-+91-9937148622 |

prerana_bgr@rediffmail.com |

  Saturday 8th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||     

HOME   ଜିଲ୍ଲା

*ଅଫିମ ଚାଷ; ୭ କୋଟି ୬୫ ଲକ୍ଷ ୯୦ ହଜାର ମୂଲ୍ୟର ୧୫,୩୧୮ ଗଛ ନଷ୍ଟ*

14-Mar-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର ପୋଲିସ କୌଣସି ସୂତ୍ରରୁ ସୂଚନା ପାଇ ଜିଲ୍ଲାର ଉଲୁଣ୍ଡା ବ୍ଲକ ସିଂହାସନୀ ଜଙ୍ଗଲ ଜମିରେ ଅଫିମ ଚାଷ ହୋଇଥିବା ଦେଖିବାକୁ ପାଇଛି । ଜିଲ୍ଲାରେ ପ୍ରଥମ ଥର ପାଇଁ ଧରାଯାଇଥିବା ସିଂହାସନୀ ସଂରକ୍ଷିତ ଜଙ୍ଗଲର ଅରଖମୁଣ୍ଡା ଠାରେ ୧ ଏକର ରୁ କମ ଜମିରେ ଏହି ଅଫିମ ଗଛ ଲଗାଯାଇଥିଲା। ଏଥିରେ ସ୍ଥାନୀୟ ଲୋକ ସାମିଲ ଥିବା ନେଇ ଏସ୍‌ପି ନାରାୟଣ ନାୟକ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସମ୍ପର୍କରେ ସମସ୍ତ ସୂଚନା ଦେଇଛନ୍ତି । ଏସପି ଶ୍ରୀ ନାୟକ ଙ୍କ ସହିତ ପୋଲିସ, ଅବକାରୀ ଓ ବନ ବିଭାଗର ଟିମ୍ ଜଙ୍ଗଲ ଭିତରେ ଖୋଜିବା ପରେ ୨ଟି ପ୍ଲଟରେ ଅଫିମ ଗଛ ଲାଗିଥିବା ଦେଖିବାକୁ ପାଇଥିବା ବେଳେ ଗଛରୁ ପ୍ରାୟତଃ ରସ ସଂଗ୍ରହ ସରିଥିଲା ଏବଂ କେବଳ ଫଳଥିବା ଦେଖିବାକୁ ମିଳିଥିଲା। ୨ ଟି ପ୍ଲଟ ରେ ଚାଷ ହୋଇଥିବା ଅଫିମ କିଆରୀକୁ ନିକଟସ୍ଥ ୨ ଟି ଘରୁ ବିଦ୍ୟୁତ୍ ସଂଯୋଗ କରାଯାଇଥିଲା ଏବଂ ନାଳରୁ ପାଣି ଦିଆଯାଉଥିଲା । ତଦନ୍ତ ସମୟରେ ଜଣେ ଘର ମାଲିକ ସମୁଏଲ୍ ଲୁଗୁନ (୨୪) କୁ ଗିରଫ କରାଯାଇଥିବା ବେଳେ ସେ ଅନ୍ୟ ୨ ଜଣଙ୍କ ସଂପୃକ୍ତି ଅଫିମ ଚାଷ ରେ ଥିବା ପ୍ରକାଶ କରିଥିବା ସୂଚନା ଦେଇଛନ୍ତି ଏସପି। ମାଜିଷ୍ଟ୍ରେଟ୍ ତଥା ବୀରମହାରାଜପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟର ସହକାରୀ ଜିଲାପାଳ ଙ୍କ ଉପସ୍ଥିତିରେ ୨ ଟି ପ୍ଲଟରୁ ବନ ବିଭାଗ ଓ ଅବକାରୀ ବିଭାଗ କର୍ମଚାରୀ ମାନେ ଅଫିମ ଗଛ ଗଣନା କରିବାରୁ ୧୫,୩୧୮ ଟି ଗଛ ଥିବା ଜଣାପଡିଥିଲା । ପରେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଗଛ ଗୁଡ଼ିକୁ କାଟି ନିଆଁ ଲଗାଇ ନଷ୍ଟ କରାଯାଇଥିଲା । ନଷ୍ଟ କରଯାଇଥିବା ଅଫିମ ଗଛର ମୂଲ୍ୟ ସରକାରୀ ହିସାବ ରେ ୭ କୋଟି ୬୫ ଲକ୍ଷ ୯୦ ହଜାର ଟଙ୍କା ଆକଳନ କରାଯାଇଛି। ସୁବର୍ଣ୍ଣପୁର ଏସପି ନାରାୟଣ ନାୟକ ଙ୍କ ନେତୃତ୍ବରେ ବୀରମହାରାଜପୁର ଏସ୍‌ଡିପିଓ ହେମନ୍ତ ରାଓ, ଉଲୁଣ୍ଡା ଆଇଆଇସି ଲିଙ୍ଗରାଜ ସେଠୀ, ଙ୍କ ସହ ପୋଲିସ ଟିମ୍, ଉଲୁଣ୍ଡା ବନାଞ୍ଚଳ ଅଧିକାରୀ ଦେବରାଜ ଛତ୍ରିଆଙ୍କ ସହ ବନ ବିଭାଗ ଦଳ ଏବଂ ଅବକାରୀ ଇନ୍ସପେକ୍ଟର ଗୋବିନ୍ଦ ନାଏକ ପ୍ରମୁଖ ଏବଂ ଟିମ୍ ଏହି ଅଭିଯାନରେ ସାମିଲ ହୋଇଥିଲେ। ଏହି ସମ୍ପର୍କରେ ଉଲୁଣ୍ଡା ଥାନାରେ କେସ ନଂ ୪୫/ ୧୧.୦୩.୨୬ ଏନଡିପିଏସ ଆକ୍ଟରେ ଏକ ମାମଲା ରୁଜୁ ହୋଇଛି । କିନ୍ତୁ ଏହି ବିଷୟରେ ସ୍ଥାନୀୟ ଉଲୁଣ୍ଡା ବନାଞ୍ଚଳ ଅଧିକାରୀ କେମିତି ଜାଣି ପାରିଲେ ନାହିଁ ଜନସାଧାରଣରେ ଚର୍ଚ୍ଚା ହେଉଛି। ଡିସେମ୍ବର ରୁ ଆରମ୍ଭ ହୋଇ ଫେବୃଆରୀ ମାସ ଭିତରେ ଏହି ଅଫିମ ଚାଷ ଅମଳ ହେଉଥିବା ବିଷୟ ସୂଚନା ଦେଇ ଛନ୍ତି  ଓ ଅନ୍ୟ ୩ ଅଭିଯୁକ୍ତଙ୍କୁ ମଧ୍ୟ ଗିରଫ କରାଯିବା ପାଇଁ ପୋଲିସ ତଦନ୍ତ ଚଳାଇଥିବା କହିଛନ୍ତି ଏସପି ଶ୍ରୀ ନାୟକ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026

You Might Also Like