-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||     

HOME   ଜିଲ୍ଲା

ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ

11-Mar-2026



ଲୋଇସିଂହା, (ପ୍ରେରଣା ଖବର) ସୂଚନା ରୁ ପ୍ରକାଶ ଯେ ବଲାଙ୍ଗୀର ଜିଲ୍ଲା ଲୋଇସିଂହା ଥାନା ସାହାଜଛାପର ଗ୍ରାମରୁ ଗତବର୍ଷ ଅକ୍ଟୋବର ମାସରେ ଏକ ଟ୍ରାକ୍ଟର ଇଂଜିନ ଚୋରୀ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା । ପୋଲିସ ଉକ୍ତ ଘଟଣାର ତଦନ୍ତ ଜାରି ରଖିଥିବା ବେଳେ ଚୋରୀ ଟ୍ରାକ୍ଟର ଇଂଜିନ କୁ ଉଦ୍ଧାର କରିବା ସହ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି l ସେମାନେ ହେଲେ ସୋନପୁର ଜିଲ୍ଲା ବିନିକା ଥାନା ବିଶାଲପାଲି ଗ୍ରାମର ରୁଦ୍ର ପେରା(୨୧), ଗଦାଧର ଗ୍ରାମର ସୁନିଲ ବାଙ୍କୀ(୨୩), ପିତେଇପାଲି ଗ୍ରାମର ଦୀପକ ଦୀପ, ଆଖିଦାଦର୍ ଗ୍ରାମର ଜୟ ସାଗର(୩୭) ଓ ବରଗଡ଼ ଜିଲ୍ଲା ଗୋଡଭଗାର ପିଚକୁଲା ଶ୍ରିହରି(୩୮) । ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଲୋଇସିଂହା ଥାନାଧିକାରୀ ଶିପୋରା ସରାୟା ଲୁଗୁନଙ୍କ ନେତୃତ୍ୱରେ ଏଏସଆଇ ଶ୍ରୀନିବାସ ବିଶ୍ଵାଳ, ହାବିଲଦାର ରଜନୀକାନ୍ତ ବଗର୍ତ୍ତି, ମଦନ ମୋହନ ସାହୁ, ବଳରାମ ପୂଜାହାରି, ସୁରେନ୍ଦ୍ର ମିଶ୍ର, ଶଙ୍କର ମାଢି, ମାନସ କବାସି ପ୍ରମୁଖ ଭିନ୍ନଭିନ୍ନ ସ୍ଥାନରେ ଚଢାଉ କରିଥିଲା l ଚଢ଼ାଉ କରି ଅଭିଯୁକ୍ତ ମାନଙ୍କୁ ଗିରଫ କରିବା ସହିତ ଟ୍ରାକ୍ଟର ଇଂଜିନ କୁ ଆନ୍ଧ୍ରରୁ ଉଦ୍ଧାର କରିଥିବା ଜାଣିବାକୁ ମିଳିଛି l ବଲାଙ୍ଗୀର ସଦର ଥାନା ହରିପାଲି ନିବାସୀ ଜମିଦାର ପଧାନ ତାଙ୍କ ଟ୍ରାକ୍ଟର (ଓଡ଼ି ୦୩ ଏବି ୯୬୪୦)କୁ ଚାଷକାମ ପାଇଁ ସାହାଜଛାପର ଗ୍ରାମରେ ରଖିଥିବା ବେଳେ ସେଠାରୁ ଟ୍ରାକ୍ଟରଟି ଚୋରୀ ହୋଇଥିଲା l ଟ୍ରାକ୍ଟର ଚୋରି ହୋଇଥିବା ଜାଣିବାକୁ ପାଇ ଜମିଦାର ସେହି ମୁହୂର୍ତ୍ତ ରେ ଲୋଇସିଂହା ଥାନାର ଦ୍ୱାରସ୍ଥ ହୋଇଥିଲେ l ଗିରଫ ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଲୋଇସିଂହା ଥାନାଧିକାରୀ ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026

You Might Also Like