-+91-9937148622 |

prerana_bgr@rediffmail.com |

  Saturday 8th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲାରେ କ୍ରୀଡାଭିତ୍ତିଭୂମି ନିର୍ମାଣ ପାଇଁ ବିଧାନସଭାରେ କଳିକେଶଙ୍କ ଦାବି

13-Mar-2026



ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲାର ଯୁବକ/ଯୁବତୀମାନେ ବିଭିନ୍ନ କ୍ରୀଡାକ୍ଷେତ୍ରରେ ଜାତୀୟସ୍ତରରେ ଉଲ୍ଲେଖନୀୟ ସଫଳତା ପାଉଛନ୍ତି । ତେଣୁ ସେମାନଙ୍କୁ ଆହୁରି ଆଗକୁ ନେବାକୁ କ୍ରୀଡାଭିତ୍ତିଭୂମୀର ଆବଶ୍ୟକତା ରହିଛି । ସରକାର ଏଥିପାଇଁ ପଦକ୍ଷେପ ନେଉଛନ୍ତି କି ଓ ବଲାଙ୍ଗୀରରେ ଜାତୀୟସ୍ତରୀୟ ହାଫମାରାଥନ କରିବେ ବୋଲି ବିଧାନସଭା ରେ ବଲାଙ୍ଗୀର ବିଧାୟକ କଳିକେଶନାରାୟଣ ସିଂଦେଓ ପ୍ରଶ୍ନ କରିଛନ୍ତି । ଏହାର ଉତ୍ତରରେ କ୍ରୀଡା ଓ ଯୁବବ୍ୟାପାର ବିଭାଗର ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ କହିଛନ୍ତି ଯେ, ରାଜ୍ୟ ସରକାର କ୍ରୀଡାଭିତ୍ତିଭୂମୀ ନିର୍ମାଣ ପାଇଁ ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ପାଇଁ ୪,୧୨୪ କୋଟି ଟଙ୍କାର ବଜେଟ ଧରିଛନ୍ତି । ବଲାଙ୍ଗୀର ଜିଲ୍ଲାରେ ଖପ୍ରାଖୋଲରେ ୧୬କୋଟି ୪୨ଲକ୍ଷ୩୬ ହଜାର ଟଙ୍କା ଓ ପାଟଣାଗଡଠାରେ ୧୯କୋଟି୮୬ଲକ୍ଷ ୪୬ ହଜାର ଟଙ୍କାର ଅନୁଦାନରେ ଦୁଇଟି ମଲ୍ଟିପର୍ପୋସ ଷ୍ଟାଡିୟମ ନିର୍ମାଣ କରିବାକୁ ଯାଉଛନ୍ତି । ଅନ୍ୟ ବ୍ଲକଗୁଡିକରେ ମଧ୍ୟ ଜମି ଖୋଜାଚାଲିଛି । ଏହା ସହିତ ଗ୍ରାମାଞ୍ଚଳରେ ୧୪ଟି ସ୍ଥାନ ଓ ସହରାଞ୍ଚଳରେ ୫ଟି ସ୍ଥାନରେ ରେ ୨୦ଲକ୍ଷ ଟଙ୍କା ଲେଖାଏଁ ଖର୍ଚ୍ଚରେ ଖେଳପଡିଆ ଉନ୍ନତିକରଣ କାମ କରାଯାଇଛି । ବ୍ଲକସ୍ତରୀୟ ଷ୍ଟାଡିୟମରେ ଫୁଟବଲ, କ୍ରିକେଟ, ଅଥେଲେଟିକ ଟ୍ରାକ,ଭଲିବଲକୋର୍ଟ,ଖୋଖୋ ଓ କବାଡି କୋର୍ଟ,(ବେଡମିଣ୍ଟନ, ଟେବୁଲଟେନିସ, ୟୋଗା,ଜିମ) ପାଇଁ ଇଣ୍ଡୋରଷ୍ଟାଡିୟମ,କମନ ଫେସିଲିଟି(ଚେଞ୍ଜିଂରୁମ,ୱାସରୁମ),ବାଉଣ୍ଡରିୱାଲ ଓ ଗେଟ ରହିବ । ବଲାଙ୍ଗୀର ଆରଏନସିଂଦେଓ ସ୍ପୋର୍ଟସ କମ୍ପେ୍ଲକ୍ସରେ (ସ୍ପୋର୍ଟସ ହଷ୍ଟେଲ, ସ୍ୱିମିଂପୁଲ, ଫୁଟବଲ ଫିଲ୍ଡ, କ୍ଲେଅଥେଲେଟିକ ଟ୍ରାକ,ଲନବଲକୋର୍ଟ,ଫେସିଲିଟି ବିଲଡିଂ ଇତ୍ୟାଦି) ବ୍ୟବସ୍ଥା କରାଯାଇଥିବା ବେଳେ କଣ୍ଟାବାଞ୍ଜି ଏନଏସିରେ ୭କୋଟି୫୭ଲକ୍ଷ ଟଙ୍କା ଓ ତୁଷୁରା ଏନଏସିରେ ୬କୋଟି ୩୫ଲକ୍ଷ ୩୧ ହଜାର ଟଙ୍କାର ଅନୁଦାନରେ  ମଲଟିପର୍ପୋସ ଇଣ୍ଡୋରଷ୍ଟାଡିୟମ ଚାଲୁରହିଛି  ବୋଲି ମନ୍ତ୍ରୀ ସୂର୍ଯ୍ୟବଂଶୀ ଉତ୍ତର ରଖିଛନ୍ତି । ତେବେ ଚଳିତବର୍ଷ ବଲାଙ୍ଗୀର ଜିଲ୍ଲାରେ ଜାତୀୟସ୍ତରୀୟ ହାଫମାରାଥନ କରାଇବାର କୌଣସି ପ୍ରସ୍ତାବ ନାହିଁ ବୋଲି ମନ୍ତ୍ରୀ ଉତ୍ତର ରଖିଛନ୍ତି ।
  ଠିକ ସେହିପରି କେନ୍ଦ୍ରୀୟବିଦ୍ୟାଳୟ ଗୁଡିକର ବିଲଡିଂନିର୍ମାଣ ନେଇ ଗଣଶିକ୍ଷାମନ୍ତ୍ରୀ ବିଭାଗକୁ ହୋଇଥିବା କଳିକେଶଙ୍କର ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ଯେ,ଟିଟିଲାଗଡରେ ରେଳବିଭାଗ ପକ୍ଷରୁ ୮ଏକର ଜମି ହସ୍ତାନ୍ତର ପ୍ରକ୍ରୀୟାଚାଲିଛି ଓ ପ୍ରଥମପର୍ଯ୍ୟାୟରେ ୨୦ଲକ୍ଷ ଟଙ୍କାର ଅନୁଦାନ ଦିଆଯାଇଛି । ଠିକ ସେହିପରି ପାଟଣାଗଡରେ ୧୦ଏକର ଜମି ଚିହ୍ନଟ କରାଯାଇ ହସ୍ତାନ୍ତର ପ୍ରକ୍ରିୟାଚାଲିଛି ଓ ସିପିଡବ୍ଲୁଡି ବିଭାଗକୁ ଡିଡିଆର ମଗାଯାଇଛି ବୋଲି ମନ୍ତ୍ରୀ ଶ୍ରୀ ଗଣ୍ଡ ଉତ୍ତର ରଖିଛନ୍ତି । ସେହିପରି ବଲାଙ୍ଗୀର ଜିଲ୍ଲାର ଦିବ୍ୟାଙ୍ଗଜନଙ୍କ ଭତ୍ତାପ୍ରସଙ୍ଗରେ ସାମାଜିକ ସୁରକ୍ଷା ଓ ଦିବ୍ୟାଙ୍ଗ ସଶକ୍ତିକରଣ ବିଭାଗକୁ କରାଯାଇଥିବା ପ୍ରଶ୍ନରେ ବିଭାଗୀୟମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉତ୍ତର ରଖିଛନ୍ତି ଯେ, ବଲାଙ୍ଗୀର ଜିଲ୍ଲାରେ ୮୦ବର୍ଷରୁ ଉର୍ଦ୍ଧ୍ୱ ୨୯୮ଜଣ ଙ୍କର ଆବେଦନ ଆସିଥିଲା ସେଥିରୁ ୨୦ଜଣଙ୍କର ଭତ୍ତା ମଞ୍ଜୁର ହୋଇଛି । ଠିକସେହିପରି ୮୦% ରୁ ଅଧିକ ଦିବ୍ୟାଙ୍ଗ ଥିବା ୬୧୧ ଜଣଙ୍କର ଆବେଦନ ଆସିଥିଲା ଓ ସେଥିରୁ ୩୮୪ ଜଣଙ୍କର ଭତ୍ତା ମଞ୍ଜୁର ହୋଇଥିବା ଉତ୍ତର ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026

You Might Also Like