-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

*ପି ଏମ ଶ୍ରୀ ମହାରାଜା ହାଇସ୍କୁଲ ଠାରେ ବାର୍ଷିକ ଉତ୍ସବ ପାଳିତ*

15-Mar-2026



- ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ପିଏମ ଶ୍ରୀ ମହାରାଜା ଉଚ୍ଚ ବିଦ୍ୟାଳୟ ସୋନପୁର ର ବାର୍ଷିକ ଉତ୍ସବ ପ୍ରଧାନ ଶିକ୍ଷକ, ଉଲୁଣ୍ଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅଜୟ ଲୁହା ଙ୍କ ସଭାପତିତ୍ବ ରେ ମହା ସମାରୋହରେ ପାଳିତ ହୋଇଯାଇଛି |ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଘନଶ୍ୟାମ ମେହେର ଯୋଗଦେଇ ସମୟାନୁବର୍ତ୍ତିତା ଓ ଗୁଣାତ୍ମକ ଶିକ୍ଷା ଉପରେ ବକ୍ତବ୍ୟ ଦେଇଥିଲେ |ସମ୍ମାନିତ ଅତିଥି ସୋନପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଲକ୍ଷ୍ମଣ ମିଶ୍ର ଜାତୀୟ ଶିକ୍ଷା ନୀତି 2020 ର ନୂତନ ଶିକ୍ଷା ପଦ୍ଧତି ଉପରେ ମାର୍ଗଦର୍ଶନ ରଖି ଶିକ୍ଷା, କ୍ରୀଡ଼ା, କଳା ସଂସ୍କୃତି ସବୁ କ୍ଷେତ୍ରରେ ସଫଳତା ହେବା ସହ  ଆମ ସମାଜ ପାଇଁ  ଭଲ ମଣିଷ ଟିଏ ହୋଇ ନିଜ କୁ ଗଢି ତୋଳିବା କୁ ପରାମର୍ଶ କରିଥିଲେ  | ମୁଖ୍ୟବକ୍ତା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ଶ୍ରୀଧର ବାଘ, ସମ୍ମାନିତ ଅତିଥି ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ କୃଷ୍ଣ ଚନ୍ଦ୍ର ପଣ୍ଡା, ସିଆରସିସି ଶ୍ରୀଯୁକ୍ତ ବ୍ରତାନନ୍ଦ ଭୋଇ, ଆୟୋଜକ ଶ୍ରୀମତୀ ଜୋଲିତା ମିଶ୍ର ଯୋଗଦେଇଥିଲେ | ବିଦ୍ୟାଳୟର ଛାତ୍ରମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ  ପରିବେଷଣ କରାଯାଇଥିଲା ।

ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା ବିଦ୍ୟାଳୟ ସ୍ତରରେ, ଜିଲ୍ଲା ସ୍ତରରୁ ମନୋନୀତ ହୋଇ ରାଜ୍ୟ ସ୍ତରକୁ ମନୋନୀତ ହୋଇଥିବା ସମସ୍ତ କୃତୀ ଛାତ୍ର ଙ୍କୁ ପୁରସ୍କୃତ କରା ଯାଇଥିଲା l  ୨୦୨୪/୨୫ ହାଇସ୍କୁଲ ଟପ୍ପର ଛାତ୍ର ତ୍ରିଲୋଚନ ସାହୁ, ଶ୍ରେଷ୍ଠ ଛାତ୍ର ଭାବେ ଆଦିତ୍ୟ ବେହେରା, ବେଷ୍ଟ ଏକାଡେମୀ ଭାବେ ସୋରିଓ ସାହୁ, କୋ କୋରିକୁଲାର କ୍ଷେତ୍ରରେ  ହରି ହର ଡାକୁଆ, ଶ୍ରେଷ୍ଠ କ୍ରୀଡ଼ାବିଦ୍ ଭାବେ ଶାଶ୍ଵତ କୁମାର ସାହୁ ଙ୍କୁ ପୁରସ୍କୃତ କରା ଯାଇଥିଲା l ଅନୁଲିତା ମିଶ୍ର, ଜୟନ୍ତୀ କୁମାରୀ ମେହେର, ସସ୍ମିତା ପାତ୍ର, ମମତା ମାଧୁରୀ ପଣ୍ଡା, ଦମୟନ୍ତୀ ଜଗଦଲା, ଗାୟତ୍ରୀ ସାହୁ, ତୃପ୍ତିକା ତ୍ରିପାଠୀ, ସୁଶ୍ରୀ ମିଶ୍ର, ଜ୍ୟୋତିର୍ମୟୀ ମିଶ୍ର, ଶୁଭଦ୍ରା ହର, ବିନୋଦିନୀ ମହାପାତ୍ର, ସୀମା ମହାପାତ୍ର, ପୁଷ୍ପାଞ୍ଜଳି ମହାଲିକ, ସୁଜାତା ସାହୁ, ଶୁଭଶ୍ରୀ ପ୍ରଧାନ, ନରେନ୍ଦ୍ର କୁମାର ଚାନ୍ଦ, ଅଜୟ କୁମାର ବେହେରା, ଜଗ ମୋହନ ସେନାପତି, ଶିବାଶିଷ ମିଶ୍ର ପ୍ରମୁଖ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, ସମସ୍ତ ଛାତ୍ର,  କର୍ମଚାରୀଙ୍କ ସହୋଯାଗ ରେ କାର୍ଯ୍ୟକ୍ରମ ଟି ସୁଚାରୁରୂପେ ସମ୍ପାଦିତ ହୋଇଥିଲା  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like