-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ହରିରାଜପୁର ମେଳଣ ପଡିଆରେ ରାଜ୍ୟସ୍ତରୀୟ କବିତା ଆସର

12-Mar-2026



ଡେଲାଙ୍ଗ(ଦିଲ୍ଲୀପ କୁମାର ଧାଉଡ଼ିଆ): ପଶ୍ଚିମାଶମ୍ଭୁ ଯୁବ ସଂଗଠନ ଓ ଓଡ଼ିଶା ସାହିତ୍ଯ ଏକାଡେମୀର ମିଳିତ ଆନୂକୁଲ୍ଯ ରେ ହରିରାଜପୁର ପଞ୍ଚୁଦୋଳ ମେଳଣ ପଡିଆ ର ପିତାପାଣିଆ ମଞ୍ଚ ରେ ରାଜ୍ୟସ୍ତରୀୟ କବିତା ଆସର  ଓ ସାହିତ୍ଯ ସଭା ଅନୁଷ୍ଠିତ ହୋଇଯାଇଛି।
ବିଶିଷ୍ଟ କବି ଭିକାରୀ ଧଳଙ୍କ ସଭାପତିତ୍ବ ରେ ସାହିତ୍ଯ ସଭା ଅନୁଷ୍ଠିତ ହୋଇଯାଇଛି।ମୁଖ୍ଯ ଅତିଥି ଭାବେ ଓଡିଶା ସାହିତ୍ଯ ଏକାଡେମୀ ପୁରସ୍କାରପ୍ରାପ୍ତ ଲେଖକ ଡ଼ ଅରବିନ୍ଦ ରାୟ,ସମ୍ମାନିତ ଅତିଥିଭାବେ ବଶିଷ୍ଟ ଲେଖକ ଅଜୟ ମହାପାତ୍ର, ଓଡ଼ିଶା ସାହିତ୍ଯ ଏକାଡେମୀର ସହ ସଚିବ ସଂଜୟ କୁମାର ଛୁଆଳସିଂହ,ବଷିଷ୍ଟ ସ୍ତମ୍ବକାର ଅର୍ଜୁନ ଘଡାଇ ,ପ୍ରାବନ୍ଧିକ ରଘୁନାଥ ଜେନା,ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଜବାହରଲାଲ ସୁବୁଦ୍ଧି,ପଶ୍ଚିମାଶମ୍ଭୁ ଯୁବ ସଂଗଠନ ର ସଂପାଦକ ବାସୁଦେବ ସାହୁ ଯୋଗଦେଇ ସମବେତ ସାହିତ୍ଯିକ ମାନଙ୍କୁ କଥା ମାଧ୍ୟମରେ ଉପାଦେୟ ବାର୍ତ୍ତା ପ୍ରଦାନ କରିଥିଲେ।ମୁଖ୍ଯଅତିଥି କହିଥିଲେ ଯେ କୌଣସି ଲେଖା ଲେଖିବା ପୂର୍ବ ରୁ ଏକାଧିକ ବହିପଢିବା ଦରକାର।ସର୍ବପ୍ରଥମେ ବାର୍ଷିକ ମୁଖପତ୍ର "ପଞ୍ଚୁଦୋଳ ପ୍ରସଙ୍ଗ " ଉନ୍ମୋଚିତ ହୋଇଥିଲା।ଅବସରପ୍ରାପ୍ତ ପ୍ରଧାନଶିକ୍ଷୟତ୍ରୀ ବୀଣାପାଣି ସେନାପତି ,ପ୍ରଧାନଶିକ୍ଷୟିତ୍ରୀ ଶୁଭସ୍ମିତା ପାଟ୍ଟଯୋଶୀ,
ସମାଜସେବୀ ଇ-ଦେବାଶିଷ ପାତ୍ର, ବିଭୂତିଭୂଷଣ ସ୍ବାଇଁ,କରୁଣାକର ପ୍ରଧାନ ଙ୍କୁ ସଂଗଠନ ତରଫରୁ ମାନପତ୍ର ଦେଇ ସମ୍ମାନୀତ କରାଯାଇଥିଲା।ରାଜ୍ଯର ବିଭିନ୍ନ ଅଞ୍ଚଳରୁ ଶତାଧିକ କବି ଲେଖକ ସ୍ବରଚିତ କବିତାମାନ ପାଠ କରିଥିଲେ।ପ୍ରତ୍ୟେକ ଙ୍କୁ ପ୍ରମାଣପତ୍ର ପ୍ରଦାନକରାଯାଇଥିଲା।କବିତା ଆସରକୁ ସଂଯୋଜନା କରିଥିଲେ କବି ବିପିନ୍ ବେହେରା ଓ ଡ ରଜନୀ ରଣସିଂହ।  ମେଳଣ ପରିଚାଳନା କମିଟିର ସଦସ୍ଯ ବିଜୟ ଜେନା ଓ ମାନସ ମଙ୍ଗରାଜ ଙ୍କୁ ସମ୍ମାନିତ କରାଯାଇଥିଲା।ସଭା ପରିଚାଳନାରେ ସହଯୋଗ କରିଥିଲେ ଶିକ୍ଷୟିତ୍ରୀ ବିଚିତ୍ରା ବେହେରା , ନିଶ୍ବସ୍ମିତା ପ୍ରିୟଦର୍ଶିନୀ ଓ ସନ୍ତୋଷ ମହାପାତ୍ର ସଭା
 ସଂଯୋଜନା ଓ ଧନ୍ୟବାଦ ଅର୍ପଣ କରିଥିଲେ ନରେନ୍ଦ୍ର କୁମାର ମୁଦୁଲି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like