-+91-9937148622 |

prerana_bgr@rediffmail.com |

  Friday 24th July 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳସରା ବିଧାନସଭା କ୍ଷେତ୍ର ସ୍ତରୀୟ ଉନ୍ନୟନ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ   (23-Jul-2026)       ||      ଦିଲ୍ଲୀ ଜନ୍ତର-ମନ୍ତର ପ୍ରତିବାଦ ଓ ବିଜେଡ଼ି-କଂଗ୍ରେସ ଦୋମୁହାଁ ନୀତି ବିରୋଧରେ ବିଜେପିର ବିଶାଳ ଗର୍ଜନ*   (23-Jul-2026)       ||      "ଶିକ୍ଷାର ଗୁଣାତ୍ମକ ବିକାଶ ପାଇଁ ପ୍ରଧାନ ଶିକ୍ଷକଙ୍କ ନେତୃତ୍ୱ ହିଁ ସବୁଠାରୁ ବଡ଼ ଶକ୍ତି"   (23-Jul-2026)       ||      ପ୍ରଧାନ ଶିକ୍ଷକ ମାନଙ୍କ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ    (23-Jul-2026)       ||      କୋକସରା ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ଶିବିର ଅନୁଷ୍ଠିତ।   (23-Jul-2026)       ||      ଭାରତୀୟ ମଜଦୂର ସଂଘ ନୂଆପଡ଼ା ଶାଖା ଦ୍ଵାରା ୭୨ ତମ ପ୍ରତିଷ୍ଠା ଦିବସ ପାଳିତ   (23-Jul-2026)       ||      ମାୟାବର୍ହ। ହାଇସ୍କୁଲ ରେ ସ୍ୱାସ୍ଥ୍ୟ ପରୀକ୍ଷା   (23-Jul-2026)       ||      କୁମିଆପାଲି ଗ୍ରାମରେ ପୋଲିସ ସନ୍ତ୍ରାସ କୁ ଏସୟୁସିଆଇ (କମ୍ୟୁନିଷ୍ଟ )ପକ୍ଷରୁ ଦୃଢ଼ ନିନ୍ଦା   (23-Jul-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗର ଯୁଗ୍ମ ନିର୍ଦ୍ଦେଶକଙ୍କ ବଲାଙ୍ଗୀର ଗସ୍ତ    (23-Jul-2026)       ||      ଲଗାଣ ବର୍ଷା ଯୋଗୁଁ ଭାଙ୍ଗିଲା ମାଟି ଘର କାନ୍ଥ,ଅଳ୍ପକେ ବର୍ତ୍ତିଲେ ପରିବାର ସଦସ୍ୟ   (23-Jul-2026)       ||      *କିଡନୀ ଆକ୍ରାନ୍ତ ଅଞ୍ଚଳ ପରିଦର୍ଶନ କଲେ ଏମ୍ସ ର ଉଚ୍ଚ ସ୍ତରୀୟ ଡ଼ାକ୍ତରୀ ଦଳ*- *କାରଣ ଓ ନିରାକରଣ ଉପରେ ମତ ରଖିଲେ*-   (23-Jul-2026)       ||      ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର ଯୁଗ୍ମ ସମ୍ପାଦକ ହେଲେ ସତ୍ୟରଞ୍ଜନ   (23-Jul-2026)       ||      କୁନାସିଲା-ମହିବିଲା ରାସ୍ତା ଶୋଚନୀୟ ପିଚୁ ରାସ୍ତା ନିର୍ମାଣ ପାଇଁ ଦାବୀ।   (23-Jul-2026)       ||      ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା    (23-Jul-2026)       ||      ଖବର ଆଜିର, ତାରିଖ:୨୩/୦୭/୨୬, ଗୁରୁବାର    (23-Jul-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାର୍ଥୀଙ୍କ ଉପରେ  ପୋଲିସର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   (23-Jul-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   (23-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   (23-Jul-2026)       ||      ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   (23-Jul-2026)       ||      ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା    (22-Jul-2026)       ||     

HOME   ଜିଲ୍ଲା

ମଧୁସୂଦନ ପାର୍କରେ ସ୍ୱାସ୍ଥ୍ୟ ସଚେତନତା ଶିବିର

15-Mar-2026



ଭୁବନେଶ୍ବର(ପ୍ରେରଣା ଖବର)ସ୍ଥାନୀୟ ପୋଖରୀପୁଟ ବି.ଡି.ଏ. କଲୋନୀରେ ଜଗନ୍ନାଥ ଯୋଗାଳୟ ଓ ଏସ୍.ଏମ୍. ହେଲଥ୍ କ୍ଲବର ମିଳିତ ସହଯୋଗରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି l ସଭାପତି ନିର୍ମଳ ଚନ୍ଦ୍ର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ଯକ୍ରମରେ ସଂଘର ସମ୍ପାଦକ ଆଇନୀଜୀବୀ ଲକ୍ଷ୍ମୀ ନାରାୟଣ ପାଢୀ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ l ମୁଖ୍ୟ ଅତିଥି  ଡାକ୍ତର ଅମିତିଆର ଯୋଗଦେଇ ବରିଷ୍ଠ ନାଗରିକ

ମାନଙ୍କ ଓଜନ, ବୟସ ବି.ଏମ୍.ଆଇ., ବି.ଏମ୍.ଆର୍. ଗ୍ୟାଷ୍ଟ୍ରିକ,ଡାଇବେଟିସ,ବ୍ଳଡପ୍ରେସର୍, ଜଏଣ୍ଟ  ପ୍ରୋବ୍ଲେମ୍, ବେକ୍ ପେନ୍ ପ୍ରଭୃତି  ପରୀକ୍ଷା କରି ସତର୍କତା ସମ୍ପର୍କରେ ଆଲୋଚନା କରିଥିଲେ l ଏଥିରେ ଡାଏଟିସିଆନ ଶୁଭଲକ୍ଷ୍ମୀ ରାଉତ, ମନୋରଞ୍ଜନ ସ୍ଵାଇଁ ପ୍ରମୂଖ ଯୋଗ ଦେଇ ନିରୋଗ ଜୀବନ ଯାପନ ପାଇଁ କେତେକ ଉପାଦେୟ ପରାମର୍ଶ ଦେଇଥିଲେ l ପଠାଣି ବେହେରା ଅତିଥି ପରିଚୟ ଦେଇଥିବା ବେଳେ ଏଚ୍.ବି. ଉଦ୍ ଗାତା ଶିବିର ପରିଚାଳନା କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ତରଣୀସେନ ନାୟକ, ନିରଞ୍ଜନ ସେନାପତି, ରସାନନ୍ଦ ସାହୁ, ଶିଶିର ଦାଶ, ଲମ୍ବୋଦର ପଣ୍ଡା, ସୁଦର୍ଶନ ମହାଳିକ, ସୀମାଞ୍ଚଳ ପାଢ଼ୀ, ପ୍ରଭାକର ସାହୁ, ହାଡିବନ୍ଧୁ ସାହୁ, ରବିନ୍ଦ୍ର ଭୋଳ, ଯଶୋବନ୍ତ କର, ଭାସ୍କର ଦାସ, ବିଷ୍ନୁ ଚରଣ ପ୍ରଧାନ, ଅଶୋକ କୁମାର ପ୍ରଧାନ ପ୍ରମୂଖ ଉପସ୍ଥିତ ଥିଲେ l ଶେଷରେ କୃଷ୍ଣ ପ୍ରସାଦ ଜେନା ଧନ୍ୟବାଦ ଅର୍ପଣ କରିଥିଲେ l 

           


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳସରା ବିଧାନସଭା କ୍ଷେତ୍ର ସ୍ତରୀୟ ଉନ୍ନୟନ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ   23-Jul-2026
  ଜିଲ୍ଲା  
ଦିଲ୍ଲୀ ଜନ୍ତର-ମନ୍ତର ପ୍ରତିବାଦ ଓ ବିଜେଡ଼ି-କଂଗ୍ରେସ ଦୋମୁହାଁ ନୀତି ବିରୋଧରେ ବିଜେପିର ବିଶାଳ ଗର୍ଜନ*   23-Jul-2026
  ଜିଲ୍ଲା  
"ଶିକ୍ଷାର ଗୁଣାତ୍ମକ ବିକାଶ ପାଇଁ ପ୍ରଧାନ ଶିକ୍ଷକଙ୍କ ନେତୃତ୍ୱ ହିଁ ସବୁଠାରୁ ବଡ଼ ଶକ୍ତି"   23-Jul-2026
  ଜିଲ୍ଲା  
ପ୍ରଧାନ ଶିକ୍ଷକ ମାନଙ୍କ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jul-2026
  ଜିଲ୍ଲା  
କୋକସରା ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ଶିବିର ଅନୁଷ୍ଠିତ।   23-Jul-2026
  ଜିଲ୍ଲା  
ଭାରତୀୟ ମଜଦୂର ସଂଘ ନୂଆପଡ଼ା ଶାଖା ଦ୍ଵାରା ୭୨ ତମ ପ୍ରତିଷ୍ଠା ଦିବସ ପାଳିତ   23-Jul-2026
  ଜିଲ୍ଲା  
ମାୟାବର୍ହ। ହାଇସ୍କୁଲ ରେ ସ୍ୱାସ୍ଥ୍ୟ ପରୀକ୍ଷା   23-Jul-2026
  ଜିଲ୍ଲା  
କୁମିଆପାଲି ଗ୍ରାମରେ ପୋଲିସ ସନ୍ତ୍ରାସ କୁ ଏସୟୁସିଆଇ (କମ୍ୟୁନିଷ୍ଟ )ପକ୍ଷରୁ ଦୃଢ଼ ନିନ୍ଦା   23-Jul-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ବିଭାଗର ଯୁଗ୍ମ ନିର୍ଦ୍ଦେଶକଙ୍କ ବଲାଙ୍ଗୀର ଗସ୍ତ   23-Jul-2026
  ଜିଲ୍ଲା  
ଲଗାଣ ବର୍ଷା ଯୋଗୁଁ ଭାଙ୍ଗିଲା ମାଟି ଘର କାନ୍ଥ,ଅଳ୍ପକେ ବର୍ତ୍ତିଲେ ପରିବାର ସଦସ୍ୟ   23-Jul-2026
  ଜିଲ୍ଲା  
*କିଡନୀ ଆକ୍ରାନ୍ତ ଅଞ୍ଚଳ ପରିଦର୍ଶନ କଲେ ଏମ୍ସ ର ଉଚ୍ଚ ସ୍ତରୀୟ ଡ଼ାକ୍ତରୀ ଦଳ*- *କାରଣ ଓ ନିରାକରଣ ଉପରେ ମତ ରଖିଲେ*-   23-Jul-2026
ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର ଯୁଗ୍ମ ସମ୍ପାଦକ ହେଲେ ସତ୍ୟରଞ୍ଜନ   23-Jul-2026

You Might Also Like