-+91-9937148622 |

prerana_bgr@rediffmail.com |

  Friday 13th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ   (13-Mar-2026)       ||      ଆଦିବାସୀ ଓ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ୬୬୪୯ କୋଟିରୁ ଉର୍ଦ୍ଧ୍ବ ବଜେଟ୍   (13-Mar-2026)       ||      ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା କ୍ୟାମ୍ପ ଅନୁଷ୍ଠିତ   (13-Mar-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ପାର୍କିଂ ଜୋନ ଓ ସ୍ପୀଡ ବ୍ରେକର ଦାବି - ଜିଲ୍ଲା ଛାତ୍ର କଂଗ୍ରେସ ର ପ୍ରସ୍ତାବ   (12-Mar-2026)       ||      ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସମସ୍ୟା ନେଇ କଳିକେଶଙ୍କ ବିଧାନସଭାରେ ପ୍ରଶ୍ନ♦️ ବଲାଙ୍ଗୀର ଜିଲ୍ଲାରେ ଖଣିଭିତ୍ତକ ଶିଲ୍ପସ୍ଥାପନର ପ୍ରସ୍ତାବ ନାହିଁ - ଖଣିମନ୍ତ୍ରୀ   (12-Mar-2026)       ||      *ନିଆରା ବିବାହ ବାର୍ଷିକୀ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ*-   (12-Mar-2026)       ||      ସରକାରଙ୍କ ଅଜବ ନୀତି:ଏଚ୍ ଆର ଏମ୍ ଏସ ସର୍ଭର ବନ୍ଦ,ତଥାପି ବିଲ୍ ଦାଖଲ ପାଇଁ ଡେଡ୍ ଲାଇନ୍   (12-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   (12-Mar-2026)       ||      ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ସାଂସ୍କୃତିକ ସଂଗଠନ ଓ ନାଟ୍ୟ ପରିଷଦ ତରଫରୁ ବାର୍ଷିକ ଉତ୍ସବ ଅନୁଷ୍ଠିତ    (12-Mar-2026)       ||      ହରିରାଜପୁର ମେଳଣ ପଡିଆରେ ରାଜ୍ୟସ୍ତରୀୟ କବିତା ଆସର    (12-Mar-2026)       ||      ଡୁମେରପିଟା ସ୍କୁଲ ରେ ଛାତ୍ରଙ୍କୁ ମାଡ଼ ଘଟଣା,ଥାନା କୁ କଥା ଗଲା ପରେ ମଧ୍ୟ ସମ୍ପୃକ୍ତ ଶିକ୍ଷକ ଙ୍କୁ ସୁରକ୍ଷା ଦେଉଛି କିଏ ?   (12-Mar-2026)       ||      ବାପୁଜୀ ପବ୍ଲିକ ସ୍କୁଲର ୧୪ ତମ ବାର୍ଷିକ ଉତ୍ସବ ପାଳିତ   (12-Mar-2026)       ||      *ଗ୍ରାମ ପଞ୍ଚାୟତ ବିକାଶ ଯୋଜନା ଉପରେ ତାଲିମ ଶିବିର*   (12-Mar-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||     

HOME   ଜିଲ୍ଲା

ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ

13-Mar-2026



ସୁନ୍ଦରଗଡ଼(ଟୋନିସ ରୋହିଦାସ) ଲାଞ୍ଚ ନେଉଥିବା ବେଳେ ବଡ଼ଗାଁ ଥାନାର ଏଏସଆଇ ଅରୁପାନନ୍ଦ ଦାସ ଧରାପଡ଼ିଛନ୍ତି।
ସୂଚନା ଅନୁଯାୟୀ, ଆଜି ସଂଧ୍ୟା ପ୍ରାୟ ୬ଟା ୩୦ ମିନିଟ୍ ସମୟରେ ରାଉରକେଲା ଭିଜିଲାନ୍ସ ବିଭାଗ ଏହି ଚଢ଼ାଉ କରିଥିଲା। ବଡ଼ଗାଁର ରଞ୍ଜନ ଦାସ ଓରଫ ମୁନୁ କଲେଜ ଅଣ୍ଡରପାସ ନିକଟରେ ଏକ ଦୋକାନ ଖୋଲିଥିଲେ। ସେଠାରେ ମଦ ବ୍ୟବସାୟ କରିବାକୁ ଦେବା ପାଇଁ ଏଏସଆଇ ଅରୁପାନନ୍ଦ ଦାସ ପ୍ରତିମାସ ୨୫ ହଜାର ଟଙ୍କା ଲାଞ୍ଚ ଦାବି କରିଥିବା ଅଭିଯୋଗ ହୋଇଥିଲା।
ଏନେଇ ରଞ୍ଜନ ଦାସ ରାଉରକେଲା ଭିଜିଲାନ୍ସ ବିଭାଗରେ ଅଭିଯୋଗ କରିଥିଲେ। ଯୋଜନା ଅନୁଯାୟୀ ଆଜି ସଂଧ୍ୟାରେ ବଡ଼ଗାଁ ଥାନା ସମ୍ମୁଖରେ ଥିବା ବିହାରୀ ଚା ଦୋକାନରେ ରଞ୍ଜନ ଦାସ ୨୫ ହଜାର ଟଙ୍କା ଦେଉଥିବା ବେଳେ ଭିଜିଲାନ୍ସ ଟିମ୍ ମାଡ଼ି ବସି ଏଏସଆଇଙ୍କୁ ଟଙ୍କା ସହିତ ଧରିଥିଲା।
ଏହି ଚଢ଼ାଉରେ ରାଉରକେଲା ଭିଜିଲାନ୍ସ ଡିଏସପି ରଶ୍ମୀତା ଲାକ୍ରାଙ୍କ ନେତୃତ୍ୱରେ ଇନ୍ସପେକ୍ଟର ଶିବ ନାରାୟଣ ଭଦ୍ର, ଲକ୍ଷ୍ମୀକାନ୍ତ ପ୍ରଧାନ, ମାନସ ରଞ୍ଜନ ଭୋଇ ଓ ସୁନିତା ଓରାମ ସହ ଅନ୍ୟାନ୍ୟ ଅଧିକାରୀମାନେ ଏହି ଅଭିଯାନରେ ସମ୍ମିଳିତ ଥିଲେ।
ଅଭିଯୋଗକାରୀ ରଞ୍ଜନ ଦାସ କହିଛନ୍ତି ଯେ ଏଏସଆଇ ଅରୁପାନନ୍ଦ ଦାସ ବାରମ୍ବାର ଟଙ୍କା ମାଗିବା ସହ ତାଙ୍କୁ ମାନସିକ ଭାବେ ନିର୍ଯ୍ୟାତନା ଦେଉଥିଲେ। ଏହି କାରଣରୁ ସେ ଭିଜିଲାନ୍ସ ବିଭାଗର ସହାୟତା ନେଇଥିବା କଥା କହିଛନ୍ତି।
ଅନ୍ୟପଟେ କୁଆଁଟ ଅଞ୍ଚଳରେ ପୋଲିସ ଚଢ଼ାଉ କରି ୧ ଲକ୍ଷ ୫୭ ହଜାର ଟଙ୍କା ନଗଦ, ୫ ହଜାର ଆମେରିକୀୟ ଡଲାର ସହ ୧୫ଟି ଦେଶୀ ମଦ ବୋତଲ ଜବତ କରିଥିବା ସୂଚନା ମିଳିଛି।
ଏହି ଘଟଣା ପରେ ବଡ଼ଗାଁ ଅଞ୍ଚଳରେ ଚର୍ଚ୍ଚା ବଢ଼ିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ   13-Mar-2026
  ରାଜ୍ୟ  
ଆଦିବାସୀ ଓ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ୬୬୪୯ କୋଟିରୁ ଉର୍ଦ୍ଧ୍ବ ବଜେଟ୍   13-Mar-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା କ୍ୟାମ୍ପ ଅନୁଷ୍ଠିତ   13-Mar-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ପାର୍କିଂ ଜୋନ ଓ ସ୍ପୀଡ ବ୍ରେକର ଦାବି - ଜିଲ୍ଲା ଛାତ୍ର କଂଗ୍ରେସ ର ପ୍ରସ୍ତାବ   12-Mar-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସମସ୍ୟା ନେଇ କଳିକେଶଙ୍କ ବିଧାନସଭାରେ ପ୍ରଶ୍ନ♦️ ବଲାଙ୍ଗୀର ଜିଲ୍ଲାରେ ଖଣିଭିତ୍ତକ ଶିଲ୍ପସ୍ଥାପନର ପ୍ରସ୍ତାବ ନାହିଁ - ଖଣିମନ୍ତ୍ରୀ   12-Mar-2026
  ଜିଲ୍ଲା  
*ନିଆରା ବିବାହ ବାର୍ଷିକୀ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ*-   12-Mar-2026
  ଜିଲ୍ଲା  
ସରକାରଙ୍କ ଅଜବ ନୀତି:ଏଚ୍ ଆର ଏମ୍ ଏସ ସର୍ଭର ବନ୍ଦ,ତଥାପି ବିଲ୍ ଦାଖଲ ପାଇଁ ଡେଡ୍ ଲାଇନ୍   12-Mar-2026
  ଜିଲ୍ଲା  
ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   12-Mar-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ସାଂସ୍କୃତିକ ସଂଗଠନ ଓ ନାଟ୍ୟ ପରିଷଦ ତରଫରୁ ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Mar-2026
  ଜିଲ୍ଲା  
ହରିରାଜପୁର ମେଳଣ ପଡିଆରେ ରାଜ୍ୟସ୍ତରୀୟ କବିତା ଆସର   12-Mar-2026
  ଜିଲ୍ଲା  
ଡୁମେରପିଟା ସ୍କୁଲ ରେ ଛାତ୍ରଙ୍କୁ ମାଡ଼ ଘଟଣା,ଥାନା କୁ କଥା ଗଲା ପରେ ମଧ୍ୟ ସମ୍ପୃକ୍ତ ଶିକ୍ଷକ ଙ୍କୁ ସୁରକ୍ଷା ଦେଉଛି କିଏ ?   12-Mar-2026
  ଜିଲ୍ଲା  
ବାପୁଜୀ ପବ୍ଲିକ ସ୍କୁଲର ୧୪ ତମ ବାର୍ଷିକ ଉତ୍ସବ ପାଳିତ   12-Mar-2026

You Might Also Like