-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ

10-Mar-2026



ବଲାଙ୍ଗିର(ପ୍ରେରଣା ଖବର): ଆଜି ବଲାଙ୍ଗିର ଜିଲ୍ଲା ପ୍ରଶାସନ, ପର୍ଯ୍ୟଟନ ବିଭାଗ ଏବଂ ରାଜ୍ୟ ପରିବନ ବିଭାଗର ମିଳିତ ଆନୁକୂଲ୍ୟରେ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ ହୋଇ ଯାଇଛି । ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରିଥିଲେ ଏବଂ ଯାତ୍ରା କରୁଥିବା ସମସ୍ତ ଶ୍ରଦ୍ଧାଳୁମାନଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଥିଲେ । ଶ୍ରଦ୍ଧାଳୁମାନଙ୍କ ଦର୍ଶନ କିପରି ଭଲରେ ହେବ ସେଥିପାଇଁ

ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଥିବା ସେ ସୂଚନା ଦେଇଥିଲେ । ଆଜିର କାର୍ଯ୍ୟକ୍ରମରେ ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ଟାଲିନା ପ୍ରଧାନ, ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମୀ ରଞ୍ଜନ ମିଶ୍ର, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମୀ ସାକିଆ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଯୋଜନା ମାଧ୍ୟମରେ ଜିଲ୍ଲାର ବିଭିନ୍ନ ବ୍ଲକ ଓ ପୌରାଞ୍ଚଳରୁ ସମୁଦାୟ ୧୮୫ ଜଣ ବରିଷ୍ଠ ନାଗରିକ ଏବଂ ବିଧବା ମା’ମାନେ ଶ୍ରୀକ୍ଷେତ୍ର ପୁରୀ ଅଭିମୁଖେ ଯାତ୍ରା କରିଛନ୍ତି । ଯାତ୍ରୀମାନଙ୍କ ପାଇଁ ପ୍ରଶାସନ ପକ୍ଷରୁ ୫ଟି ସ୍ୱତନ୍ତ୍ର ବସର ବ୍ୟବସ୍ଥା କରାଯାଇଛି । ଯାତ୍ରୀମାନଙ୍କ ସୁବିଧା ବୁଝିବା ପାଇଁ ୫ ଜଣ ଏସକର୍ଟ ଅଫିସର (Escort Officer), ୫ ଜଣିଆ ମେଡିକାଲ ଟିମ୍ ଏବଂ

ଓଡିଶା ରାଜ୍ୟ ସଡ଼କ ପରିବହନ ନିଗମର ୫ ଜଣ ସୁପରଭାଇଜର ନିୟୋଜିତ କରାଯାଇଅଛି । ଯାତ୍ରା ଆରମ୍ଭ ପୂର୍ବରୁ ସମସ୍ତ ଶ୍ରଦ୍ଧାଳୁଙ୍କର ପ୍ରାଥମିକ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି ଏବଂ ସେମାନଙ୍କୁ ଆବଶ୍ୟକୀୟ ଜରୁରୀକାଳୀନ ଔଷଧ ମଧ୍ୟ ପ୍ରଦାନ କରାଯାଇଛି । ଶ୍ରଦ୍ଧାଳୁମାନେ ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସାରି ଆସନ୍ତାକାଲି ରାତିରେ ବଲାଙ୍ଗିର ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବେ । ଏହି ଯାତ୍ରା ବରିଷ୍ଠ ଶ୍ରଦ୍ଧାଳୁମାନଙ୍କ ମଧ୍ୟରେ ଅନେକ ଉତ୍ସାହ ସୃଷ୍ଟି କରିଛି ।  ଆଜିର କାର୍ଯ୍ୟକ୍ରମରେ ସନ୍ଦୀପ କୁମାର କୁଅଁର ସଭାକାର୍ଯ୍ୟ ସଂଯୋଜନା କରିଥିବା ବେଳେ ପର୍ଯ୍ୟଟନ ବିଭାଗର କର୍ମଚାରୀ ନୀଳାଞ୍ଚଳ ଦୀପ ସମସ୍ତ କାର୍ଯ୍ୟରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026

You Might Also Like