠାରେ ଏକ ବଟ ବୃକ୍ଷ ରୋପଣ କରି, ତା ତଳେ ଉକ୍ତ ପ୍ରସ୍ତର ମୂର୍ତ୍ତି କୁ ପୂଜା କରୁଥିଲେ. ଏବଂ ଗାଁ ର ମଧ୍ୟ ଅନେକ ବିଭିନ୍ନ ପୂଜା ଦିନରେ ପୂଜା କରି ଆସୁଛନ୍ତି.
ଦେବାର ସାହୁଙ୍କ ପରଲୋକ ପରେ ତାଙ୍କ ଧର୍ମପତ୍ନୀ ସୁକାନ୍ତି ସାହୁ (ବର୍ତ୍ତମାନ ଇହଧାମ )ମାନସିକ କରିଥିଲେ ଉକ୍ତ ସ୍ଥାନରେ ଏକ ମନ୍ଦିର ନିର୍ମାଣ କରିବା ପାଇଁ.ନିଜ ବାପା ଙ୍କ ସ୍ମୃତି ତଥା ସ୍ବର୍ଗତା ମା ' ଙ୍କ ମାନସିକ କୁ ସାକାର ରୂପ ଦେବା ପାଇଁ, ତାଙ୍କ ଦୁଇ ସୁପୁତ୍ର ଯୋଶବନ୍ତ ସାହୁ (ଜଗତ )ଏବଂ ରବି ସାହୁ (ଭକ୍ତ )ଏକ ଭବ୍ୟ ମନ୍ଦିର ନିର୍ମାଣ କରିଛନ୍ତି ଏବଂ ନକୁଳ ସହଦେଵ ଙ୍କ ମୂର୍ତ୍ତି ର ପ୍ରାଣ ପ୍ରତିଷ୍ଠା କରିବାକୁ ଯାଉଛନ୍ତି.ତାଙ୍କ ସେହି ମହତ କାର୍ଯ୍ୟ କୁ ହଳଦୀପାଳି ତଥା ଟିକ୍ରା ବାସୀ ପୁର୍ଣ ମାତ୍ର ରେ ସହଯୋଗ କରୁଛନ୍ତି 
ଆସନ୍ତା କାଲି ଠୁ ଚାରି ଦିନ ପର୍ଯ୍ୟନ୍ତ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ପାଳନ ହେବାକୁ ଯାଉଛି ନକୁଳ ସହଦେଵ ଙ୍କ ମନ୍ଦିର ଆମ ଅଂଚଳ ପାଇଁ ବିରଳ ଅଟେ ଉକ୍ତ ଆଧ୍ୟାତ୍ମିକ ପରିବେଶ କୁ ଆସି ଭଗବାନ ଙ୍କ ଚାରଣାଶ୍ରିତ ହେବାକୁ ଟିକ୍ରା ତଥା ହଳଦୀପାଳି ବାସୀ ଅନୁରୋଧ କରିଛନ୍ତି.


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026

You Might Also Like