-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||     

HOME   ଜିଲ୍ଲା

*ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-

10-Mar-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )ସାଇବର ଅପରାଧ ଉପରେ ଲଗାମ ଲଗାଇବା ପାଇଁ ଓଡିଶା ପୋଲିସ ପକ୍ଷରୁ  ଗତ ତା ୧୩.୦୨.୨୦୨୬ ରୁ ୧୨.୦୩.୨୦୨୬ ପର୍ଯ୍ୟନ୍ତ  ବିଶେଷ ଅଭିଯାନ ‘ଅପରେସନ ସାଇବର କବଚ’ ସମଗ୍ର ରାଜ୍ୟରେ  ଜାରି ରହିଛି । ଏହି ଅଭିଯାନ ଅଧୀନରେ ସାଇବର ଠକେଇରେ  ବ୍ୟବହୃତ mule ( ବେନାମୀ) ବ୍ୟାଙ୍କ ଆକାଊଣ୍ଟ  ଏବଂ ଏଥିରେ  ସମ୍ପୃକ୍ତ  ସହାୟକ ମାନଙ୍କୁ  ଚିହ୍ନଟ କରାଯାଇ  ଦୃଢ ଆଇନଗତ କାର୍ଯ୍ୟ।ନୁଷ୍ଠାନ ଗ୍ରହଣ କରାଯାଊଛି । ବର୍ତ୍ତମାନ ପର୍ଯ୍ୟନ୍ତ ସୁବର୍ଣ୍ଣପୁର ଜିଲ୍ଲା ପୋଲିସ ଦ୍ବାରା ୧୫୦୧  ଆକାଊଣ୍ଟ  ଯାଞ୍ଚ କରାଯାଇଛି । ଏହାସହ  mule ଏକାଉଣ୍ଟ  ସମ୍ବନ୍ଧରେ ସୋନପୁର ଥାନା ରେ ୦୩ ଟି, ବୀର ମହାରାଜ ପୁର ଥାନା ରେ ୦୨ ଟି, ବିନିକା ସୁବଲୟା ଡୁଙ୍ଗୁରିପାଲି ଓ CC & EO PS ରେ ଗୋଟିଏ ଲେଖାଏଁ  ସର୍ବମୋଟ ୦୯ ଟି କେସ ରୁଜୁ କରାଯାଇଛି । ଏହି କେସ ମାନଙ୍କରେ ୦୯ ଜଣଙ୍କୁ  ଗିରଫ କରି କୋର୍ଟ ଚାଲାଣ କରାଯାଇଛି  ଓ ୨୬  ଜଣଙ୍କୁ  ଆଇନଗତ ନୋଟିସ ଜାରି କରାଯାଇଛି ବୋଲି ଆଜି ସୁବର୍ଣ୍ଣପୁର ଏସପି ଶ୍ରୀ ନାରାୟଣ ନାଏକ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଉପୋରୋକ୍ତ କେସ ମାନଙ୍କରେ  ଚିହ୍ନଟ  ହୋଇଥିବା  mule  ଆକାଊଣ୍ଟ ରେ ସମୁଦାୟ ୭ କୋଟି ୮୨ ଲକ୍ଷ   ଟଙ୍କାର  କାରବାର  ହୋଇଥିଲା।ଏହିସବୁ  କେସରେ ଆସାମୀ ମାନଙ୍କ ଠାରୁ  ମୋବାଇଲ, ATM କାର୍ଡ ଏବଂ ପାସବୁକ  ଜବତ କରାଯାଇଛି । 

ସୁବର୍ଣ୍ଣପୁର ଜିଲ୍ଲାରେ  CC & EO PS ସ୍ଥାପନ ପରେ ଏହି ପ୍ରକ୍ରିୟାକୁ  ତ୍ୱରାନ୍ୱିତ  କରଯାଇଥିଲା । ଗତକାଲି ଆକାଊଣ୍ଟ  ଯାଞ୍ଚ ସମୟରେ  0୬ ଟି  mule ଏକାଉଣ୍ଟ ଠାବ କରାଯାଇଥିଲା । ଏହି ସମ୍ପୃକ୍ତରେ  CC & PS କେଶ ନମ୍ବର. ୦୧ Dt.09.03.2026 U/s-112(2)/317(2)/317(5) /318(4)/61(2) BNS / Sec. 66(C )/66(D) I.T Act. ରୁଜୁ କରଯାଇଥିଲା । ପ୍ରାଥମିକ ତଦନ୍ତରେ  ଏହି   ଆକାଊଣ୍ଟ  ମାନଙ୍କୁ ରୁ ୦୩ କୋଟି ୧୭ ଲକ୍ଷ ଟଙ୍କାର ର କାରବାର ହୋଇଥିଲା । ଏଥିରେ ସମ୍ପୃକ୍ତ  0୫ ଜଣ ଙ୍କୁ ଅଟକ ରଖି ପଚାରିବାରେ  ସେମାନେ ନିଜ  ଆକାଊଣ୍ଟ ସାଇବର ଫ୍ରଡରେ  ବିନିଯୋଗ  କରିବା କଥା ମାନିଥିଲେ । ସେମାନଙ୍କ ଠାରୁ  ମୋବାଇଲ, ATM କାର୍ଡ ଏବଂ ପାସବୁକ  ଜବତ କରାଯାଇଛି  ଓ ଆଜି ସମସ୍ତ 0୫ ଜଣଙ୍କୁ  କୋର୍ଟ ଚାଲାଣ କରା ଯାଇଛି l 

ରାଜ୍ୟବାସୀଙ୍କ ଡିଜିଟାଲ କାରବାର ସୁରକ୍ଷା ପାଇଁ ଓଡିଶା ପୋଲିସ ସର୍ବଦା ପ୍ରତିଶ୍ରୁତି ବଦ୍ଧ ।  ଜନସାଧାରଣଙ୍କୁ  ସୁବର୍ଣ୍ଣପୁର ପୋଲିସ ତରଫରୁ  ଅପିଲ କରାଯାଇଛି ଯେ  କୌଣସି ଅଜଣା ନମ୍ବର ରୁ ଲୋଭନୀୟ ବା ଅବିଶ୍ୱାସନିୟ  ଅଫର ଉପରେ  ବିଶ୍ବାସ କରନ୍ତୁ ନହିଁ । ଆବଶ୍ୟକ ସ୍ଥଳେ ନ୍ଯାଶନ୍ଯାଲ  ସାଇବର ହେଲ୍ପ ଲାଇନ ନମ୍ବର.୧୯୩୦ ବା ସୁବର୍ଣ୍ଣପୁର ସାଇବର ପୋଲିସ ହେଲ୍ପ ଲାଇନ ନମ୍ବର 8280446541 ରେ ଯୋଗାଯୋଗ କରନ୍ତୁ ବୋଲି ଏସପି ଶ୍ରୀ ନାରାୟଣ ନାଏକ ମିଡିଆ ଙ୍କୁ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026

You Might Also Like