-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||     

HOME   ଜିଲ୍ଲା

ଟ୍ରମ୍ପଙ୍କ ସହ ପ୍ରଧାନମନ୍ତ୍ରୀ ନିଜର ପଦମର୍ଯ୍ୟଦା ଓ ଦେଶର ସମ୍ମାନକୁ ସାଲିସ କରିଛନ୍ତି- ଯୁବ କଂଗ୍ରେସ

14-Mar-2026



ଭୁବନେଶ୍ୱର(ପ୍ରେରଣା ଖବର): ପ୍ରଦେଶ ଯୁବ କଂଗ୍ରେସ ସଭାପତି ଶ୍ରୀ ରଞ୍ଜିତ ପାତ୍ର ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଲେ ଯେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ପଦମର୍ଯ୍ୟଦା ଓ ଦେଶର ସମ୍ମାନକୁ ନେଇ ଆମେରିକାର ରାଷ୍ଟ୍ରପତି ଟ୍ରମ୍ପଙ୍କ ପାଖରେ ସାଲିସ କରିଛନ୍ତି । ଟ୍ରମ୍ପଙ୍କ କଥାରେ ସେ ଏକ କାଠ କଣ୍ଢେଇର ଭୂମିକା କରୁଛନ୍ତି । ଟ୍ରମ୍ପଙ୍କର ଗୋଟିଏ ନିର୍ଦ୍ଦେଶରେ ସେ ରୁଷରୁ ତେଲ କିଣିବା ବନ୍ଦ କରିଦେଲେ । ପୁଣି ଟ୍ରମ୍ପଙ୍କ ନିର୍ଦ୍ଦେଶରେ ମାସକ ପାଇଁ ରୁଷରୁ ତେଲ କିଣିବେ । ଭାରତ କେଉଁଠୁ ତେଲ କିଣିବା କାହା ସହିତ ବ୍ୟବସାୟ କରିବ ତାହା ଆମେରିକା ନିର୍ଦ୍ଦେଶରେ ହିଁ ହେବ । ତେବେ ଦେଶ ପୁଣିଥରେ ପରାଧିନ ହୋଇଗଲାକି ବୋଲି ଶ୍ରୀ ପାତ୍ର ପ୍ରଶ୍ନ କରିଛନ୍ତି । ଅନ୍ୟପଟରେ ପ୍ରଧାନମନ୍ତ୍ରୀ ମୋଦି ଟ୍ରମ୍ପଙ୍କୁ ଖୁସି କରିବା ଯେଫରି ଇପିଷ୍ଟେନର ଉପଦେଶକ୍ରମେ ଇଜ୍ରାଏଲରେ ଯାଇ ନୃତ୍ୟୁ କରିବାର ଅଭିଯୋଗ ହୋଇଛି । ମୋଦିଙ୍କର କଣ ଦୁର୍ବଳତା ଟ୍ରମ୍ପଙ୍କ ପାଖରେ ରହିଛି ଯେ ଟ୍ରମ୍ପଙ୍କୁ ମୋଦି ଭୟ କରୁଛନ୍ତି । ଅନ୍ୟପକ୍ଷରେ ଯୁଦ୍ଧର ଦୁଇଦିନ ପୂର୍ବରୁ ସେ ଇଜ୍ରାଏଲକୁ ଫାଦର କ୍ରଣ୍ଟ୍ରି ବୋଲି ଘୋଷଣା କରିବା ଦୁଃଖ ଦାୟକ । ଇଜ୍ରାଏଲ ଭାରତୀୟ ଜନତାପାଟି କିମ୍ବା ତାଙ୍କର ସହଯୋଗୀ ଅନୁଷ୍ଠାନ ଗୁଡ଼ିକର ଫାଦର କଣ୍ଟ୍ରି ହୋଇପାରେ କିନ୍ତୁ ଭାରତବାସୀ ଏହାକୁ ସ୍ୱୀକାର କରିବେ ନାହିଁ । 

ଗତବର୍ଷ ଘରୋଇ ଗ୍ୟାସ ସିଲିଣ୍ଡର ପିଛା ମୋଦି ସରକାର ୫୦ ଟଙ୍କା ବଢ଼ାଇଥିଲେ ଏବର୍ଷ ପୁଣି ୬୦ ଟଙ୍କା ବଢ଼ାଇଲେ । ବ୍ୟବସାୟୀକ ଗ୍ୟାସ ସିଲିଣ୍ଡିର ପିଛା ୧୧୫ ଟଙ୍କା ବଢ଼ିଛି । ଏବେ ଗ୍ୟାସ ଅଭାବ କାରଣରୁ ସ୍କୁଲ, କଲେଜ, ହଷ୍ଟେଲ, ହସପିଟାଲ ଗୁଡ଼ିକରେ ଅଭାବନୀୟ ପରିସ୍ଥିତି ଦେଖାଦେଲାଣି । ଆବାସିକ ସ୍କୁଲ ଗୁଡ଼ିକ ବନ୍ଦ ହେବା ପରିସ୍ଥିତିକୁ ଗଲାଣି । ହୋଟେଲ ଗୁଡ଼ିକ ମଧ୍ୟ ବନ୍ଦ ହେବା ପରିସ୍ଥିତି ପହଞ୍ôଚଲାଣି । ସାରା ଦେଶରେ ଗ୍ୟାସ ଅଭାବର ହା ହା କାର ପରିସ୍ଥିତି ଥିବା ସରକାର କହୁଛନ୍ତି ଗ୍ୟାସ ମହଜୁଦ ଅଛି । ସେପଟରେ କଳାବଜାରି ମାନେ ସରକାରଙ୍କର ନିୟନ୍ତ୍ରଣ ଅଭାବାରୁ ଏହି ପରିସ୍ଥିତିରୁ ଫାଇଦା ନେଉଛନ୍ତି । ସୁତରାଂ ବର୍ଦ୍ଧିତ ଗ୍ୟାସଦର ପ୍ରତ୍ୟାହାର କରିବା ସହିତ ପରିସ୍ଥିତିର ନିୟନ୍ତ୍ରଣ ନକଲେ ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯିବ । 

ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଯୁବ କଂଗ୍ରେସ ସାଧାରଣ ସଂପାଦକ ସୁଦିପ ସାମଲ, ଜାଭେଦ ଅକତର ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026
  ଜିଲ୍ଲା  
କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   06-Aug-2026
  ଜିଲ୍ଲା  
ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା   06-Aug-2026
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026

You Might Also Like