-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||     

HOME   ଜିଲ୍ଲା

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ପାର୍କିଂ ଜୋନ ଓ ସ୍ପୀଡ ବ୍ରେକର ଦାବି - ଜିଲ୍ଲା ଛାତ୍ର କଂଗ୍ରେସ ର ପ୍ରସ୍ତାବ

12-Mar-2026



ବଲାଙ୍ଗିର ଜିଲ୍ଲା ଛାତ୍ର କଂଗ୍ରେସ (ଏନ୍‌ଏସ୍‌ୟୁଆଇ) ସଭାପତି ଚିନ୍ମୟ ବେହେରାଙ୍କ ନେତୃତ୍ୱରେ ଛାତ୍ର କଂଗ୍ରେସ ତରଫରୁ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର କୁଳପତି ଓ କୁଳସଚିବ ଙ୍କୁ ଆଜି ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଛାତ୍ର ଛାତ୍ରୀମାନଙ୍କ ସୁବିଧା ଓ ସୁରକ୍ଷା କୁ ଦୃଷ୍ଟିରେ ରଖି ଜିଲ୍ଲା ଛାତ୍ର କଂଗରେସ ପକ୍ଷରୁ ନୂତନ ଏକାଡେମିକ ବିଲଡିଂ ସମ୍ମୁଖରେ ଏକ ସୁବ୍ୟବସ୍ଥିତ ପାର୍କିଂ ଜୋନ ସୃଷ୍ଟି କରିବା ସହିତ ବିଶ୍ୱ ବିଦ୍ୟାଳୟ ରାସ୍ତାରେ ସ୍ପୀଡ ବ୍ରେକର ଓ ସ୍ପୀଡ ସିଗନାଲ ସ୍ଥାପନ କରିବାକୁ ଦାବି କରାଯାଇଛି । ଛାତ୍ର କଂଗ୍ରେସ ସଭାପତି ଚିନ୍ମୟ

ବେହେରାଙ୍କ କହିବା ଅନୁଯାୟୀ, ବିଶ୍ୱ ବିଦ୍ୟାଳୟ ମାର୍ଗରେ ଯାନବାହନ ର ଗତି ଅଧିକ ଥିବାରୁ ଛାତ୍ର ଛାତ୍ରୀମାନେ ଅନେକ ସମୟରେ ଅସୁରକ୍ଷିତ ଅନୁଭବ କରୁଛନ୍ତି । ଏହା ସହିତ ନୂତନ ଏକାଡେମିକ ବିଲଡିଂ ପାଖରେ ପାର୍କିଂ ବ୍ୟବସ୍ଥା ନ ଥିବାରୁ ଛାତ୍ର ଛାତ୍ରୀମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହା ପରେ କୁଳପତି ଓ କୁଳ ସଚିବ ମହୋଦୟ ଛାତ୍ର ପ୍ରତିନିଧିମାନଙ୍କୁ ଆଶ୍ୱାସନା ଦେଇ କହିଥିଲେ ଯେ, ଯଥା ଶିଘ୍ର ଏହି ସମସ୍ତ ଦାବି ଗୁଡିକ ପୁରଣ କରାଯିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026

You Might Also Like