-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||     

HOME   ଜିଲ୍ଲା

ସିଆରପିଏଫଙ୍କ ଜନ ସମ୍ପର୍କ ଶିଖାଇଲା ଶୃଙ୍ଖଳା

14-Mar-2026



ନୂଆପଡ଼ା (ରାମନାଥ ପଣ୍ଡା )
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ  ସିଆରପିଏଫ୍ ୧୯ ବାଟାଲିଆନ ଭଇଁସାଦାନି ଠାରେ  ସିଭିକ ଆକ୍ସନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ସେକେଣ୍ଡ ଇନ କମାଣ୍ଡଣ୍ଡେଣ୍ଟ ମହେଶ ବିଶ୍ଵକର୍ମା ଯୋଗଦାନ କରିଥିଲେ।ସମ୍ମାନିତ ଅତିଥି ଭାବରେ ଆସିଷ୍ଟାଣ୍ଟ କମାଣ୍ଡଣ୍ଡେଣ୍ଟ ମୁନ୍ନା ପ୍ରସାଦ, ଏସ ଆଇ ଏ ସି ପତି,ସମାଜ ସେବୀ ଘାସିରାମ ମାଝୀ ଓ ଭୋଲାନାଥ ନାଗ ଯୋଗଦାନ କରିଥିଲେ।ଏ ଏସ ଆଇ ସୁରେନ୍ଦ୍ର କୁମାର ନାଗ ସଂଯୋଜନା କାର୍ଯ୍ୟ ନିର୍ବାହ କରି କାର୍ଯ୍ୟକ୍ରମକୁ ଆହୁରି ସୁନ୍ଦର୍ କରି ପକାଇ ଥିଲେ । କମାଣ୍ଡଣ୍ଡେଣ୍ଟ କହିଲେ କି ପ୍ରତ୍ୟେକ ବ୍ୟକ୍ତି କିଭଳି ଭାବରେ ନିଜର ରୋଜଗାର କରିବେ ଏବଂ ପରିବାର ପ୍ରତିପୋଷଣ କରିବେ ସେଥି ପାଇଁ କଣ କରିବାକୁ ପଡ଼ିବ ସେଗୁଡିକ ଲୋକଙ୍କୁ ଓ ଉପସ୍ଥିତ କିଶୋରୀ, ସ୍ଵୟଂ ସହାୟିକା ଗୋଷ୍ଠୀର ମହିଳା ମାନଙ୍କୁ ବୁଝାଇ ଥିଲେ । ଏହି ଅଞ୍ଚଳର ଧୋବେଇ , କୋଟ ଗାଁ,ରୁଣ୍ଡି, ପେଲନା ପଡା, ରେଢ଼ା ମାଲ,ଶିଆଳ ଲଟି ଓ ଅନ୍ୟ କିଛି ଗ୍ରାମର କିଶୋରୀ, ମହିଳା,ପୁରୁଷ,ଗ୍ରାମ ବାସୀଙ୍କୁ ସ୍ବାବଲମ୍ବୀ ହେବା ପାଇଁ ସିଲେଇ ମେସିନ,ଏ ପି କଲଚର୍, ଖଳି ଦନା ପ୍ରସ୍ତୁତ ପାଇଁ ମେସିନ ପ୍ରଦାନ କରି ଲୋକଙ୍କୁ ଉତ୍ସାହିତ କରିଥିଲେ। ଆଜିକାର ଅତିଥିଙ୍କୁ କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ କରାଯାଇଥିଲା । ସି ଆର୍ ପି ଏଫ୍ ଯବାନଙ୍କ ଏହି ଜନ ସଂପର୍କ ଲୋକଙ୍କ ମନରେ ଖୁସି ଆଣି ଦେଇଥିବା ଲୋକଙ୍କ ଚେହେରାରୁ ସ୍ପଷ୍ଟ ଜଣାପଡ଼ିଥିଲା । ବାଟାଲିଆନର ସମସ୍ତ ଯବାନ ଆଜିକାର କାର୍ଯ୍ୟକ୍ରମରେ ସକ୍ରିୟ ଭୂମିକା ନିର୍ବାହ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026
  ଜିଲ୍ଲା  
କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   06-Aug-2026
  ଜିଲ୍ଲା  
ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା   06-Aug-2026
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026

You Might Also Like