-+91-9937148622 |

prerana_bgr@rediffmail.com |

  Saturday 8th August 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||     

HOME   ଜିଲ୍ଲା

ସିଆରପିଏଫ ୧୯ ବାଟାଲିଅନ ଦ୍ଵାରା ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ

13-Mar-2026



ନୂଆପଡ଼ା (ରାମନାଥ ପଣ୍ଡା )
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ବହୁ ଚର୍ଚ୍ଚିତ ବଣ ପାହାଡ ଘେରା ପାଟଦର୍ହା ଅଞ୍ଚଳ ସ୍ଥିତ ସିଆରପିଏଫ୍ ୧୯ ବାଟାଲିଆନ ଗର୍ଜନପାନି ଓ ଧୋବଘାଟ ଠାରେ  ସିଭିକ ଆକ୍ସନ କାର୍ଯ୍ୟକ୍ରମରେ ଦୀପକ ମନି ତ୍ରିପାଠୀ କମାଣ୍ଡଣ୍ଡେଣ୍ଟ ୧୯ ବାଟାଲିଆନ ସି ଆର୍ ପି ଏଫ୍ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଥିବାବେଳେ ସମ୍ମାନିତ ଅତିଥି ରୂପେ ସେକେଣ୍ଡ କମାଣ୍ଡଣ୍ଡେଣ୍ଟ ମହେଶ ବିଶ୍ଵକର୍ମା ଯୋଗଦାନ କରିଥିଲେ। କମାଣ୍ଡଣ୍ଡେଣ୍ଟ ଶ୍ରୀଯୁକ୍ତ ତ୍ରିପାଠୀ ଲୋକଙ୍କ ସମସ୍ୟା ତଥା ସେହି ସମସ୍ୟାର ସମାଧାନ କିପରି କରାଯିବ ତାହା ବୁଝାଇବା ସହ ପ୍ରତ୍ୟେକ ବ୍ୟକ୍ତି କିଭଳି ଭାବରେ ନିଜର ରୋଜଗାର କରିବେ ଏବଂ ପରିବାର ପ୍ରତିପୋଷଣ କରିବେ ସେଥି ପାଇଁ କଣ କରିବାକୁ ପଡ଼ିବ ସେଗୁଡିକ ଲୋକଙ୍କୁ ଓ ଉପସ୍ଥିତ ସ୍ଵୟଂ ସହାୟିକା ଗୋଷ୍ଠୀର ମହିଳା ମାନଙ୍କୁ ବୁଝାଇ ଥିଲେ । ଆଜିର ଦୁଇଟି ସ୍ଥାନର ଏହି କାର୍ଯ୍ୟକ୍ରମରେ ସାଧାରଣ ଲୋକଙ୍କ ପାଇଁ ସ୍ବାସ୍ଥ୍ୟ ପରୀକ୍ଷା କରି ଔଷଧ ପ୍ରଦାନ କରିବା ସହିତ କୋପଟି ଆମ,ଗର୍ଜନପାନି,ପାଟଦର୍ହା ,ଧୋବ ଘାଟ,କାଟଫାର ଓ ଏହି ଅଞ୍ଚଳର ଅନ୍ୟ କିଛି ଗ୍ରାମର କିଶୋରୀ, ମହିଳା,ପୁରୁଷ,ଗ୍ରାମ ବାସୀଙ୍କୁ ସ୍ବାବଲମ୍ବୀ ହେବା ପାଇଁ ସିଲେଇ ମେସିନ, ସୋଲାର ଲାଇଟ୍, ଖଳି ଦନା ପ୍ରସ୍ତୁତ ପାଇଁ ମେସିନ, ଅଗର ବତି ତିଆରି ମେସିନ ପ୍ରଦାନ କରି ଲୋକଙ୍କୁ ଉତ୍ସାହିତ କରିଥିଲେ ।କାର୍ଯ୍ୟକ୍ରମରେ ଡ ସୁରନା ସୌଜନ୍ୟା, ଡ ଜୟଶଙ୍କର ପଟେଲ ଓ ସ୍ବାସ୍ଥ୍ୟ କର୍ମୀ ଅଂଶ ଗ୍ରହଣ କରି ସ୍ଵାସ୍ଥ୍ୟ ସେବା ଯୋଗାଇ ଦେଇଥିଲେ । ସି ଆର୍ ପି ଏଫ୍ ଯବାନଙ୍କ ଏହି ଜନ ସଂପର୍କ ଲୋକଙ୍କ ମନରେ ଖୁସି ଆଣି ଦେଇଛି ବୋଲି ଲୋକ ପ୍ରକାଶ କରିଥିଲେ ।ବିଭିନ୍ନ ଦୃଷ୍ଟି କୋଣରୁ କାଟଫାର ୱାର୍ଡ ମେମ୍ବର ସୁଜନ ଚିନ୍ଦା,ଗର୍ଜନ ପାନିରୁ ଅକ୍ରୁ ମାଝୀ,ସାମ୍ବାଦିକ ରାମନାଥ ପଣ୍ଡା,ସାମ୍ବାଦିକ ବିଶିକେଶନ ପଣ୍ଡା,ସାମ୍ବାଦିକ ଲମ୍ବୋଦର ବାଗଙ୍କୁ କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ କରିଥିଲେ ।ବାସ୍ତବରେ ଅହରହ ସେବା ପ୍ରଦାନ କରି ଦେଶ ସୁରକ୍ଷା ତଥା ସମାଜ ରକ୍ଷାରେ ନିଜକୁ ନିୟୋଜିତ କରିଦେଇଥିବା ଏହି ଯବାନଙ୍କୁ ସେମାନଙ୍କ ସେବା ପାଇଁ ଆଜି ଉପସ୍ଥିତ ସମସ୍ତ ଲୋକ ସାଲ୍ୟୁଟ ଜଣାଇଥିଲେ ।ଉଭୟ କ୍ୟାମ୍ପର ସମସ୍ତ ଏସ ଆଇ ତଥା ଅନ୍ୟାନ୍ୟ ଯବାନ ଆଜିକାର କାର୍ଯ୍ୟକ୍ରମରେ ସକ୍ରିୟ ଭୂମିକା ନିର୍ବାହ କରିଥିଲେ।


News Comment




Photo in News

Advertisment
Lastest News
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026

You Might Also Like