-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ରାଜନୀତି

ଛାତ୍ର ଛାତ୍ରୀଙ୍କ ଜୀବନ ଦର୍ପଣ ଭଳି ଅନୁମେୟ ବାର୍ଷିକ ଉତ୍ସବ

15-Mar-2026



ନୂଆପଡ଼ା (ରାମନାଥ ପଣ୍ଡା )
ଛାତ୍ର ଛାତ୍ରୀ ନିଜ ଅନ୍ତର୍ନିହିତ କଳାର  ପରିପ୍ରକାଶ କରିବା ଓ ସମାଜ ସାମ୍ନାରେ ସମ୍ମାନିତ ହେବାର ମଞ୍ଚ ହେଉଛି ବାର୍ଷିକ ଉତ୍ସବ ।ଆଜି ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ବାଗଲୋର ଆଶ୍ରମ ବିଦ୍ୟାଳୟ ଠାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ଯାଳୟର ପ୍ରଧାନ ଶିକ୍ଷକ ଚର୍ତୁଭୂଜ ନିଆଲଙ୍କ ସଭାପତିତ୍ବରେ  ଅନୁଷ୍ଠିତ ସଭାରେ ନିମନା କ୍ଲଷ୍ଟର ସିଆରସିସି ରିଖିରାମ ଜଗତ ମୁଖ୍ଯ ଅତିଥି, ଚିକଳଚୁଆ ସେବାଶ୍ରମ ପ୍ରଧାନ ଶିକ୍ଷକ ଧନିକର ଜଗତ ମୁଖ୍ୟ ବକ୍ତା, ସମ୍ମାନିତ ଅତିଥି ରୂପେ ବୋଡେନ ଏସ ଏସ ଡି ହାଇସ୍କୁଲ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଲିଙ୍ଗରାଜ ସା, କମଲାମାଲ ଆଶ୍ରମ ସ୍କୁଲ ପ୍ରଧାନ ଶିକ୍ଷକ ବିରାଳସେନ ନାଗ, ଏସ ଏମ ସି ସଭାପତି ଜଗବନ୍ଧୁ ମାଝୀ  ଯୋଗଦାନ କରିଥିଲେ  । ଶିକ୍ଷକ ଶରତ ଚନ୍ଦ୍ର ମେହେର ଅତିଥି ପରିଚୟ ପ୍ରଦାନ ଓ ମଞ୍ଚ ପରିଚାଳନା କରିଥିଲେ ।  ବିଦ୍ଯାଳୟ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ନିଆଲ  ବାର୍ଷିକ ବିବରଣୀ ପଠନ  କରିଥିଲେ । ଚଳିତ ବର୍ଷରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ର ଛାତ୍ରୀ ମାନଙ୍କୁ  ପୁରସ୍କାର ପ୍ରଦାନ କରାଯାଇ ଅତିଥି ଉତ୍ସାହିତ କରିବା ଦେଖିବାକୁ ମିଳିଥିଲା । ତଦପରେ ସାସ୍କୃତିକ କାର୍ଯ୍ଯକ୍ରମ ପରିବେଷଣ କରି ଛାତ୍ର ଛାତ୍ରୀ ସମସ୍ତଙ୍କୁ ବିମୋହିତ କରିପକାଇ ଥିଲେ ।ମେଟ୍ରନ ତପସ୍ବିନୀ ବାରିକ, ଏମ ସି ସି ଏ ଶାନ୍ତା ଶବର, ଏଲ ସି ସି ଏ ଚଞ୍ଚଳା ମାଝୀ,ସିସି ଏ   ଜନନୀ ମାଝୀ, ଯଶୋବନ୍ତି ମାଝୀ, ଚୈତନ୍ୟ ମାଝୀ  ପ୍ରମୁଖ କାର୍ଯ୍ୟକ୍ରମରେ  ସହଯୋଗ କରିଥିଲେ । ଶିକ୍ଷକ ଗଙ୍ଗାରାମ ମାଝୀ  ଧନ୍ଯବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like