-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ ପ୍ରଥମ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ

15-Mar-2026



ବଲାଙ୍ଗିର(ବିନୋଦ ଦୀପ): ବଲାଙ୍ଗିର ଜିଲ୍ଲା ନ୍ୟାୟାଳୟ ସହିତ ଜିଲ୍ଲାର ସମସ୍ତ ତାଲୁକ ସ୍ତର ଓ ତୁଷୁରା କୋର୍ଟରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଛି। ଏହି ଲୋକ ଅଦାଲତ ଜିଲ୍ଲା କୋର୍ଟ ପରିସରରେ ଭାରପ୍ରାପ୍ତ ଜିଲ୍ଲା ନ୍ୟାୟାଧୀଶ ମଳୟ ରଂଜନ ଦାଶ ଓ ଜିଲ୍ଲା ଆଇନ ସେବା ପ୍ରାଧିକରଣର ଭାରପ୍ରାପ୍ତ ସଚିବ ଶ୍ରୀଦୀପ୍ ମିଶ୍ରଙ୍କ ଉପସ୍ଥିତିରେ ପରିଚାଳିତ ହୋଇଥିଲା । 

ଏଥିରେ ବିମଲ କୁମାର ଚାନ୍ଦ, ଚେୟାରମ୍ୟାନ, ପି ଏଲ୍ ଏ, (ପି ୟୁ ଏସ୍), ଶ୍ରୀମତୀ ଅଞ୍ଜଳି ପାଢ଼ୀ, ଅତିରିକ୍ତ ଜିଲ୍ଲା ଜଜ୍ (ଦ୍ଵିତୀୟ), ମୁଖ୍ୟ ବିଚାର ବିଭାଗୀୟ ଅଧିକାରୀ, ଶଙ୍ଖ ଚକ୍ରବର୍ତୀ, ରେଜିଷ୍ଟ୍ରାର, ସିଭିଲ କୋର୍ଟ, ଶ୍ରୀଯୁକ୍ତ ଶ୍ରୀଦୀପ୍ ମିଶ୍ର,, ଶ୍ରୀମତୀ ବୈଶାଳୀ ନାୟକ, ସିଭିଲ୍ ଜଜ୍ (ବରିଷ୍ଠ), ଶ୍ରୀମତୀ ଅର୍ଣ୍ଣପୂର୍ଣ୍ଣା ଷଡଙ୍ଗୀ, ଅତିରିକ୍ତ ସିଭିଲ୍ ଜଜ୍ (ବରିଷ୍ଠ), ଶ୍ରୀମତୀ ଦୀପାରାଣୀ ଜେନା, (SDJM) ଶ୍ରୀମତୀ ସାସ୍ଵତୀ ମହାପାତ୍ର, ସିଭିଲ୍ ଜଜ୍ (କନିଷ୍ଠ), ଦୀପାଳି ଦାସ(ଜେ.ଏମ୍.ଏଫ୍.ସି), ଅର୍ଘ୍ୟରୂପା ମିଶ୍ର (ଜେ.ଏମ୍.ଏଫ୍.ସି), ଏବଂ ଜିଲ୍ଲା ବାର ର ପ୍ରାୟ ସମସ୍ତ ଅଧିବକ୍ତା ଉପସ୍ଥିତ ଥିଲେ । ଜିଲ୍ଲାର ବିଭିନ୍ନ ରାଜସ୍ୱ ଅଧିକାରୀ, ଜାତୀୟକରଣ ବ୍ୟାଙ୍କ, ଜଳ ବିଭାଗ, ବିଦ୍ୟୁତ ବିଭାଗ,  ଵି ଏସ ଏନ ଏଲ  ଓ ଅନ୍ୟାନ୍ୟ ବିଭାଗର କର୍ମଚାରୀମାନେ ମଧ୍ୟ ଏହି ଲୋକ ଅଦାଲତରେ ଭାଗ ନେଇଥିଲେ। ପ୍ରାଧିକରଣର ଭାରପ୍ରାପ୍ତ ଅଧ୍ୟକ୍ଷ ଶ୍ରୀଯୁକ୍ତ ମଳୟ ରଂଜନ ଦାଶଙ୍କ ନିର୍ଦ୍ଦେଶରେ ବଲାଙ୍ଗିର ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ସହଯୋଗରେ ପ୍ରାଧିକରଣ ପରିସରରେ ଉପସ୍ଥିତ ବ୍ୟକ୍ତିମାନଙ୍କର ବିଭିନ୍ନ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା ଓ ମାଗଣାରେ ଔଷଧ ବିତରଣ କରାଯାଇଥିଲା। ସଚେତନତା ବୃଦ୍ଧି ପାଇଁ ଦ୍ୱିତୀୟ ମଧ୍ୟସ୍ଥତା ଅଭିଯାନର ଶିବିର ମଧ୍ୟ ଖୋଲାଯାଇଥିଲା । 

ଏହି ରାଷ୍ଟ୍ରିୟ ଲୋକ ଅଦାଲତରେ ୧୫ଟି ଦେୱାନୀ ମକୋଦ୍ଦମା ଫଇସଲା ହୋଇ ୫୬୩୮୬୧ ଟଙ୍କାରେ ସେଟେଲ୍ ହୋଇଥିଲା । ୮ଟି ବ୍ୟାଙ୍କ ମକୋଦ୍ଦମାର ସମାଧାନ କରାଯାଇ ୩୦୧୪୬୧୨.୦୭ ଟଙ୍କାରେ ହୋଇଥିଲା । ୧୪ଟି ମଟର ଦୁର୍ଘଟଣା ଜନିତ ମାମଲାର ଫଇସଲା  କରାଯାଇ ମୋଟ୍ ୪୭୦୬୦୦୦ଟଙ୍କା କ୍ଷତିପୁରଣ ଦେବା ପାଇଁ ଆଦେଶ କରାଯାଇଥିଲା । ୩୮୬ଟି ଫୌଜଦାରି ମକୋଦ୍ଦମା ଫଇସଲା କରାଯାଇ ୩୭୭୨୫୮୫ଟଙ୍କା ରେ settle ହୋଇଥିଲା । ପାରିବାରିକ ମିଳାମିଶାରେ ୪ଟି ମାମଲା ଫଇସଲା ହୋଇଥିଲା । ୮୮୮୭ଟି ରାଜସ୍ୱ ମାମଲାର ବିଚାର କରାଯାଇଥିଲା ଏବଂ ଟ.୧୮୭୮୭୦୦/-ରାଜସ୍ୱ ଆଦାୟ କରାଯାଇଥିଲା ୧୫୨୦ଟି ପ୍ରାକ୍ ମକୋଦ୍ଦମା ମାମଲା ର ସମାଧାର କରାଯାଇ ୧୯୩୦୬୬୭୬ ଟଙ୍କା ରେ ସେଟେଲ୍ ହୋଇଥିଲା । ମୋଟ ୧୦୮୩୪ଟି ମୋକଦ୍ଦମା ଫଇସଲା କରାଯିବା ସହିତ ୩୩୨୪୨୪୩୪.୦୭ଟଙ୍କାରେ ସେଟେଲ୍ ହୋଇଥିଲା । 

ଉକ୍ତ ରାଷ୍ଟ୍ରୀୟ ଲୋକ ଅଦାଲତକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ବଲାଙ୍ଗିରର ସଚିବ (ଭାରପ୍ରାପ୍ତ) ଶ୍ରୀଦୀପ୍ ମିଶ୍ର ପରିଚାଳନା କରିଥିଲେ। ଆଇନ ଶୃଙ୍ଖଳା ରକ୍ଷାରେ ଜିଲ୍ଲା ପୋଲିସ ପ୍ରଶାସନ ସହଯୋଗ ପ୍ରଦାନ କରିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like