-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ବନଦୁର୍ଗା ମହୋତ୍ସବ ଏପ୍ରିଲ ୭ ରୁ ୧୧ ମାଁ ପାଟଣେଶ୍ୱରୀଙ୍କୁ ନିଉତା

15-Mar-2026



ବଲାଙ୍ଗିର,- ବଲାଙ୍ଗିର ଜିଲ୍ଲାର ଜୀବନ ରେଖା କୁହାଯାଉଥିବା ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପାଦ ଦେଶରେ ଆସନ୍ତା ଏପ୍ରିଲ ୭ ରୁ ୧୧ ତାରିଖ ପର୍ଯ୍ୟନ୍ତ ବନଦୁର୍ଗା ମହୋତ୍ସବ ଅନୁଷ୍ଠିତ ହେବ । ଗତ କାଲି ପ୍ରାକ୍ତନ ପାଟଣାରାଜ୍ୟର ଅଧିଷ୍ଟାତ୍ରୀ ଦେବୀ ମାଁ ପାଟଣେଶ୍ୱରୀଙ୍କ ଠାରେ ପୂଜାର୍ଚ୍ଚନା କରି ଦେବ ନିମନ୍ତ୍ରଣ କରାଯାଇଥିଲା ଏବଂ ଅଂଚଳର ସମସ୍ତ ଦେବାଦେବୀ ଓ ଗ୍ରାମ ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପଠାଯିବ । ଏହି ମହୋତ୍ସବ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଦ୍ୱାରା ବିସ୍ତାପିତ ଅବା କ୍ଷତିଗ୍ରସ୍ତ ହୋଇଥିବା ପରିବାର ଙ୍କ ଏକତା, ଉନ୍ନତି ଏବଂ ସାମଗ୍ରିକ ବିକାଶ ନିମନ୍ତେ ପଥ ପ୍ରଦର୍ଶକ ହୋଇଥାଏ । କଳା ସଂସ୍କୃତି ର ପୁନରୁଦ୍ଧାର ନିମନ୍ତେ ଏକ ଉକୃଷ୍ଟ ମଂଚ ହୋଇଥାଏ ଯଦ୍ୱାରା ଅନେକ କଳାକାର , କଳାପ୍ରେମୀ ତାଙ୍କ କଳା କୁ ପ୍ରଦର୍ଶନ କରି ପୁଣି ଏକତା ର ବର୍ତ୍ତା ଦେଇଥାନ୍ତି ।

ଏହି ମହୋତ୍ସବରେ ମାନ୍ୟବର ମୁଖ୍ୟମନ୍ତ୍ରୀ, ଉପ-ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଗଣ ଯୋଗ ଦେଉଥିବା ଆୟୋଜକ ସୁତ୍ରରୁ ପ୍ରକାଶ । ସ୍ଥାନୀୟ ଲୋକନୃତ୍ୟ, ଲୋକ ଗୀତ, ଲୋକନାଟକ ତଥା ଜିଲ୍ଲା ବାହାରର କଳାକାର, କଂସ ଦରବାର ରେ କଂସ ଭୂମିକାରେ ଅନିଲ କୁମାର ନାଏକ, ମୀନା ବଜାର ଓ ମୁଖ୍ୟତଃ ମାଁ ବନଦୁର୍ଗାଙ୍କ ପୂଜନୋତ୍ସବ ମହାସମାରୋହରେ ପାଳିତ ହେବା ସୂଚନା ଦେଇଛନ୍ତି । ଏହି କାର୍ଯ୍ୟକ୍ରମକୁ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ ସଭାପତି ସଂଜୟ ଗଡତ୍ୟା, ସଂପାଦକ ଜୟକୃଷ୍ଣ ମିଶ୍ର, ଉପସଭାପତି କୈଳାସ ସିଂଦେଓ, ସହ-ସଂପାଦକ ବିକାଶ ରଂଜନ ରଥ, ନରେନ୍ଦ୍ର ବିଶି, ଭରତ ସାହୁ, ଅଜୟ ଗଡତ୍ୟା, ଗିରିଧାରି ପୁଟା, ପ୍ରମୋଦ ପଟେଲ, ସ୍ୱେଚ୍ଛାସେବୀ ଗଗନ ନାଥ ପ୍ରମୁଖ ଆୟୋଜନରେ ନେତୃତ୍ୱ ନେଉଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like