-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||     

HOME   ଜିଲ୍ଲା

ଆକାଶବାଣୀ ଶ୍ରୋତା ସଂଘ ବରଗଡ଼ ଦ୍ଵାରା ବିରଞ୍ଚି ଦାଶ ସମ୍ବର୍ଦ୍ଧିତ

15-Mar-2026



କଣ୍ଟାବାଞ୍ଜି(ପ୍ରେରଣା ଖବର): ଆକାଶବାଣୀ ଶ୍ରୋତା ସଂଘ ବରଗଡ଼ର ୩୨ତମ ବାର୍ଷିକ ରାଜ୍ୟସ୍ତରୀୟ ଶ୍ରୋତା ସମ୍ମିଳନୀ ବରଗଡ଼ସ୍ଥିତ ସାମ୍ବାଦିକ ଭବନ ଠାରେ ପାଳିତ ହୋଇଥିଲା। ସଭାପତି ଜଗନ୍ନାଥ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ବକ୍ତା ସନ୍ତୋଷ ପିଙ୍ଗ  ଆକାଶବାଣୀ ସମ୍ବଲପୁର,ସମ୍ମାନିତ ଅତିଥି ବିରୁପାକ୍ଷ ପଧାନ,କୈବର୍ତ୍ତ ସାହୁ ଯୋଗ ଦେଇଥିଲେ।କାର୍ଯ୍ୟକାରୀ ସଭାପତି କୃଷ୍ଣଚନ୍ଦ୍ର ପ୍ରଧାନ ସ୍ୱାଗତ ଅଭିଭାଷଣ ଓ ସୂର୍ଯ୍ୟ କୁମାର ପାଣିଗ୍ରାହୀ ମଞ୍ଚ ପରିଚାଳନା କରିଥିଲେ।ବର୍ତ୍ତମାନର ଡିଜିଟାଲ ଯୁଗରେ ରେଡିଓର ଚାହିଦା କମି କମି ଯାଉଥିବାବେଳେ ଶ୍ରୋତା ସଂଘର କାର୍ଯ୍ୟକ୍ରମକୁ ଅତିଥି ମାନେ ଭୁରିଭୁରି ପ୍ରଶଂସା କରିଥିଲେ।କୃଷ୍ଣଚନ୍ଦ୍ର ପ୍ରଧାନଙ୍କ ଦ୍ବାରା ପ୍ରଦତ୍ତ ଅତାବିରା ଅଞ୍ଚଳର ଜଣାଶୁଣା ସମାଜସେବୀ ସ୍ୱର୍ଗତ ବିପିନ ବିହାରୀ ପ୍ରଧାନଙ୍କ ସ୍ମୃତି ସମ୍ମାନ କଣ୍ଟାବାଞ୍ଜି ଅଞ୍ଚଳର ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ପ୍ରଦାନ କରାଯାଇ ଥିଲା।ଏହି ସମ୍ମିଳନୀରେ ସମାଜସେବୀ ବିରଞ୍ଚି ଖର୍ସେଲ, ଡ.ତପସ୍ୱୀନି ଗୁରୁ, ଗୋପୀନାଥ ଦଣ୍ଡସେନା,କେଶ ରଞ୍ଜନ ପ୍ରଧାନ,ସଂଘମିତ୍ରା ପଟେଲ ସମେତ ଶତାଧିକ ରେଡିଓ ପ୍ରେମୀ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026

You Might Also Like