-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||     

HOME   ଜିଲ୍ଲା

ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-

11-Mar-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ (ପୂର୍ଣ୍ଣ ଭାର ପ୍ରାପ୍ତ)  ଶିକ୍ଷକ ଶ୍ରୀ ଆଶିଷ ରଞ୍ଜନ ରଥ ଙ୍କୁ ସୁବର୍ଣ୍ଣପୁର ଜିଲ୍ଲା ଶିକ୍ଷା ଅଧିକାରୀ ମିନା ରାଣୀ ମଙ୍ଗଳ ନିଲମ୍ବନ କରିଛନ୍ତି l ଏ ଖବର ରେ ଆଜି ଜିଲ୍ଲା ର ଶିକ୍ଷକ ମହଲ ରେ କୋକୁଆ ଭୟ ସୃଷ୍ଟି ହୋଇ ଥିବା ଜଣା ଯାଇଛି l ପ୍ରକାଶ ଥାଉ କି ଯେ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼.  ନୃପ ରାଜ ସାହୁ ମହାରାଜା ହାଇସ୍କୁଲ କୁ ଅଚାନକ ପରିଦର୍ଶନ କରିଥିବା ସମୟରେ ଶ୍ରୀ ରଥ ଅନୁପସ୍ଥିତ ଥିବା ଦେଖିଥିଲେ l ଦୀର୍ଘ ଗୋଟାଏ ଘଣ୍ଟା ଧରି ଜିଲ୍ଲାପାଳ ଡ଼. ସାହୁ ସ୍କୁଲ ରେ ଅପେକ୍ଷା ପରେ ଶ୍ରୀ ରଥ ପହଞ୍ଚି ସ୍କୁଲ୍ କମ୍ପ୍ୟୁଟର ଲାଗି ଟଙ୍କା ଆସିଥିବାରୁ ବିଭାଗୀୟ ଉଚ୍ଚ ଅଧିକାରୀ ଙ୍କ ପାଖ କୁ ଯାଇଥିବା ବିଷୟ କହି ଜିଲ୍ଲାପାଳ ଙ୍କୁ ସଫେଇ ଦେଇଥିଲେ l କିନ୍ତୁ ଏହା ସନ୍ତୋଷ ଜନକ ଉତ୍ତର ନ ଥିବା ରୁ  ଓ  ଓଡ଼ିଶା ରେ କେବଳ ଗୋଟିଏ ସ୍କୁଲ ସୁବର୍ଣ୍ଣପୁର ଜିଲ୍ଲାର ସର୍ବ ପୁରାତନ ପି ଏମ ଶ୍ରୀ ମହାରାଜା ହାଇସ୍କୁଲ ରେ ଚଳିତ ବର୍ଷ ର ପି ଏମ ଶ୍ରୀ ମେଳା ପାଳନ ନ କରି ରାଜ୍ୟ ଶିକ୍ଷା ବିଭାଗ  କମିଶନର ଙ୍କ ନିର୍ଦ୍ଦେଶ କୁ ବେଖାତିର କରିଥିବା ଯୋଗୁଁ ଜିଲ୍ଲାପାଳ ଡ଼ .ସାହୁ ଶିକ୍ଷକ ଶ୍ରୀ ରଥ ଙ୍କ ଉପରେ ଖୁବ୍ ବର୍ଷୀ ଥିଲେ l ଏପରିକି ସ୍କୁଲ୍ ଶିକ୍ଷକ ଶିକ୍ଷୟତ୍ରୀ  ଙ୍କୁ ଉପଯୁକ୍ତ ବ୍ୟବହାର ପ୍ରଦର୍ଶନ କରୁ ନ ଥିବା ବିଷୟ ମଧ୍ୟ ଜିଲ୍ଲା ପ୍ରଶାସନ ପାଖରେ ଅନେକ ଅଭିଯୋଗ ହୋଇ ଆସୁ ଥିବା ଆଜି ସୂଚନା ମିଳିଛି l ପି ଏମ ଶ୍ରୀ ମହାରାଜା ହାଇସ୍କୁଲ ର ଉନ୍ନତି କରଣ ଲାଗି ରାଜ୍ୟ ସରକାର କୋଟି କୋଟି ଟଙ୍କା ଅନୁଦାନ ଦେଉଥିବା ବେଳେ ସେ ଅନୁଦାନ ରୁ ଖର୍ଚ୍ଚ ହେଉଥିବା ସମସ୍ତ କାର୍ଯ୍ଯ ଉପରେ ମଧ୍ୟ ଜିଲ୍ଲା ପ୍ରଶାସନ ସନ୍ତୋଷ ପ୍ରକାଶ କରି ନ ଥିବା ସୂଚନା ମିଳିଛି l ଏପରିକି ସ୍କୁଲ୍ ପରିଚାଳନା କମିଟି ର ପୂର୍ବତନ ସଭାପତି ସ୍କୁଲ୍ କୁ ଆସୁଥିବା ବିଭିନ୍ନ ଅନୁଦାନ ର ହେର ଫେର ଘଟଣା କୁ ନେଇ ପୁର୍ବତନ ଜିଲ୍ଲାପାଳ ଙ୍କ ପାଖରେ ଅନେକ ଅଭିଯୋଗ ହୋଇଥିବା ଆଜି ବିଭିନ୍ନ ବୁଦ୍ଧିଜୀବି ଓ ଶିକ୍ଷକ ମହଲ ରେ ଚର୍ଚ୍ଚା ହେଉଛି l  ଆହୁରି ମଧ୍ୟ ଆଲୋଚନା ହେଉଛି ଯେ ଏ ଭାରପ୍ରାପ୍ତ  ରଥ ସାର୍ ଙ୍କ ପ୍ରଛଦ ପଟ ରେ କେଉଁ କ୍ଷମତା ଶାଳୀ ବ୍ୟକ୍ତି ଅଛନ୍ତି ଯେ ଯାହା ବଳରେ କି ଚାକିରୀ ଆରଂଭ ରୁ ଶେଷ ଯାଏ ଏହି ମହାରାଜା ହାଇସ୍କୁଲ କୁ ମହାରାଜା ଭଳି ଭୋଗ କରିବା ର ପ୍ରକୃଷ୍ଠ ଜାଗା ବାଛି ନେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026

You Might Also Like