-+91-9937148622 |

prerana_bgr@rediffmail.com |

  Friday 24th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||      ସ୍ତ୍ରୀ କୁ ହାଣି ହତ୍ୟା କଲା ସ୍ୱାମୀ - ଥାନା ରେ ଅଟକ ସ୍ୱାମୀ    (24-Jul-2026)       ||      ତଳସରା ବିଧାନସଭା କ୍ଷେତ୍ର ସ୍ତରୀୟ ଉନ୍ନୟନ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ   (23-Jul-2026)       ||      ଦିଲ୍ଲୀ ଜନ୍ତର-ମନ୍ତର ପ୍ରତିବାଦ ଓ ବିଜେଡ଼ି-କଂଗ୍ରେସ ଦୋମୁହାଁ ନୀତି ବିରୋଧରେ ବିଜେପିର ବିଶାଳ ଗର୍ଜନ*   (23-Jul-2026)       ||      "ଶିକ୍ଷାର ଗୁଣାତ୍ମକ ବିକାଶ ପାଇଁ ପ୍ରଧାନ ଶିକ୍ଷକଙ୍କ ନେତୃତ୍ୱ ହିଁ ସବୁଠାରୁ ବଡ଼ ଶକ୍ତି"   (23-Jul-2026)       ||      ପ୍ରଧାନ ଶିକ୍ଷକ ମାନଙ୍କ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ    (23-Jul-2026)       ||      କୋକସରା ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ଶିବିର ଅନୁଷ୍ଠିତ।   (23-Jul-2026)       ||      ଭାରତୀୟ ମଜଦୂର ସଂଘ ନୂଆପଡ଼ା ଶାଖା ଦ୍ଵାରା ୭୨ ତମ ପ୍ରତିଷ୍ଠା ଦିବସ ପାଳିତ   (23-Jul-2026)       ||      ମାୟାବର୍ହ। ହାଇସ୍କୁଲ ରେ ସ୍ୱାସ୍ଥ୍ୟ ପରୀକ୍ଷା   (23-Jul-2026)       ||      କୁମିଆପାଲି ଗ୍ରାମରେ ପୋଲିସ ସନ୍ତ୍ରାସ କୁ ଏସୟୁସିଆଇ (କମ୍ୟୁନିଷ୍ଟ )ପକ୍ଷରୁ ଦୃଢ଼ ନିନ୍ଦା   (23-Jul-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗର ଯୁଗ୍ମ ନିର୍ଦ୍ଦେଶକଙ୍କ ବଲାଙ୍ଗୀର ଗସ୍ତ    (23-Jul-2026)       ||      ଲଗାଣ ବର୍ଷା ଯୋଗୁଁ ଭାଙ୍ଗିଲା ମାଟି ଘର କାନ୍ଥ,ଅଳ୍ପକେ ବର୍ତ୍ତିଲେ ପରିବାର ସଦସ୍ୟ   (23-Jul-2026)       ||      *କିଡନୀ ଆକ୍ରାନ୍ତ ଅଞ୍ଚଳ ପରିଦର୍ଶନ କଲେ ଏମ୍ସ ର ଉଚ୍ଚ ସ୍ତରୀୟ ଡ଼ାକ୍ତରୀ ଦଳ*- *କାରଣ ଓ ନିରାକରଣ ଉପରେ ମତ ରଖିଲେ*-   (23-Jul-2026)       ||      ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର ଯୁଗ୍ମ ସମ୍ପାଦକ ହେଲେ ସତ୍ୟରଞ୍ଜନ   (23-Jul-2026)       ||      କୁନାସିଲା-ମହିବିଲା ରାସ୍ତା ଶୋଚନୀୟ ପିଚୁ ରାସ୍ତା ନିର୍ମାଣ ପାଇଁ ଦାବୀ।   (23-Jul-2026)       ||      ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା    (23-Jul-2026)       ||      ଖବର ଆଜିର, ତାରିଖ:୨୩/୦୭/୨୬, ଗୁରୁବାର    (23-Jul-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାର୍ଥୀଙ୍କ ଉପରେ  ପୋଲିସର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   (23-Jul-2026)       ||     

HOME   ଜିଲ୍ଲା

ଛାତ୍ର ଛାତ୍ରୀଙ୍କ ଜୀବନ ଦର୍ପଣ ଭଳି ଅନୁମେୟ ବାର୍ଷିକ ଉତ୍ସବ

15-Mar-2026



ନୂଆପଡ଼ା (ରାମନାଥ ପଣ୍ଡା )
ଛାତ୍ର ଛାତ୍ରୀ ନିଜ ଅନ୍ତର୍ନିହିତ କଳାର  ପରିପ୍ରକାଶ କରିବା ଓ ସମାଜ ସାମ୍ନାରେ ସମ୍ମାନିତ ହେବାର ମଞ୍ଚ ହେଉଛି ବାର୍ଷିକ ଉତ୍ସବ ।ଆଜି ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ବାଗଲୋର ଆଶ୍ରମ ବିଦ୍ୟାଳୟ ଠାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ଯାଳୟର ପ୍ରଧାନ ଶିକ୍ଷକ ଚର୍ତୁଭୂଜ ନିଆଲଙ୍କ ସଭାପତିତ୍ବରେ  ଅନୁଷ୍ଠିତ ସଭାରେ ନିମନା କ୍ଲଷ୍ଟର ସିଆରସିସି ରିଖିରାମ ଜଗତ ମୁଖ୍ଯ ଅତିଥି, ଚିକଳଚୁଆ ସେବାଶ୍ରମ ପ୍ରଧାନ ଶିକ୍ଷକ ଧନିକର ଜଗତ ମୁଖ୍ୟ ବକ୍ତା, ସମ୍ମାନିତ ଅତିଥି ରୂପେ ବୋଡେନ ଏସ ଏସ ଡି ହାଇସ୍କୁଲ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଲିଙ୍ଗରାଜ ସା, କମଲାମାଲ ଆଶ୍ରମ ସ୍କୁଲ ପ୍ରଧାନ ଶିକ୍ଷକ ବିରାଳସେନ ନାଗ, ଏସ ଏମ ସି ସଭାପତି ଜଗବନ୍ଧୁ ମାଝୀ  ଯୋଗଦାନ କରିଥିଲେ  । ଶିକ୍ଷକ ଶରତ ଚନ୍ଦ୍ର ମେହେର ଅତିଥି ପରିଚୟ ପ୍ରଦାନ ଓ ମଞ୍ଚ ପରିଚାଳନା କରିଥିଲେ ।  ବିଦ୍ଯାଳୟ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ନିଆଲ  ବାର୍ଷିକ ବିବରଣୀ ପଠନ  କରିଥିଲେ । ଚଳିତ ବର୍ଷରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ର ଛାତ୍ରୀ ମାନଙ୍କୁ  ପୁରସ୍କାର ପ୍ରଦାନ କରାଯାଇ ଅତିଥି ଉତ୍ସାହିତ କରିବା ଦେଖିବାକୁ ମିଳିଥିଲା । ତଦପରେ ସାସ୍କୃତିକ କାର୍ଯ୍ଯକ୍ରମ ପରିବେଷଣ କରି ଛାତ୍ର ଛାତ୍ରୀ ସମସ୍ତଙ୍କୁ ବିମୋହିତ କରିପକାଇ ଥିଲେ ।ମେଟ୍ରନ ତପସ୍ବିନୀ ବାରିକ, ଏମ ସି ସି ଏ ଶାନ୍ତା ଶବର, ଏଲ ସି ସି ଏ ଚଞ୍ଚଳା ମାଝୀ,ସିସି ଏ   ଜନନୀ ମାଝୀ, ଯଶୋବନ୍ତି ମାଝୀ, ଚୈତନ୍ୟ ମାଝୀ  ପ୍ରମୁଖ କାର୍ଯ୍ୟକ୍ରମରେ  ସହଯୋଗ କରିଥିଲେ । ଶିକ୍ଷକ ଗଙ୍ଗାରାମ ମାଝୀ  ଧନ୍ଯବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   24-Jul-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   24-Jul-2026
  ଜିଲ୍ଲା  
ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   24-Jul-2026
  ଜିଲ୍ଲା  
ସ୍ତ୍ରୀ କୁ ହାଣି ହତ୍ୟା କଲା ସ୍ୱାମୀ - ଥାନା ରେ ଅଟକ ସ୍ୱାମୀ   24-Jul-2026
  ଜିଲ୍ଲା  
ତଳସରା ବିଧାନସଭା କ୍ଷେତ୍ର ସ୍ତରୀୟ ଉନ୍ନୟନ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ   23-Jul-2026
  ଜିଲ୍ଲା  
ଦିଲ୍ଲୀ ଜନ୍ତର-ମନ୍ତର ପ୍ରତିବାଦ ଓ ବିଜେଡ଼ି-କଂଗ୍ରେସ ଦୋମୁହାଁ ନୀତି ବିରୋଧରେ ବିଜେପିର ବିଶାଳ ଗର୍ଜନ*   23-Jul-2026
  ଜିଲ୍ଲା  
"ଶିକ୍ଷାର ଗୁଣାତ୍ମକ ବିକାଶ ପାଇଁ ପ୍ରଧାନ ଶିକ୍ଷକଙ୍କ ନେତୃତ୍ୱ ହିଁ ସବୁଠାରୁ ବଡ଼ ଶକ୍ତି"   23-Jul-2026
  ଜିଲ୍ଲା  
ପ୍ରଧାନ ଶିକ୍ଷକ ମାନଙ୍କ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jul-2026
  ଜିଲ୍ଲା  
କୋକସରା ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ଶିବିର ଅନୁଷ୍ଠିତ।   23-Jul-2026
  ଜିଲ୍ଲା  
ଭାରତୀୟ ମଜଦୂର ସଂଘ ନୂଆପଡ଼ା ଶାଖା ଦ୍ଵାରା ୭୨ ତମ ପ୍ରତିଷ୍ଠା ଦିବସ ପାଳିତ   23-Jul-2026
  ଜିଲ୍ଲା  
ମାୟାବର୍ହ। ହାଇସ୍କୁଲ ରେ ସ୍ୱାସ୍ଥ୍ୟ ପରୀକ୍ଷା   23-Jul-2026
  ଜିଲ୍ଲା  
କୁମିଆପାଲି ଗ୍ରାମରେ ପୋଲିସ ସନ୍ତ୍ରାସ କୁ ଏସୟୁସିଆଇ (କମ୍ୟୁନିଷ୍ଟ )ପକ୍ଷରୁ ଦୃଢ଼ ନିନ୍ଦା   23-Jul-2026

You Might Also Like