-+91-9937148622 |

prerana_bgr@rediffmail.com |

  Saturday 8th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||     

HOME   ଜିଲ୍ଲା

*ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ ଉଦଘାଟିତ*

13-Mar-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ କୁଶଳେଶ୍ୱର ଉଚ୍ଚ ବିଦ୍ୟାଳୟ ଡୁଙ୍ଗୁରିପାଲି ଠାରେ ଅନୁଷ୍ଠିତ ହୋଇ ଯାଇଛି l ଉଦ୍ଘାଟନୀ ସଭାରେ ଅତିରିକ୍ତ ଜିଲ୍ଲାଶିକ୍ଷାଧିକାରୀ ଘନଶ୍ୟାମ ମେହେର ଙ୍କ ସଭାପତିତ୍ୱ ରେ ମୁଖ୍ୟ ଅତିଥି ରୂପେ ଜିଲ୍ଲାପାଳ ଡ଼ଃ ନୃପରାଜ ସାହୁ ଯୋଗଦେଇ ଶିକ୍ଷକ ମାନେ ନିଷ୍ଠା ର ସହ ନିଜ ଦାୟିତ୍ୱ ନିର୍ବାହ କରିବାକୁ ମତ ରଖି ବିଦ୍ୟାଳୟ ର ଭିତ୍ତିଭୂମି ଓ ଗୁଣାତ୍ମକ ଶିକ୍ଷା ଅଭିବୃଦ୍ଧି ଉପରେ ପ୍ରତିଶୁତି ଦେଇଥିଲେ l

ସୋନପୁର ଗୋଷ୍ଠୀ ଶିକ୍ଷାଧିକାରୀ ଲକ୍ଷ୍ମଣ ମିଶ୍ର ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ l ସମ୍ମାନିତ ଅତିଥି ରୂପେ ଜିଲ୍ଳା ପରିଷଦ ସଭ୍ୟ ମଧୁସୂଦନ ଓତା,ଜିଲ୍ଳା ପଞ୍ଚସଖା ଶିକ୍ଷସେତୁ ର ସହଯୋଗୀ ପ୍ରଭାତ ଦାଶ,  ଉଲୁଣ୍ଡା ଗୋଷ୍ଠୀଶିକ୍ଷାଧିକାରୀ ଅଜୟ ଲୁହା ଯୋଗଦେଇଥିବା ବେଳେ ଆୟୋଜକ ସମ୍ପାଦକ ପଦ୍ମନାଭ କର୍ଣ୍ଣ ଧନ୍ୟବାଦ ଜ୍ଞାପନ କରିଥିଲେ l ଜିଲ୍ଳା ର ମୋଟ ୧୫ ଗୋଟି ପିଏମଶ୍ରୀ ବିଦ୍ୟାଳୟ ରୁ ୩୪୭ ଜଣ ଛାତ୍ରଛାତ୍ରୀ ଯୋଗଦେଇ ଆକାଂକ୍ଷୀ ମେଳା,  ଦୋକାନ ଯାତ୍ରା ଓ ଆକାଂକ୍ଷୀ ଛାତ୍ରପରିଷଦ ବିଭାଗରେ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ l ନିମନ୍ତ୍ରିତ ଅତିଥି ବୃନ୍ଦ ସମସ୍ତ ଷ୍ଟଲ ବୁଲିବା ଆନନ୍ଦ ବ୍ୟକ୍ତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026

You Might Also Like