-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||     

HOME   ଜିଲ୍ଲା

ଆଦିତ୍ରୀ ଇନ୍‌ଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନ୍ସ (ଏମ୍ସ) ବଲାଙ୍ଗିର ନର୍ସିଂ ସ୍କୁଲ ତୃତୀୟ ଶପଥ ଗ୍ରହଣ ଉତ୍ସବ ବି.ଏସ୍‌.ସି. ନର୍ସିଂ ଓ ଜି.ଏନ୍‌.ଏମ୍ ୪୯ ଜଣ ଛାତ୍ର ଛାତ୍ରୀ ଶପଥ େନେଲ

15-Mar-2026



ବଲାଙ୍ଗିର- ବଲାଙ୍ଗିର ସହର ସ୍ଥିତ ସ୍ଥିତ ଆଦିତ୍ରୀ ଉନ୍‌ଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନ୍ସ ସୁଦପଡା ଶପଥ ଗ୍ରହଣ ଉତ୍ସବ ମହାସମୋରାହେର ପାଳିତ ହୋଇଯାଇଛି । ବି.ଏସ୍‌.ସି. ନର୍ସିଂ ୯ ଓ ଜି.ଏନ୍‌.ଏମ୍ ୪୯ ଜଣ ଛାତ୍ରଛାତ୍ରୀ ଶପଥ େନେଲ । ଆଦିତ୍ରୀ ନର୍ସିଂ ଅନୁଷ୍ଠାନର ପ୍ରତିଷ୍ଠାତା ପ୍ରଭାକର ମିଶ୍ରଙ୍କ ସଭାପତିତ୍ୱ ଓ ନେିଦ୍ଦର୍ଶିକା ମୋନାଲିସା ଯୋଷୀଙ୍କ ସେଂଯାଜନୋର ଏହି ଉତ୍ସବ ଅନୁଷ୍ଠିତ ହୋଇଥିଲା । ଉତ୍ସବେର ବଲାଙ୍ଗିର ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ପୁଷ୍ପାଞ୍ଜଳି ମିଶ୍ର ମୁଖ୍ୟ ଅତିଥି ଭୋବ ଯୋଗ ଦେଇ ଆଦର୍ଶ ସେବିକା ଓ ନିଷ୍ଠାପର ଭୋବ ସେବା କରିବାକୁ ଆହ୍ୱାନ ଦେଇଥେôଲ ।

ସମ୍ମାନିତ ଅତିଥି ଭାବେର ସରକାରୀ ଏ.ଏନ୍‌.ଏମ୍ ଟ୍ରେନିଂ ସେଣ୍ଟର ଅଧ୍ୟକ୍ଷ ବେିନାଦିନୀ ଦାଶ, ଉପେଦଷ୍ଟା ଡା. ସେିଦ୍ଧଶ୍ୱର ମିଶ୍ର ଓ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନେରନ୍ଦ୍ର ନାଥ ମିଶ୍ର ଯୋଗ ଦେଇ ତ୍ୟାଗପୂତ ସେବା ପାଇଁ ପ୍ରେରଣା ଦେଇଥେôଲ । ସରକାରୀ ଏ.ଏମ୍‌.ଏମ୍ ଟ୍ରେନିଂ ସେଣ୍ଟର ଟ୍ୟୁଟରଗଣ ବିଶ୍ୱ ବନ୍ଦିତା ମାହୁନ୍ତ, ସେନ୍ତାଷିନୀ ସ୍ୱାଇଁ, ଅଞ୍ଜଳୀ ବାରିକ, ଅନିତା ନାଏକ ଓ ମଞ୍ଜୁ ସେଠ ଅତିଥି ଭୋବ ଯୋଗ ଦେଇ ସମେୟାପେଯାଗୀ ନର୍ସିଂ ସେବା ପାଇଁ ଉତ୍ସାହିତ କରିଥେôଲ । ଉପାଧ୍ୟକ୍ଷା ପୂଜାରାଣୀ କୁଅଁର ଅଧ୍ୟାପକ ବୃନ୍ଦ ବଂଶୀଧର ଦାଶ, ଅନିଷା ହୋତା, ଅସିତ ଜେନା, ସୁଜାତା ମିର୍ଦ୍ଧା ପ୍ରମୁଖ କାର୍ଯ୍ୟକ୍ରମ କୁ ସହେଯାଗ କରିଥେôଲ । ଅନୁଷ୍ଠାନର ପରିଚାଳନା ଅଧ୍ୟକ୍ଷ ପ୍ରଦ୍ୟୁମ୍ନ କୁମାର ମିଶ୍ର ଧନ୍ୟବାଦ ଅପର୍ଣ କରିଥେôଲ । ଛାତ୍ର ଛାତରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026

You Might Also Like