-+91-9937148622 |

prerana_bgr@rediffmail.com |

  Saturday 8th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||     

HOME   ଜିଲ୍ଲା

ରନ୍ଧନ ଗ୍ୟାସ୍ ର ଉପଲବଧତା ନେଇ ଆଭାସୀ ବୈଠକ ♦️ଆପାତକାଳୀନ ପରିସ୍ଥିତି ନିମନ୍ତେ ଅଗ୍ରାଧିକାର ଭିତ୍ତିରେ ମିଳିବ ଗ୍ୟାସ ଓ ଟି ପି ମାଧ୍ୟମରେ ଗ୍ୟାସ ବୁକିଙ୍ଗ ଓ ଡେଲିଭରୀ ଉପରେ ଗୁରୁତ୍ୱ

13-Mar-2026



ଗ୍ରାମାଞ୍ଚଳରେ  ବିତରଣ ଅବଧି ଦିନ ୪୫ ଦିନକୁ ବୃଦ୍ଧି 

ଭୁବନେଶ୍ୱର(ପ୍ରେରଣା ଖବର): ଦେଶରେ ରନ୍ଧନ ଗ୍ୟାସ୍ (ଏଲ ପି ଜି)  ର ଉପଲବ୍ଧତା  ଓ ସୁରୁଖୁରୁରେ ବିତରଣ ନିମନ୍ତେ ଆଜି ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର  ସଚିବ  , ଉପଭୋକ୍ତା ବ୍ୟାପାର ବିଭାଗର ସଚିବ ଙ୍କ ଅଧ୍ୟକ୍ଷତାରେ   ସବୁ ରାଜ୍ୟର ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ମାନଙ୍କ ମଧ୍ୟରେ ଆଭାସୀ ବୈଠକ ଅନୁଷ୍ଠିତ ହୋଇଯାଇଛି।  ପୂର୍ତ୍ତ ଵିଭାଗ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ଆଭାସୀ ବୈଠକରେ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ

ବିଭାଗର ପ୍ରମୁଖ ସଚିବ ଶ୍ରୀ ସଂଜୟ କୁମାର ସିଂ ଓ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତଥିଲେ। ଏହି ବୈଠକରେ ଦେଶରେ ରନ୍ଧନ ଗ୍ୟାସ୍ ର ସଠିକ୍ ବିତରଣ ଓ ସ୍ୱଚ୍ଛତାର ସହ କରିବାକୁ 

ଗୁରୁତ୍ୱ ଦିଆଯାଇଛି ।  କଳାବଜାରୀ ରୋକିବାକୁ ଓ ଟି ପି  ମାଧ୍ୟମରେ ଵୁକିଂ ଓ ଡେଲିଭରୀ ଉପରେ ଗୁରୁତ୍ବ ଦିଆଯିବାକୁ କଡ଼ାକଡ଼ି  ନିର୍ଦ୍ଦେଶ ରହିଛି । ଆପାତକାଳୀନ ପରିସ୍ଥିତିରେ  କମର୍ସିଆଲ ଗ୍ୟାସ ପୂର୍ବରୁ ଯେତିକି  ବ୍ୟବହାର କରୁଥିଲେ ତାର  ୨୦%   ବର୍ତ୍ତମାନ ପ୍ରଦାନ କରାଯିବ ।  ଅତ୍ୟଧିକ  ବୁକିଂ  ଯୋଗୁ ସର୍ଭର ଗତି ଧୀର ହେଇଯାଇଛି ଏଥିରେ ବାଧା ନ ହେବା  ନିମନ୍ତେ ସର୍ଭର ସ୍ପିଡ୍ ବଢେଇବା   କାର୍ଯ୍ୟ ଚାଲୁଅଛି। ଗ୍ରାମାଞ୍ଚଳ ରେ ଡେଲିଭରୀ ଅବଧି  ୪୫ ଦିନକୁ ବୃଦ୍ଧି କରା ଯାଇଛି।   ଗ୍ୟାସ୍ ବିତରଣ ପ୍ରକିୟା କୁ ନେଇ ସବୁ ରାଜ୍ୟ ଓ ଜିଲ୍ଲା ସ୍ତରରେ ଦୃଢ଼ ପଦକ୍ଷେପ ନିଆଯାଉଛି । ଏଲ ପି  ଜି ଗ୍ୟାସର ଅବୈଧ ଗଚ୍ଛିତ ଓ ସଂଗ୍ରହ ଉପରେ ପ୍ରତ୍ୟେକ ଜିଲ୍ଲା ସ୍ତରରେ ଏନଫୋର୍ସମେଣ୍ଟ  ସ୍କ୍ୱାଡ ନିୟୋଜିତ ରହି କଳାବଜାରୀ ମାନଙ୍କ ଉପରେ   ତୀକ୍ଷ୍ଣ ନଜର ରଖିଛନ୍ତି  ।‌ରନ୍ଧନଗ୍ୟାସ୍ କୁ ନେଇ ବିବ୍ରତ ନ ହେବାକୁ ଜନସାଧାରଣଙ୍କୁ ପ୍ରମୁଖ  ଶାସନସଚିବ ନିବେଦନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026

You Might Also Like