-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

"ରାଷ୍ଟ୍ରୀୟ ହିନ୍ଦୁ ଫ୍ରଣ୍ଟ"ର ସୁବର୍ଣ୍ଣପୁର ଜିଲ୍ଲା ସଭାପତି ହେଲେ ଶରତ

15-Mar-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ଭୁବନେଶ୍ୱର ବୁଲେନ ଭାଇ ସେବାସଦନ ଠାରେ "ରାଷ୍ଟ୍ରୀୟ ହିନ୍ଦୁ ଫ୍ରଣ୍ଟ" ଓଡିଶା ଶାଖାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ରାଜ୍ୟ ସଭାପତି  ବିପିନ ଦାସଙ୍କ ସଭାପତିତ୍ୱ ରେ ଆୟୋଜିତ ହୋଇଛି। ଏଥିରେ କେନ୍ଦ୍ରୀୟ ସଂଗଠନ ମହାମନ୍ତ୍ରୀ ଶ୍ରୀକ୍ରିଷ୍ଣା ମୁରାରୀ ପର୍ଯ୍ୟବେକ୍ଷକ ରୂପେ ଯୋଗ ଦେଇଥିଲେ। ଆଗାମୀ ତିନିବର୍ଷ ପାଇଁ ସଂଗଠନର ରାଜ୍ୟ କମିଟି ଓ ୩୪ଟି ସାଙ୍ଗଠନିକ ଜିଲ୍ଲା ପାଇଁ ସଭାପତି, ମହିଳା ସଭାନେତ୍ରୀ, ଯୁବସଭାପତି, ତିନିଜଣ ସାଧାରଣ ସମ୍ପାଦକ, ଛଅଜଣ ଉପସଭାପତି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସଦସ୍ୟାଙ୍କ ନାମ ଘୋଷଣା କରାଯାଇଛି। ଆଗାମୀ ଦିନରେ ଫ୍ରଣ୍ଟ ତରଫରୁ ସମଗ୍ର ରାଜ୍ୟରେ ହିନ୍ଦୁ ମାନଙ୍କୁ ମନ୍ଦିର ଚାଲ ଅଭିଯାନ ରେ ସାମିଲ କରିବା, ଗୋ-ସାଂପଦର ରକ୍ଷା ପାଇଁ କଠୋର ଆଇନ ପ୍ରଣୟନ, ରାଜ୍ୟର ମଠ ମନ୍ଦିର ଗୁଡିକୁ ସରକାରୀ କଣ୍ଟ୍ରୋଲରୁ ମୁକ୍ତ ରଖିବା, ସମସ୍ତଙ୍କ ପାଇଁ ଦ୍ୱେତ ସନ୍ତାନ ବାଧ୍ୟତା ମୂଳକ କରିବା ଆଦି କାର୍ଯ୍ୟକ୍ରମ ଆଗାମୀ ଦିନରେ ହାତକୁ ନିଆଯିବ ବୋଲି ରାଜ୍ୟ କୋର୍ଡିନେଟର  ବଳଦେବ ବେଦବାକ ପ୍ରକାଶ କରିଛନ୍ତି।  ଶରତ ମହାପାତ୍ର ଙ୍କୁ ରାଷ୍ଟ୍ରୀୟ ହିନ୍ଦୁ ଫ୍ରଣ୍ଟ ର ସୁବର୍ଣ୍ଣପୁର ଜିଲ୍ଲା ସଭାପତି ରୂପେ ମନୋନୀତ କରାଯାଇଛି। ଶରତ ଙ୍କୁ ଏଥିପାଇଁ ସୁବର୍ଣ୍ଣପୁର ଜିଲ୍ଲା ର ସବୁ ମହଲ ରୁ ଶୁଭେଚ୍ଛା ର ସୁଅ ଛୁଟିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like