-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ଜିଲ୍ଲାରେ ଘରୋଇ ଗ୍ୟାସ ବୁକିଂ ହେଉନି : ଲୋକେ ଚିନ୍ତାରେ,,,,, ଗାଁ ଠୁ ସହର ସବୁଠି LPG ଗ୍ୟାସ ତାତି

14-Mar-2026



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର)
-ନବରଙ୍ଗପୁର ଜିଲ୍ଲାର ଡାବୁଗାଁ ସହ ୧୦ ବ୍ଲକରେ ୫ ଦିନ ହେଲା ଘରୋଇ ଓ କର୍ମସିଆଲ ଗ୍ୟାସ ସଙ୍କଟ ଦେଖାଯାଇଛି। ଜିଲ୍ଲାର ଅଧିକାଂଶ ଛଟ ବଡ଼ ହୋଟେଲ ଓ ବଡ଼ବଡ଼ ରେଷ୍ଟୁରାଣ୍ଟକୁ କର୍ମସିଆଲ ଗ୍ୟାସ ନ ମିଳିବାରୁ ପାଞ୍ଚ ଦିନ ହେବ ଅସୁବିଧାର ସମ୍ମୁଖନ ହେଉଛନ୍ତି। ସେହିପରି ଘରୋଇ ଗ୍ୟାସ ବୁକିଂ ମଧ୍ୟ ସହଜରେ ହେଉନାହିଁ । ଗ୍ୟାସ ନେବାର ୨୫ ଦିନ ପରେ ପରବର୍ତ୍ତୀ ଗ୍ୟାସ ପାଇବା ପାଇଁ ବୁକିଂ କରିବା ପାଇଁ ନିଅମ ଥିଲା କିନ୍ତୁ ବର୍ତ୍ତମାନ ଗ୍ୟାସ ଅଭାବ ଯୋଗୁଁ ତାହାକୁ ୪୫ ଦିନ କରି ଦିଆଯାଇଛି। ହେଲେ ୫ ଦିନ ହେଲା ଅଧୂକାଂଶ ଗ୍ରାହକ ଗ୍ୟାସ ବୁକିଂ ପାଇଁ ପ୍ରୟାସ କରିବା ସତ୍ତ୍ବେ ଅନଲାଇନରେ ବୁକିଂ ହେଉନାହିଁ। ଯାହାକୁ ନେଇ ଘରୋଇ ଲୋକେ ବେଶ୍ ଚିନ୍ତାରେ ରହିଛନ୍ତି । ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ଆଳ କରି ଗ୍ୟାସ ଯୋଗାଉଥିବା କିଛି ବ୍ୟକ୍ତି ମଧ୍ୟ କଳାବଜାରୀ କରିବା ଆରମ୍ଭ କଲେଣି। ଗ୍ୟାସର ଚୋରି ଓ ମାତ୍ରାଧିକ ମୂଲ୍ୟରେ କଳାବଜାରି କରିବା ଅଭିଯୋଗ ଉଠୁଛି। ସାଧାରଣ ଘରୋଇ ଲୋକଟିଏ ଗ୍ୟାସ ପାଇବା ନିମନ୍ତେ ବୁକିଂ ପରେ ବେଶ୍ ସପ୍ତାହେ ପର୍ଯ୍ୟନ୍ତ ଅପେକ୍ଷା କରୁଥିବା ବେଳେ ବର୍ତ୍ତମାନ ଗ୍ୟାସ ପ୍ରଦାନରେ ବ୍ୟାପକ ହେରାଫେରି ହେଉଛି। ଘରୋଇ ଗ୍ୟାସର ମୂଲ୍ୟ ୬୦ଟଙ୍କା ସିଲିଣ୍ଡର ପିଛା ବୃଦ୍ଧି ପାଇବା ପରଠାରୁ ସହରରେ ଗ୍ୟାସ ଯୋଗାଣରେ ବିଳମ୍ବ ହେଉଛି। ପୂର୍ବରୁ ବୁକିଂର ୪୮ ଘଣ୍ଟା ମଧ୍ୟରେ ଗ୍ୟାସ ଆସୁଥିଲା। ହେଲେ ଏବେ ଘରୋଇ ହିତାଧୂକାରୀ ସହଜରେ ଗ୍ୟାସଟି ପାଇପାରୁନାହିଁ । ଏ ସଂକ୍ରାନ୍ତରେ ଜାଣିବା ପାଇଁ ଜିଲ୍ଲା ଯୋଗାଣ ଅଧିକାରୀ ଙ୍କୁ ଯାଗାଯୋଗ ପାଇଁ ଚେଷ୍ଟା କରିଥିଲୁ କିନ୍ତୁ ଯୋଗାଯୋଗ ହୋଇ ପାରିଲା ନାହିଁ। ସର୍ଭର ଡାଉନ ଯୋଗୁଁ ଅନଲାଇନ ବୁକିଙ୍ଗ ପାଇଁ ବହୁତ ଅସୁବିଧା ହେଉଛି। ତେବେ ବିଭାଗ ପକ୍ଷରୁ ଏଥିପ୍ରତି ଦୃଷ୍ଟି ଦେଲେ କିଛି ମାତ୍ରାରେ ସାଧାରଣ ଜନତା ଉପକୃତ ହୋଇ ପାରିଥାନ୍ତେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026
  ଜିଲ୍ଲା  
କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   06-Aug-2026
  ଜିଲ୍ଲା  
ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା   06-Aug-2026
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026

You Might Also Like