-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ଗାଁ ପରିମଳ ଗାଁ ମୁଣ୍ଡରୁ - ସ୍ବଚ୍ଛତା ହିଁ ସେବା ସମ୍ପର୍କିତ କର୍ମଶାଳା

15-Mar-2026



ନୂଆପଡ଼ା  (ରାମନାଥ ପଣ୍ଡା )
ନୂଆପଡ଼ା ଜିଲ୍ଲା ଜାତୀୟ ସେବା ଯୋଜନା ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟ ବୋଡ଼େନ ଠାରେ ସ୍ବଚ୍ଛତା ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ନିର୍ଦ୍ଦେଶ କ୍ରମେ ନୂଆପଡ଼ା ଜିଲ୍ଲାରେ ଚାଲିଥିବା ଏକକ ବ୍ୟବହୃତ ପ୍ଲାଷ୍ଟିକ ମୁକ୍ତ ଅଭିଯାନର ' ଗାଁ ପରିମଳ ଗାଁ ମୁଣ୍ଡରୁ ' ନାମକ ଏହି ସଫେଇ କାର୍ଯ୍ୟକ୍ରମକୁ କଲେଜ କ୍ୟାମ୍ପସରେ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଆଜିର କର୍ମଶାଳା ଅନୁଷ୍ଠିତ କରାଯାଇଥିଲା । କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ରୂପେ ନିର୍ଭୟ ସୂଚନା ଜିଲ୍ଲା ରିପୋର୍ଟର ରାମନାଥ ପଣ୍ଡା,ଅଧ୍ୟାପିକା କେତକୀ ମେହେର,ଅଧ୍ୟାପିକା ଖୁସବୁ ମେହେର ପ୍ରମୁଖ ଯୋଗଦାନ କରିଥିଲେ।ବିଭିନ୍ନ କ୍ଷେତ୍ର ତଥା ବିଭିନ୍ନ ସ୍ତରରେ କୃତିତ୍ୱ ହାସଲ କରିଥିବା ସେବା ଯୋଜନାର ସ୍ବେଚ୍ଛାସେବୀଙ୍କୁ ଉତ୍କର୍ଷ ପ୍ରମାଣ ପତ୍ରମାନ ପ୍ରଦାନ କରାଯାଇ କାର୍ଯ୍ୟକ୍ରମ ସମାପ୍ତ କରାଯାଇଥିଲା ।କାର୍ଯ୍ୟକ୍ରମରେ ଜାତୀୟ ସେବା ଯୋଜନାର ସମସ୍ତ ସ୍ବେଚ୍ଛାସେବୀ ସମେତ ମହାବିଦ୍ୟାଳୟର କର୍ମଚାରୀ ଯୋଗଦାନ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like