-+91-9937148622 |

prerana_bgr@rediffmail.com |

  Wednesday 11th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||      ଡୁଙ୍ଗୁରିପାଲି ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ରେ ମହିଳା ଦିବସ ପାଳନ   (10-Mar-2026)       ||      *କମ୍ୟୁନିଟି ସେଣ୍ଟର କୋଠା ଉଦଘାଟନ କଲେ ସାଂସଦ ଙ୍କ ପ୍ରତିନିଧି*   (10-Mar-2026)       ||      ଓଡ଼ିଶା ସନାତନୀ କ୍ରିଏଟର ମଞ୍ଚ(OSCM)ର ପ୍ରଥମ ସମ୍ମିଳନୀ ସଫଳତାର ସହିତ ସମ୍ପନ୍ନ   (10-Mar-2026)       ||      ପାର୍ଲିଆମେଣ୍ଟ ରେ ଉଠିଲା ଗ୍ରାମସଭା ର ବିନା ଅନୁମୋଦନ ରେ ଗ୍ରାଫlଇଟ ମାଙ୍ଗାନିଜ ଖଣି ବ୍ଲକ ଲିଜ ଏବଂ ନିଲାମ ପ୍ରସଙ୍ଗ   (10-Mar-2026)       ||      ହଲଦିପାଲି ରେ ନକୁଳ ସହଦେଵ ମନ୍ଦିର ପ୍ରତିଷ୍ଠା ମହୋତ୍ସବ   (10-Mar-2026)       ||     

HOME   ଜିଲ୍ଲା

“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”

11-Mar-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣା ନାରୀ ଜାଗରଣ କେନ୍ଦ୍ର,  ଠାରେ ଜ଼ିଲ୍ଲା ଆଇନ ସେବା ପ୍ରାଧିକରଣ ସୁବର୍ଣ୍ଣପୁର ତରଫରୁ ଏକ ଜ଼ିଲ୍ଲା ସ୍ତରୀୟ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି I ଏହି ଶିବିର ରେ ଜ଼ିଲ୍ଲା ଆଇନ ସେବା ପ୍ରାଧିକରଣ ସୁବର୍ଣ୍ଣପୁର ର ଅଧ୍ୟକ୍ଷ ତଥା ଜ଼ିଲ୍ଲା ଜଜ୍  ଧନୁର୍ଦ୍ଧର ସେନାପତି ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଥିଲେ I ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ମହିଳା କୋର୍ଟ ବିଚାରପତି  ବବିତା ପାତ୍ର, ସିଭିଲ କୋର୍ଟ ରେଜିଷ୍ଟ୍ରାର ତଥା ଜ଼ିଲ୍ଲା ଆଇନ ସେବା ପ୍ରାଧିକରଣ ସୁବର୍ଣ୍ଣପୁର ଭାରପ୍ରାପ୍ତ ସଚିବ  ପ୍ରଜ୍ଞା ପାରମିତା ପ୍ରତିହାରୀ, ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ମିସ୍ ପ୍ରଣତି ରଥ, ସଦର ଉପ ଆରକ୍ଷୀ ଅଧିକ୍ଷକ  ରେଣୁକା ସୁନା, କିଶୋର ନ୍ୟାୟ ବୋର୍ଡ଼ ର ସଦସ୍ୟ  ରଂଜିତା ସାହୁ, ସୁବର୍ଣ୍ଣା ନାରୀ ଜାଗରଣ କେନ୍ଦ୍ର ର ଉପ ସଭାପତି ପୁଷ୍ପାଞ୍ଜଳି ମେହେର ପ୍ରମୁଖ ଯୋଗ ଦେଇ ବିଶ୍ୱ ମହିଳା ଦିବସ ଉପରେ ବିସ୍ତୃତ ଆଲୋଚନା କରିଥିଲେ I ଏହି ସଭାକୁ ସୁବର୍ଣ୍ଣା ନାରୀ ଜାଗରଣ କେନ୍ଦ୍ର ର  ଶ୍ରଦ୍ଧIଞ୍ଜଳି ମିଶ୍ର ପରିଚାଳନା କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026
  ଜିଲ୍ଲା  
ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   11-Mar-2026
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   11-Mar-2026
  ଜିଲ୍ଲା  
ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   10-Mar-2026
  ଜିଲ୍ଲା  
*ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   10-Mar-2026
  ଜିଲ୍ଲା  
ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   10-Mar-2026

You Might Also Like