-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -

11-Mar-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପାରାଜ୍ ସାହୁ  ଅସ୍ଥାୟୀ ବସଷ୍ଟାଣ୍ଡ କୁ ଅଚାନକ ପରିଦର୍ଶନ କରି ବାସ୍ଥବ ସ୍ଥିତି ପରଖି ଥିଲେ l ପି ଏଚ ଡି ଦେଇଥିବା ପାଣି ଟାଙ୍କି ଟି ଦୁଇ ଦିନ ଧରି କୁଆଡେ ଗାଏବ ହୋଇଯିବା ପରେ ଜନ ସାଧାରଣ ଙ୍କ ପିଇବା ପାଣି ଅସୁବିଧା କଥା ଜିଲ୍ଲାପାଳ ଙ୍କ ନଜର କୁ ଆସିଥିଲା। ଏ ବିଷୟ ରେ ପି ଏଚ୍ ଡି ଓ ପୌର ପରିଷଦ ଅଧିକାରି ଙ୍କୁ ଆଜି ଜିଲ୍ଲାପାଳ ବାରମ୍ବାର ପଚାରିବା ପରେ ମୁଣ୍ଡ ନଇଁ କୌଣସି ଉତ୍ତର ଦେଇ ନ ଥିଲେ l  *ଏ କଥା ବୁଝିବା ଲୋକ ବୁଝି ଯିବେ*, ବସ ଷ୍ଟାଣ୍ଡ ପରିଦର୍ଶନ ସମୟ ରେ ଲୋକଙ୍କ ରହଣି ସ୍ଥାନ ନ ଥିବା ରୁ ଯାତ୍ରୀ ହନ୍ତସନ୍ତ ହେଉଥିବା ଦେଖି ଜିଲ୍ଲାପାଳ ଶୀଘ୍ର ଏକ ରହଣି ସ୍ଥାନ ତିଆରି ପାଇଁ ପୌର ନିର୍ବାହୀ ଅଧିକାରୀ ଙ୍କୁ ଆଦେଶ ଦେଇଥିଲେ। ବସ ଯାତ୍ରୀ ଏବେ ଯାଏ ଖରା ରୁ ରକ୍ଷା ପାଇ ଛନ୍ତି କେବଳ ସୁବର୍ଣ୍ଣପୁର ବସ ମାଲିକ ସଂଘ ର ସହଯୋଗ ରୁ ସାଲୁଟ ଦେବା ତାଙ୍କୁ l ପୁରୁଷ ଓ ମହିଳା ଶୌଚାଳୟ ତିଆରି ହୋଇ ସାରିଥିଲେ ମଧ୍ୟ ଜାଣି ଶୁଣି ବିଳମ୍ବ ଓ କାର୍ଯ୍ୟକ୍ଷମ କରି ନ ଥିବାରୁ ଶୀଘ୍ର ଲୋକଙ୍କ ବ୍ୟବହାର ରେ କିପରି ଆସିବ ସେ ନେଇ ପୌର ପରିଷଦ ଅଧିକାରୀ ଙ୍କୁ ଅବଗତ କରିଥିଲେ। ଥଣ୍ଡା ପାଣି ସୁବିଧା କିପରି ବ୍ୟବସ୍ଥା  ହୋଇପାରିବ ସେ ନେଇ ସୋନପୁର ଘରୋଇ ବସ ମାଲିକ ସଂଘ ସଭାପତି ଦୀପକ କୁମାର ମହାପାତ୍ର ଓ ସମ୍ପାଦକ ସୁଦର୍ଶନ ପଣ୍ଡା ଙ୍କ ସହ ସ୍ପଟ୍ ରେ  ଆଲୋଚନା କରିଥିଲେ। ପ୍ରଶାସନ ର ବିନା ଅନୁମତି ରେ ବସଷ୍ଟାଣ୍ଡ ରେ ଥିବା ଉଠା ଦୋକାନୀ କେବଳ ୫ ଫୁଟ ଜାଗା ରଖି ଯାତ୍ରୀ ଙ୍କ ସୁରକ୍ଷା ଦୃଷ୍ଟିରୁ ବାକି ଜାଗା ଶୀଘ୍ର ଖାଲି କରିବାକୁ  ଅଧିକାରୀ ଙ୍କୁ ନିର୍ଦ୍ଦେଶ ଦେଇଥିଲେ l ପୌର ପରିଷଦ ପକ୍ଷରୁ ଦିଆ ଯାଇଥିବା ଭଙ୍ଗା ଓ ଅଚଳ ପାଣି ଟେପ୍ କୁ ଦେଖି ଅଧିକାରି ଙ୍କୁ ଖୁଵ ଗାଳି  କରିଥିଲେ l ଓ ବିକାଶ କାର୍ଯ୍ଯ ରେ ସାଧାରଣ ଲୋକ ଙ୍କ ମୌଳିକ ସୁବିଧା ବା ଅଧିକାର ରେ ସେ ଯିଏ ବି ବ୍ୟାଘାତ ଦୃଷ୍ଟି କରିବ ସେ ଜିଲ୍ଲା ପ୍ରଶାସନ ର, ସରକାର ଙ୍କ  ଓ ଲୋକ ଙ୍କ ଶତ୍ରୁ ବୋଲି ଧରାଯିବ ବୋଲି କହିଥିଲେ ଜିଲ୍ଲାପାଳ  l ନୂଆ (ଅସ୍ଥାୟୀ )ଓ ପୁରୁଣା  ବସଷ୍ଟାଣ୍ଡ କୁ ଏ ଦୁଇ ମାସ ମଧ୍ୟରେ ଜିଲ୍ଲାପାଳ ୧୨/୧୫ ଥର ମାରାଥନ ଗସ୍ତ କରି କାର୍ଯ୍ଯ ତଦାରଖ କରିବା ପରେ ଆଜି ଏତେ ବାଟ ଯାଏ ପହଞ୍ଚିଛି l ଆଉ ଛଅ ମାସ ଯାଏ କାହିଁକି ନୂଆ ବସଷ୍ଟାଣ୍ଡ କାର୍ଯ୍ଯ ଆରଂଭ ର ବିଳମ୍ବ ହେଲା ତାହା ସହର ବାସୀ ଜିଲ୍ଲାବାସୀ ସମସ୍ତେ ଜାଣନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026

You Might Also Like