-+91-9937148622 |

prerana_bgr@rediffmail.com |

  Saturday 8th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||     

HOME   ଜିଲ୍ଲା

*ସୋନପୁର ମହାବିଦ୍ୟାଳୟରେ ପିଜି ପାଠ୍ୟକ୍ରମ ଖୋଲିବା ନେଇ ଆଶା ଉଜ୍ଜୀବିତ*

14-Mar-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସୋନପୁରର ସର୍ବ ପୂରାତନ ସୋନପୁର କଲେଜ ରେ ପିଜି ପାଠ୍ୟକ୍ରମ ଖୋଲିବା ନେଇ ଆଶା ଉଜ୍ଜୀବିତ ହୋଇଛି । ସୋନପୁର କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ ୮ ଗୋଟି ବିଭାଗରେ ପିଜି ପାଠ୍ୟକ୍ରମ ଖୋଲିବା ପାଇଁ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ, ସମ୍ବଲପୁର ଙ୍କ ଠାରେ ଆବେଦନ କରଯାଇଥିବା ବେଳେ ଆଜି ସମ୍ବଲପୁର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ ମୁରଲୀଧର ମାଝୀ ଏବଂ ସୋନପୁର ଏଡିଏମ୍ ରାଜେନ୍ଦ୍ର ମାଝୀ ସୋନପୁର ମହାବିଦ୍ୟାଳୟ ର କ୍ଷେତ୍ର ପରିଦର୍ଶନ କରିଥିବା ଜଣାପଡିଛି । ସୋନପୁର ମହାବିଦ୍ୟାଳୟ ପକ୍ଷରୁ ନୂତନ ଭାବରେ ଇଂରାଜୀ, ଓଡ଼ିଆ, ସଂସ୍କୃତ, ଇତିହାସ, ଉଦ୍ଭିଦ ବିଜ୍ଞାନ, ରସାୟନ ବିଜ୍ଞାନ, ଗଣିତ ଏବଂ ପ୍ରାଣୀ ବିଜ୍ଞାନ ବିଭାଗ ବିଷୟରେ ସ୍ନାତକୋତ୍ତର ପାଠ୍ୟକ୍ରମ ଖୋଲିବା ପାଇଁ ମାନ୍ୟବର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ ସମ୍ବଲପୁରଙ୍କ ଠାରେ କଲେଜ ପକ୍ଷରୁ ଆବେଦନ  କରାଯାଇଥିବା ଜଣାପଡିଛି । ଏହି ଗସ୍ତ ସମୟରେ କଲେଜ ଅଧ୍ୟକ୍ଷ ରାଧାକାନ୍ତ ନାଏକ ଙ୍କ ସମେତ ସମସ୍ତ ଅଧ୍ୟାପକ, ଆଲୁମିନୀ ସଂଘର ଉପ ସଭାପତି ଗତିକୃଷ୍ଣ ମିଶ୍ର, ସମ୍ପାଦକ ଭାରତ ଭୂଷଣ ଦାଶଙ୍କ ସହିତ କଲେଜ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଖବର ଜଣାପଡିବା ପରେ ଛାତ୍ରଛାତ୍ରୀ ମହଲ ରେ ଖୁସିର ଲହରୀ ଖେଳିଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026

You Might Also Like