-+91-9937148622 |

prerana_bgr@rediffmail.com |

  Wednesday 22nd July 2026 |

| | | |

R.N.I. Regd No. ODIODI/2010/46693

Breaking News

ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର    (22-Jul-2026)       ||      ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   (22-Jul-2026)       ||      ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   (22-Jul-2026)       ||      ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   (22-Jul-2026)       ||      ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   (22-Jul-2026)       ||      ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   (22-Jul-2026)       ||      ମ . ରାମପୁର ବ୍ଲକ ନୁନପୁର ଗ୍ରାମ ଚାଷ ଜମିରୁ ୧୧ କେ. ଭି ଲାଇନ ତାର ଚୋରି ପାଣି ଅଭାବରୁ ଚାଷୀ ହନ୍ତସନ୍ତ   (22-Jul-2026)       ||      ଦାବି ପୂରଣ ନହେଲେ ମା ଦୁଆରସନୀଙ୍କ ପୀଠରୁ ପଦଯାତ୍ରା ଚେତାବନୀ   (22-Jul-2026)       ||      *ନବରଙ୍ଗପୁର ଜିଲ୍ଲାରେ ହଜିବାକୁ ବସିଲାଣି ମଧୁର ଚୁନାମାଛ*   (22-Jul-2026)       ||      *ଜିଲ୍ଲା ପି ସି ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ - ଭ୍ରୁଣ ହତ୍ୟା ରୋକିବାକୁ ବ୍ୟାପକ ସଚେତନତା ଜରୁରୀ - ଏ ଡି ଏମ୍*   (22-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ କୃଷ୍ଣ କାଳୀୟ ଦଳନ ବଳରାମ ବେଶ ଦର୍ଶନ ଓ ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା ବଲାଙ୍ଗିର କଳାକାର ଙ୍କ ସଙ୍ଗୀତ ରେ ବିଭୋର ଦର୍ଶକ*   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ଅଗ୍ରଗତି ନେଇ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ସମୀକ୍ଷା ବୈଠକ   (22-Jul-2026)       ||      ଶଶଧର ପଣ୍ଡାକୁ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ସମୀକ୍ଷା କଲେ ନିର୍ବାଚନୀ ତାଲିକା ପର୍ଯ୍ୟବେକ୍ଷକ   (22-Jul-2026)       ||      ଏସ ଆଇ ଆର୍ ଉପରେ ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ରାଜନୈତିକ ଦଳଗୁଡ଼ିକ ସହିତ ବୈଠକ ଅନୁଷ୍ଠିତ   (21-Jul-2026)       ||      ସମ୍ବଲପୁର ବିଜେପି ଯୁବ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା   (21-Jul-2026)       ||      ବଡଟିକ। ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ            (21-Jul-2026)       ||      *ନୂଆପଡ଼ା ଜିଲ୍ଲା ଖଡିଆଳ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,*   (21-Jul-2026)       ||      ଆଦର୍ଶ ଶିକ୍ଷକ ସୁଧୀର ଚନ୍ଦ୍ର କରଙ୍କ ସ୍ମୃତିଚାରଣ ସଭା   (21-Jul-2026)       ||      ଅନ୍ତର୍ହିତ ହେଲେ ବରପାଲି ଆକାଶର ଧ୍ରୁବତାରା ବିଶିଷ୍ଟ ସମାଜସେବୀ ଧ୍ରୁବ ଚରଣ ମେହେରଙ୍କ ପରଲୋକ   (20-Jul-2026)       ||     

HOME   ଜିଲ୍ଲା

ଲୋପ ପାଇବାକୁ ବସିଲାଣି ତୋଟା ଓ ଧାନଖଳା

16-Mar-2026



(ରଂଜିତ ମହାନ୍ତି )
ଲୋପ ପାଇବାକୁ ବସିଲାଣି ତୋଟା ଓ ଧାନଖଳା 
ଗ୍ରାମଞ୍ଚଳ ରେ କମୁଛି ତୋଟା ଓ ଧାନଖଳା। ବହୁ ଦିନ ଆଗରୁ ଗାଁ ମାନଙ୍କ ତୋଟା ଦେଖିବାକୁ ମିଳୁଥିଲା। ଏବେ ଧୀରେ ଧୀରେ ବହୁଳ ମାତ୍ରା ରେ ଗଛ କଟା ହେବା ଫଳରେ ତୋଟା ସବୁ ଲୋପପାଇବାକୁ ବସିଲାଣି l ସେହି ତୋଟା ର ଗଛ ମୂଳ ରେ ଖରାଦିନେ ଲୋକ ବିଶ୍ରାମ ନେବା ସହିତ ଗରମ ରୁ ରକ୍ଷା ପାଇବା ଲାଗି ଗୋରୁଗାଈ ମଧ୍ୟ୍ୟ ଶୋଇ ରହିଥାନ୍ତି l ପିଲାଠାରୁ ବଡ଼ ପର୍ଯ୍ୟନ୍ତ ତୋଟା ରେ ଖରାବେଳେ ତାସ ଖେଳ ଠାରୁ ବିଭିନ୍ନ ଖେଳ ଖେଳିଥାନ୍ତି l ତାହା ଚାଷୀମାନେ ଧାନଖଳା କରି ଗଦା ମାଡି ରଖି ଥିବା ଧାନକୁ ଅମଳ କରିଥାନ୍ତି କିନ୍ତୁ ଏବେ ଧୀରେ ଧୀରେ ତୋଟା ଲୋପ ପାଇବାକୁ ବସିଲାଣି l   ଜମିରେ ମେସିନ ସାହାଯ୍ୟରେ ଧାନ କଟା ଅମଳ କରୁଥିବା ରୁ ଚାଷୀ ଖଳା ଉପରୁ ନିର୍ଭର କରୁନାହାନ୍ତି l ତୋଟା ରେ ଧାନ ସହିତ ଵାଦାମ, ବିରି, ମୁଗ ଅମଳ କରିଥାନ୍ତି ଅନ୍ୟପକ୍ଷରେ ଗୋରୁ ଗାଈ ମାନେ ପ୍ରଚଣ୍ଡ ଖରାରୁ ରକ୍ଷା ପାଇବା ପାଇଁ ଜଳାଶୟ ପାଣିପିଇ ତୋଟା ର ଥିବା ଗଛ ମୂଳେ ବିଶ୍ରାମ ନେଇଥାନ୍ତି l ଗଛ କଟା ହେବା ଦ୍ୱାରା ପରିବେଶ ଦିନ କୁ ସନ୍ତୁଳନ ହୋଇଛି।  ଆଗାମୀ ଦିନ ରେ ଏହି ସମାସ୍ୟା ଉପରେ ଯୁବପିଢ଼ି ଵୃଷରୋପଣ ବିଭିନ୍ନ ସ୍ଥାନରେ ଗଛ ନ ଲଗାଇ ଏହି ତୋଟା ଦେଖିବାକୁ ସାତସପନ ପାଳଟିବ


News Comment




Photo in News

Advertisment
Lastest News
  ଜିଲ୍ଲା  
ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର   22-Jul-2026
  ଜିଲ୍ଲା  
ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   22-Jul-2026
  ଜିଲ୍ଲା  
ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   22-Jul-2026
  ରାଜ୍ୟ  
ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   22-Jul-2026
  ରାଜ୍ୟ  
ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   22-Jul-2026
  ଜିଲ୍ଲା  
ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   22-Jul-2026
  ଜିଲ୍ଲା  
ମ . ରାମପୁର ବ୍ଲକ ନୁନପୁର ଗ୍ରାମ ଚାଷ ଜମିରୁ ୧୧ କେ. ଭି ଲାଇନ ତାର ଚୋରି ପାଣି ଅଭାବରୁ ଚାଷୀ ହନ୍ତସନ୍ତ   22-Jul-2026
  ଜିଲ୍ଲା  
ଦାବି ପୂରଣ ନହେଲେ ମା ଦୁଆରସନୀଙ୍କ ପୀଠରୁ ପଦଯାତ୍ରା ଚେତାବନୀ   22-Jul-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ହଜିବାକୁ ବସିଲାଣି ମଧୁର ଚୁନାମାଛ*   22-Jul-2026
  ଜିଲ୍ଲା  
*ଜିଲ୍ଲା ପି ସି ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ - ଭ୍ରୁଣ ହତ୍ୟା ରୋକିବାକୁ ବ୍ୟାପକ ସଚେତନତା ଜରୁରୀ - ଏ ଡି ଏମ୍*   22-Jul-2026
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ କୃଷ୍ଣ କାଳୀୟ ଦଳନ ବଳରାମ ବେଶ ଦର୍ଶନ ଓ ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା ବଲାଙ୍ଗିର କଳାକାର ଙ୍କ ସଙ୍ଗୀତ ରେ ବିଭୋର ଦର୍ଶକ*   22-Jul-2026
  ଜିଲ୍ଲା  
ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ଅଗ୍ରଗତି ନେଇ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ସମୀକ୍ଷା ବୈଠକ   22-Jul-2026

You Might Also Like