-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||     

HOME   ଜିଲ୍ଲା

ସରକାରଙ୍କ ଅଜବ ନୀତି:ଏଚ୍ ଆର ଏମ୍ ଏସ ସର୍ଭର ବନ୍ଦ,ତଥାପି ବିଲ୍ ଦାଖଲ ପାଇଁ ଡେଡ୍ ଲାଇନ୍

12-Mar-2026



ବଲାଙ୍ଗିର-ଦୁଇ ବିଭାଗର ଭିନ୍ନ ନିର୍ଦ୍ଦେଶ ନେଇ ପ୍ରଶାସନିକ ମହଳରେ ଚର୍ଚ୍ଚା।
ଓଡ଼ିଶା ସରକାରଙ୍କ ଦୁଇଟି ସରକାରୀ ପତ୍ରକୁ ନେଇ ବିଭିନ୍ନ ବିଭାଗରେ ଅସମଞ୍ଜସ ସୃଷ୍ଟି ହୋଇଛି।
Centre for Modernizing Government Initiative (CMGI) ପକ୍ଷରୁ ଜାରି ସୂଚନା ଅନୁସାରେ HRMS Odisha ସର୍ଭରର maintenance କାମ ପାଇଁ ୧୪ ମାର୍ଚ୍ଚ ୨୦୨୬ ସକାଳ ୯ଟାରୁ ୧୬ମାର୍ଚ୍ଚ ୨୦୨୬ରାତି ୯ଟା ପର୍ଯ୍ୟନ୍ତ ସର୍ଭର ବନ୍ଦ ରହିବ।ଏହି ସମୟରେ HRMS ମାଧ୍ୟମରେ କୌଣସି online କାମ କରିହେବ ନାହିଁ ବୋଲି ସୂଚନା ଦିଆଯାଇଛି।
କିନ୍ତୁ ଅନ୍ୟପଟେ ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗ ପକ୍ଷରୁ ଜାରି ହୋଇଥିବା ଅନ୍ୟ ଏକ ପତ୍ରରେ ୨୦୨୫-୨୬ ଆର୍ଥିକ ବର୍ଷ ସମ୍ପର୍କିତ କିଛି ବିଲ୍ ଦାଖଲ ପାଇଁ ୧୬ମାର୍ଚ୍ଚକୁ ଶେଷ ତାରିଖ ଭାବେ ଧାର୍ଯ୍ୟ କରାଯାଇଛି।
ସର୍ଭର ବନ୍ଦ ଥିବା ସମୟରେ ବିଲ୍ ଦାଖଲ କରିବା ସମ୍ଭବ ନ ଥିବାରୁ ବିଭିନ୍ନ ବିଭାଗର କର୍ମଚାରୀ ଓ ଅଧିକାରୀମାନେ ଅସୁବିଧାର ସମ୍ମୁଖୀନ ହେବେ ବୋଲି ମତ ପ୍ରକାଶ ପାଇଛି।
ଏହି ଦୁଇଟି ନିର୍ଦ୍ଦେଶକୁ ନେଇ ସରକାରୀ ବିଭାଗ ମାନଙ୍କ ମଧ୍ୟରେ ସମନ୍ୱୟ ଅଭାବ ଥିବ କି ନାହିଁ ବୋଲି ପ୍ରଶ୍ନ ଉଠୁଛି।ପ୍ରଶାସନିକ ମହଳରେ ଏହାକୁ ନେଇ ଚର୍ଚ୍ଚା ଚାଲିଛି ଓ ସ୍ପଷ୍ଟ ନିର୍ଦ୍ଦେଶ ପାଇଁ ଅନେକେ ଅପେକ୍ଷା କରିଛନ୍ତି।ଓଡ଼ିଶା ସରକାର ଙ୍କ ଏ ପ୍ରକାର ଅଜବ ନୀତି ସାଧାରଣରେ ଅସନ୍ତୋଷ ସୃଷ୍ଟି କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026

You Might Also Like