-+91-9937148622 |

prerana_bgr@rediffmail.com |

  Saturday 8th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||     

HOME   ଜିଲ୍ଲା

ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି

13-Mar-2026



ନୂଆଦିଲ୍ଲୀ(ପ୍ରେରଣା ଖବର): ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି  ରାଜ୍ୟସଭା ରେ  ଓଡ଼ିଶାର ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥା(ଏମ୍ସ) ପ୍ରତିଷ୍ଠା ପାଇଁ  ଦୃଢ଼ ଦାବି କରିଛନ୍ତି।
ସାଂସଦ ଶ୍ରୀ ବିଶି ଦାବୀ କରି କହିଛନ୍ତି ଯେ ଓଡ଼ିଶାର  ଭୌଗୋଳିକ ଅଞ୍ଚଳ ଓ ଜନସଂଖ୍ୟା ଆଧାର ଅନୁସାରେ ସମସ୍ତ ଅଞ୍ଚଳରେ ଉତ୍ତମ ସ୍ୱାସ୍ଥ୍ୟ ସୁବିଧା ଆବଶ୍ୟକ। ବର୍ତ୍ତମାନ ଓଡିଶା ରାଜ୍ୟର ଭୁବନେଶ୍ୱରରେ ଏକ ଏମ୍ସ ହସ୍ପିଟାଲ ରହିଛି, ଯାହା ରାଜ୍ୟରେ ସ୍ୱାସ୍ଥ୍ୟ ସେବାର ମାନକୁ ଉନ୍ନତ କରିଛି।
କିନ୍ତୁ ପଶ୍ଚିମ ଓଡ଼ିଶାର ସମ୍ବଲପୁର, ଆଦିବାସୀ  ବହୁଳ ଅଞ୍ଚଳ କୋରାପୁଟ ଓ ଉତ୍ତର ଉପକୂଳ ଅଞ୍ଚଳ ବାଲେଶ୍ୱରରେ ଏପର୍ଯ୍ୟନ୍ତ  ଏଭଳିଆ ଉନ୍ନତ  ଧରଣର ଚିକିତ୍ସା ସଂସ୍ଥା ନାହିଁ।
 ସାଂସଦ ନିରଞ୍ଜନ ବିଶି କହିଥିଲେ ଯେ ଏହି ଏମ୍ସ ହସ୍ପିଟାଲ ଗୁଡ଼ିକ ମାତ୍ର ସାଟେଲାଇଟ ସେଣ୍ଟର ନୁହେଁ, ବରଂ ଏମ୍ସ ଭୁବନେଶ୍ୱର ପରି ସମସ୍ତ ସୁବିଧା, ଆବଶ୍ୟକୀୟ  ପରୀକ୍ଷା ନିରୀକ୍ଷା ଉପକରଣ  ହସ୍ପିଟାଲ ଭାବେ ସ୍ଥାପିତ ହେବା ଉଚିତ।
 ସାଂସଦ ଶ୍ରୀ ବିଶି କହିଛନ୍ତି ଯେ  ସମ୍ବଲପୁର, କୋରାପୁଟ, ବାଲେଶ୍ୱର ରେ ଏମ୍ସ ପ୍ରତିଷ୍ଠା  ହେଲେ ଲୋକମାନେ ଉତ୍ତମ ମାନର ଚିକିତ୍ସା ସେବା ପାଇବେ ଓ ଏହି ଅଞ୍ଚଳରେ ଚିକିତ୍ସା, ଶିକ୍ଷା ଓ ଗବେଷଣାକୁ ମଧ୍ୟ ବିକଶିତ କରିପାରିବ।
ତେଣୁ  ସ୍ୱାସ୍ଥ୍ୟ କ୍ଷେତ୍ରରେ ଅବହେଳିତ  ଅଞ୍ଚଳ ରେ  ଏମ୍ସ ସଂସ୍ଥାଗୁଡ଼ିକ ଶୀଘ୍ର ସ୍ଥାପନ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026

You Might Also Like