-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||     

HOME   ଜିଲ୍ଲା

ନବକୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ ର ଦ୍ଵିତୀୟ ଦିବସ

15-Mar-2026



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଭରସୂଜା ଗ୍ରାମ ରେ ନବ ମୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ ର ଦ୍ଵିତୀୟ ଦିବସ ରେ ବେଦ ଆବାହନ, ଯଜ୍ଞ ଆହୁତି ,ବିଚାର ଗୋଷ୍ଠୀ, ଦେବ ଦମ୍ପତି ସମ୍ମିଳନୀ ଓ ଦିପ ମହାଯଜ୍ଞ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏଥିରେ ବଲାଙ୍ଗୀର ଗାୟତ୍ରୀ ପରିବାର ର ଜିଲ୍ଲା ସଂଯୋଜକ ଶାନ୍ତନୁ ପାତ୍ର , ଗାୟତ୍ରୀ ମହାଯଜ୍ଞ ର ସଭାପତି ଉମାକାନ୍ତ ପୁଟେଲ , କୋଷାଧ୍ୟକ୍ଷ ସୁବାସ ସାହୁ ଓ ଆସ ଗଢ଼ିବା ସଂସ୍କାରବାନ ହେବା ପିଢ଼ିର ରାଜ୍ୟ ସଂଯୋଜକ ବିଚିତ୍ରା ନନ୍ଦ ସାହୁ ସହଯୋଗ କରି ଯଜ୍ଞ କୁ ଆଗେଇ ନେଉ ଥିବା ବେଳେ କମିଟି ର ଅନ୍ତର୍ଯ୍ୟାମୀ ଭୋଇ , ଶାନ୍ତନୁ ପାତ୍ର , ଅରୁଣ ପାତ୍ର , ଭକ୍ତରାମ ସାହୁ , ପାଣ୍ଡବ ପୁ ଟେ ଲ , ବିରସେନ ସାହୁ , ବିଚିତ୍ର। ନନ୍ଦ ପାତ୍ର , ଛବିଳ ବଗର୍ତ୍ତି , ଦିପ।ଞ୍ଜଳି ଭୋଇ , ନଳିନୀ ତ୍ରିପାଠୀ ପ୍ରମୁଖ ସହଯୋଗ କରୁଛନ୍ତି । ଏହି ଅବସର ରେ ଆଖପାଖ ହାରାହାରି ଦଶ ରୁ ଉର୍ଦ୍ଧ ଗ୍ରାମ ର ଭକ୍ତ ଙ୍କ ଭିଡ଼ ଦେଖିବାକୁ ମିଳିଛି । ଏହା ବ୍ୟତୀତ ୫ ହଜାର ଦିପ ପ୍ରଜ୍ୟୁଲନ କରାଯିବ ବୋଲି କମିଟି ସୂତ୍ର ରୁ ପ୍ରକାଶ ।ଏହି କାର୍ଯ୍ୟକ୍ରମ ରେ ପଣ୍ଡିତ ମାନେ ବିଭିନ୍ନ ବେଦ ଉପରେ ଆଲୋଚନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026

You Might Also Like