-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ଜିଲ୍ଲା

ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ, ବଲାଙ୍ଗିର, ବିଶ୍ୱ ଖାଉଟି ଅଧିକାର ଦିବସ-୨୦୨୬

15-Mar-2026



ବଲାଙ୍ଗିର(ପ୍ରେରଣା ଖବର): ସହରାଞ୍ଚଳ ଅପେକ୍ଷା ଗ୍ରାମାଞ୍ଚରେ ଖାଉଟୀ ମାନଙ୍କ ଭିତରେ ଅଧିକ ସଚେତନତା ଆବଶ୍ୟକ ରହିଛି ବୋଲି ବିଶ୍ୱ ଖାଉଟୀ ଅଧିକାର ଦିଵସରେ ମତ ପ୍ରକାଶ ପାଇଛି। ଆଜି ବଲାଙ୍ଗିର ପତିତପାବନ ଏକାଡ଼େମୀ ସଭାଗୃହ ରେ ଅଖିଳ ଭାରତୀୟ ଗ୍ରାହକ ପଞ୍ଚାଯତ ବୈଧ ମାପ ବିଜ୍ଞାନ ଵିଭାଗ ସହାୟତାରେ ଅନୁଷ୍ଠିତ ସଚେତନତା ସଭାରେ ବକ୍ତା ମାନଙ୍କ ସହିତ ପ୍ରଶ୍ନ ଉତ୍ତର ବେଲେ ଗ୍ରାମାଞ୍ଚଳ ଖାଉଟୀ  ତର୍କ ସଂଗତ ସମର୍ଥନ ପାଇଁ ଗ୍ରାମାଞ୍ଚଳ ଖାଉଟି ଙ୍କ ସଚେତନତା ଜରୁରୀ ହୋଇ ପଡ଼ିଛି ବୋଲି କହିଥିଲେ।

ଚଳିତ ବର୍ଷ " ନିରାପଦ ଉତ୍ପାଦ - ଆତ୍ମ ବିଶ୍ୱାସୀ ଗ୍ରାହକ" ହେଉଚି ବିଶ୍ୱ ଗ୍ରାହକ ଅଧିକାର ଦିଵସ ୨୦୨୬ ର ବିଷୟବସ୍ତୁ।
ବିଷୟ ବସ୍ତୁ ଇପରେ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ରଞ୍ଜନ କୁମର ପଣ୍ଡା ମୁଖ୍ୟ ଅତିଥି,  ଜିଲ୍ଳା ଶିଳ୍ପ କେନ୍ଦ୍ରର ଭାରପ୍ରାପ୍ତ ସାଧାରଣ ପରିଚାଳକ ନିରୋଜ ରଞ୍ଜନ ପାଣିଗ୍ରାହି, ବୈଧ ମାପ ବିଜ୍ଞାନ ଵିଭାଗ ସହକାରୀ ନିୟନ୍ତ୍ରକ ସାଗରିକା ସାବତ, ବଲାଙ୍ଗିର ଜିଲ୍ଲାପରିଷଦ ସଭ୍ୟ ସିବଦତ୍ତ ମିଶ୍ର ମତ ପ୍ରକାଶ କରି ଖାଉଟି ବିଷୟକ ବିସ୍ତାର ପୂର୍ବକ ମତାମତ ଦେଇଥିଲେ। ଖାଉଟୀ ମନଙ୍କୁ ଦିଆଯାଇଥିବା ଅଧିକାର ହନନ ହେଲେ ଅଦାଲତ ରେ ବିନା କୌଣସି ଓକିଲ ସହାୟତା ନେଇ ଜିଲ୍ଳା, ରାଜ୍ଯ ଓ କେନ୍ଦ୍ରିୟ ଖାଉଟି ଅଦାଲତ ରେ ଆବେଦନ କରି  ନ୍ୟାୟ ପାଇ ପାରିବେ ବୋଲି କହିଥିଲେ। ଅନ୍ୟତମ

ଅତିଥଭାବେ ଅଖିଳ ଭାରତୀୟ ଗ୍ରାହକ ପଞ୍ଚାଯତ ପ୍ରାନ୍ତ ଅଧ୍ୟକ୍ଷ କିଶୋର ମୋହନ ମିଶ୍ର ଯୋଗଦେଇ ପଞ୍ଚାୟତ କାର୍ଯ୍ୟଶୈଳୀ ଉପରେ ବିସ୍ତୃତ ବିବରଣୀ ଦେଇଥିଲେ। ଜିଲ୍ଳା ସଭାପତି ଗୋପବନ୍ଧୁ ଶତପଥିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାକୁ ସମ୍ପାଦକ ଅଶୋକ କୁମାର ମିଶ୍ର ଦିଵସ ଉଦ୍ଦେଶ୍ୟ କହି ସଂଯୋଜନା କରିଥିଲେ। ପ୍ରାରମ୍ଭରେ ଦୀପ ପ୍ରଜ୍ବଳନ ପୂଜନ ପରେ ଗ୍ରାହକ ଗୀତ ଆବୃତ୍ତି କରାଯାଇଥିଲା। ଶେଷରେ ସଭ୍ୟ ଉମାଶଙ୍କର ସହୁ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like