-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||     

HOME   ଜିଲ୍ଲା

ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ସାଂସ୍କୃତିକ ସଂଗଠନ ଓ ନାଟ୍ୟ ପରିଷଦ ତରଫରୁ ବାର୍ଷିକ ଉତ୍ସବ ଅନୁଷ୍ଠିତ

12-Mar-2026



ବଲାଙ୍ଗିର(ପ୍ରେରଣା ଖବର): ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସାଂସ୍କୃତିକ ସଂଗଠନ ଓ ନାଟ୍ୟ ପରିଷଦ ତରଫରୁ ଆୟୋଜିତ ବାର୍ଷିକ ଉତ୍ସବ ବିଶ୍ୱ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇ ଯାଇଅଛି।ଏହି ଉତ୍ସବରେ ବିଶ୍ବବିଦ୍ୟାଳୟର କୁଳପତି ଡ.ପ୍ରଦୀପ୍ତ କୁମାର ବେହେରା ମୁଖ୍ୟ ଅତିଥି, ଚିତ୍ରଶିଳ୍ପୀ ପଦ୍ମଶ୍ରୀ କୈଳାଶ ଚନ୍ଦ୍ର ମେହେର ମୁଖ୍ୟ ବକ୍ତା,କୁଳ ସଚିବ ହରପ୍ରସାଦ ଭୋଇ,ମାନବ ସମ୍ବଳ ଆୟୋଗର ନିର୍ଦ୍ଦେଶକ ଡକ୍ଟର ରାଜ କିଶୋର ପାତ୍ର, ପରୀକ୍ଷା ନିୟନ୍ତ୍ରକ ଡକ୍ଟର ଶ୍ୟାମ ଭୋଇ ଓ ସାଂସ୍କୃତିକ ପରିଷଦର ଉପସଭାପତି ଡକ୍ଟର ସୁଶାନ୍ତ କୁମାର ପଣ୍ଡା ଯୋଗଦାନ କରିଥିଲେ।
 ସଭାକାର୍ଯ୍ୟ ପ୍ରାରମ୍ଭରେ ପରିଷଦର ଉପସଭାପତି ଡକ୍ଟର ପଣ୍ଡା ଅତିଥି ପରିଚୟ ତଥା ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ବିଶ୍ୱବିଦ୍ୟାଲୟର ଗବେଷକ ଛାତ୍ର ସୋମ ଓ ଯୁକ୍ତ ତିନି ସ୍ନାତକ ଛାତ୍ରୀ ପ୍ରତିଶ୍ରୁତି ମଞ୍ଚପରିଚାଳନା କରିଥିଲେ I
 ମୁଖ୍ୟ ଅତିଥି ପ୍ରଫେସର ପ୍ରଦୀପ୍ତ କୁମାର ବେହେରା ତାଙ୍କ ଅଭିଭାଷଣରେ ଛାତ୍ରଛାତ୍ରୀ ମାନେ କିପରି ତାଙ୍କର କଳା ଓ ସଂସ୍କୃତିକୁ ସମୃଦ୍ଧ କରିବେ ସେ ସମ୍ପର୍କରେ ମତ ପ୍ରଦାନ କରିଥିଲେ।
ମାନବ ସମ୍ବଳ ଆୟୋଗର ନିର୍ଦ୍ଦେଶକ ତଥା ଭାରପ୍ରାପ୍ତ ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ଡକ୍ଟର ପାତ୍ର ଶିକ୍ଷା ଶ୍ରେଣୀ ପ୍ରକୋଷ୍ଠରେ କେବଳ ଆବଦ୍ଧ ନୁହେଁ,ବିଭିନ୍ନ ସାଂସ୍କୃତିକ ପ୍ରତିଯୋଗିତା ଓ ସାହିତ୍ୟିକ କାର୍ଯ୍ୟକ୍ରମ ମାଧ୍ୟମରେ ଜ୍ଞାନର ପରିସରକୁ ବ୍ୟାପକ କରାଯିବା ସମ୍ପର୍କରେ ଛାତ୍ରଛାତ୍ରୀ ମାନଙ୍କୁ ପ୍ରେରଣା ଦେଇଥିଲେ।
ବିଶ୍ୱବିଦ୍ୟାଳୟର କୁଳ ସଚିବ ହରପ୍ରସାଦ ଭୋଇ ଚରିତ୍ର ଗଠନ ଶିକ୍ଷାର ଅବିଚ୍ଛେଦ୍ୟ ଅଙ୍ଗ ହୋଇଥିବାରୁ ଛାତ୍ରଛାତ୍ରୀ ମାନଙ୍କୁ ସୁଚରିତ୍ର ଗଠନ କରାଯିବା ସମ୍ପର୍କରେ ଆଲୋକପାତ କରିଥିଲେ।
ବିଶ୍ୱବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ ଡକ୍ଟର ଶ୍ୟାମ ଭୋଇ ଶିକ୍ଷାର୍ଥୀମାନଙ୍କୁ ପରିଶ୍ରମ କାତର ନ ହୋଇ ପରିଶ୍ରମୀ ହେବାକୁ ଉଦବୋଧନ ଦେଇଥିଲେ।ଛାତ୍ରଛାତ୍ରୀ ମାନେ ନିଜକୁ ଆତ୍ମସମୀକ୍ଷା କରିବା ପାଇଁ ସେ ଅଭିପ୍ରେରଣା ପ୍ରଦାନ କରିଥିଲେ।
ମୁଖ୍ୟ ବକ୍ତା ଚିତ୍ରଶିଳ୍ପୀ ପଦ୍ମଶ୍ରୀ କୈଳାଶ ଚନ୍ଦ୍ର ମେହେର ନିଜ ବକ୍ତବ୍ୟରେ ସଂଘର୍ଷ ହିଁ ଜୀବନର ମୂଳମନ୍ତ୍ର ଏବଂ କଠିନ ପରିଶ୍ରମ ଦ୍ୱାରା ସଫଳତା ଅର୍ଜନ କରାଯାଇପାରେ ସେ ସମ୍ପର୍କରେ ଶିକ୍ଷାର୍ଥୀ ମାନଙ୍କୁ ଦିଗଦର୍ଶନ ଦେଇଥିଲେ।
ଅତିଥିମାନଙ୍କ ସମ୍ଭାଷଣ ପରେ କଳା ଓ ସାଂସ୍କୃତିକ ପରିଷଦର ଆନୁକୁଲ୍ୟରେ ଅନୁଷ୍ଠିତ ହୋଇଥିବା ସାଂସ୍କୃତିକ ତଥା ସାହିତ୍ୟିକ ପ୍ରତିଯୋଗିତା ଗୁଡ଼ିକରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା।
ଏହି ଅବସରରେ ବିଶ୍ୱବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗର ସ୍ନାତକୋତ୍ତର ଛାତ୍ର ବ୍ୟୋମକେଶ ଦତ୍ତ ତ୍ରିପାଠୀ ବିଭିନ୍ନ ସାହିତ୍ୟିକ ପ୍ରତିଯୋଗିତା ଗୁଡ଼ିକରେ ସର୍ବଶ୍ରେଷ୍ଠ ପୁରସ୍କାର ହାସଲ କରିଥିଲେ।
ସଭା ଶେଷରେ ନାଟ୍ୟ ଓ ସାଂସ୍କୃତିକ ପରିଷଦର ସଦସ୍ୟ ତଥା ରସାୟନ ବିଜ୍ଞାନ ବିଭାଗର ପ୍ରାଧ୍ୟାପକ ଡକ୍ଟର ଗଜେନ୍ଦ୍ର କୁମାର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।
ଏହା ପରେ ଅନୁଷ୍ଠାନର ଛାତ୍ରଛାତ୍ରୀଙ୍କ ଦ୍ବାରା ସଙ୍ଗୀତ,ନୃତ୍ୟ ଏବଂ ଅନ୍ୟାନ୍ୟ କଳାକୃତି କାର୍ଯ୍ୟକ୍ରମ ବେଶ ସୁନ୍ଦର ଭାବେ ପରିବେଷଣ କରାଯାଇଥିଲା।
ଏହି କାର୍ଯ୍ୟକ୍ରମରେ ବିଶ୍ୱବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା, ପ୍ରାଧ୍ୟାପକ ପ୍ରାଧ୍ୟାପିକା, କର୍ମଚାରୀବୃନ୍ଦ, ଛାତ୍ରଛାତ୍ରୀ, ଏନ.ଏସ୍.ଏସ୍ ସମୂହର ସଦସ୍ୟ ଏବଂ ଏନ.ସି.ସି କ୍ୟାଡେଟ ସଦସ୍ୟ ମାନେ ସକ୍ରିୟ ଅଂଶ ଗ୍ରହଣ କରି ସଭାକୁ ସାଫଲ୍ୟ ମଣ୍ଡିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026

You Might Also Like