-+91-9937148622 |

prerana_bgr@rediffmail.com |

  Wednesday 22nd July 2026 |

| | | |

R.N.I. Regd No. ODIODI/2010/46693

Breaking News

ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   (22-Jul-2026)       ||      ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   (22-Jul-2026)       ||      ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   (22-Jul-2026)       ||      ମ . ରାମପୁର ବ୍ଲକ ନୁନପୁର ଗ୍ରାମ ଚାଷ ଜମିରୁ ୧୧ କେ. ଭି ଲାଇନ ତାର ଚୋରି ପାଣି ଅଭାବରୁ ଚାଷୀ ହନ୍ତସନ୍ତ   (22-Jul-2026)       ||      ଦାବି ପୂରଣ ନହେଲେ ମା ଦୁଆରସନୀଙ୍କ ପୀଠରୁ ପଦଯାତ୍ରା ଚେତାବନୀ   (22-Jul-2026)       ||      *ନବରଙ୍ଗପୁର ଜିଲ୍ଲାରେ ହଜିବାକୁ ବସିଲାଣି ମଧୁର ଚୁନାମାଛ*   (22-Jul-2026)       ||      *ଜିଲ୍ଲା ପି ସି ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ - ଭ୍ରୁଣ ହତ୍ୟା ରୋକିବାକୁ ବ୍ୟାପକ ସଚେତନତା ଜରୁରୀ - ଏ ଡି ଏମ୍*   (22-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ କୃଷ୍ଣ କାଳୀୟ ଦଳନ ବଳରାମ ବେଶ ଦର୍ଶନ ଓ ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା ବଲାଙ୍ଗିର କଳାକାର ଙ୍କ ସଙ୍ଗୀତ ରେ ବିଭୋର ଦର୍ଶକ*   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ଅଗ୍ରଗତି ନେଇ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ସମୀକ୍ଷା ବୈଠକ   (22-Jul-2026)       ||      ଶଶଧର ପଣ୍ଡାକୁ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ସମୀକ୍ଷା କଲେ ନିର୍ବାଚନୀ ତାଲିକା ପର୍ଯ୍ୟବେକ୍ଷକ   (22-Jul-2026)       ||      ଏସ ଆଇ ଆର୍ ଉପରେ ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ରାଜନୈତିକ ଦଳଗୁଡ଼ିକ ସହିତ ବୈଠକ ଅନୁଷ୍ଠିତ   (21-Jul-2026)       ||      ସମ୍ବଲପୁର ବିଜେପି ଯୁବ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା   (21-Jul-2026)       ||      ବଡଟିକ। ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ            (21-Jul-2026)       ||      *ନୂଆପଡ଼ା ଜିଲ୍ଲା ଖଡିଆଳ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,*   (21-Jul-2026)       ||      ଆଦର୍ଶ ଶିକ୍ଷକ ସୁଧୀର ଚନ୍ଦ୍ର କରଙ୍କ ସ୍ମୃତିଚାରଣ ସଭା   (21-Jul-2026)       ||      ଅନ୍ତର୍ହିତ ହେଲେ ବରପାଲି ଆକାଶର ଧ୍ରୁବତାରା ବିଶିଷ୍ଟ ସମାଜସେବୀ ଧ୍ରୁବ ଚରଣ ମେହେରଙ୍କ ପରଲୋକ   (20-Jul-2026)       ||      ଦ୍ୱିତୀୟ ଦିନ ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍♦️ ୧୧ ବର୍ଷ ବାଳକ ଫାଇନାଲରେ ସମର୍ଥ ଓ ଅର୍ଣ୍ଣବ ମୁକାବିଲା   (20-Jul-2026)       ||      ବଡ଼ଗାଁ ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (20-Jul-2026)       ||      ବରପାଲିରେ ରାଜ୍ୟ ସ୍ତରୀୟ ଶ୍ରୀ ଜଗନ୍ନାଥ ଚିତ୍ରକଳା ପ୍ରଦର୍ଶନୀ ଉଦ୍‌ଯାପିତ।   (20-Jul-2026)       ||     

HOME   ଜିଲ୍ଲା

ବରପାଲି BEO ଅଫିସ୍‌ର ଆକାଉଣ୍ଟାଣ୍ଟ ଭିଜିଲାନ୍ସ_ଜାଲରେ,

16-Mar-2026



ବରପାଲି  (ସୁଦାମ ଦୀପ )
ବରଗଡ଼ ଜିଲ୍ଲା ବରପାଲି ବ୍ଲକ୍ ଏଡ୍ୟୁକେସନ୍ ଅଫିସ୍‌ର ଜୁନିୟର କ୍ଲାର୍କ-କମ୍-ଆକାଉଣ୍ଟାଣ୍ଟ ରଜନୀ କାନ୍ତ କରଙ୍କୁ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି। ବକେୟା ବେତନ ବିଲ୍ ପ୍ରସ୍ତୁତ କରିବା ପାଇଁ ଜଣେ କର୍ମଚାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ଦାବି କରି ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଥିଲା। ଅଭିଯୋଗକାରୀ କର୍ମଚାରୀ ବହୁବାର ଅନୁରୋଧ କରିଥିଲେ ମଧ୍ୟ ଆକାଉଣ୍ଟାଣ୍ଟ ରଜନୀ କାନ୍ତ କର ବକେୟା ବେତନ ଉତ୍ତୋଳନ ପାଇଁ ବିଲ୍ ପ୍ରସ୍ତୁତ କରୁନଥିଲେ। ବିଲ୍ କରିଦେବା ପାଇଁ ସେ ୬ ହଜାର ଟଙ୍କା ଲାଞ୍ଚ ଦାବି କରିଥିବା ଅଭିଯୋଗ ହୋଇଥିଲା।ଏନେଇ ଭିଜିଲାନ୍ସରେ ଅଭିଯୋଗ ପରେ ଆଜି ଟ୍ରାପ୍ ଅପରେସନ୍ କରାଯାଇ ଲାଞ୍ଚ ନେଉଥିବା ସମୟରେ ତାଙ୍କୁ ଧରାଯାଇଥିଲା। ତାଙ୍କଠାରୁ ୬ ହଜାର ଟଙ୍କା ଜବତ କରାଯାଇଛି। ଏହି ଘଟଣାରେ ସମ୍ବଲପୁର ଭିଜିଲାନ୍ସ ଥାନାରେ ମାମଲା ରୁଜୁ ହୋଇଥିବା ବେଳେ ଅଭିଯୁକ୍ତଙ୍କ ସହ ସଂପୃକ୍ତ ଦୁଇଟି ସ୍ଥାନରେ ସମ୍ପତ୍ତି ତଦନ୍ତ ଚାଲିଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   22-Jul-2026
  ରାଜ୍ୟ  
ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   22-Jul-2026
  ଜିଲ୍ଲା  
ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   22-Jul-2026
  ଜିଲ୍ଲା  
ମ . ରାମପୁର ବ୍ଲକ ନୁନପୁର ଗ୍ରାମ ଚାଷ ଜମିରୁ ୧୧ କେ. ଭି ଲାଇନ ତାର ଚୋରି ପାଣି ଅଭାବରୁ ଚାଷୀ ହନ୍ତସନ୍ତ   22-Jul-2026
  ଜିଲ୍ଲା  
ଦାବି ପୂରଣ ନହେଲେ ମା ଦୁଆରସନୀଙ୍କ ପୀଠରୁ ପଦଯାତ୍ରା ଚେତାବନୀ   22-Jul-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ହଜିବାକୁ ବସିଲାଣି ମଧୁର ଚୁନାମାଛ*   22-Jul-2026
  ଜିଲ୍ଲା  
*ଜିଲ୍ଲା ପି ସି ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ - ଭ୍ରୁଣ ହତ୍ୟା ରୋକିବାକୁ ବ୍ୟାପକ ସଚେତନତା ଜରୁରୀ - ଏ ଡି ଏମ୍*   22-Jul-2026
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ କୃଷ୍ଣ କାଳୀୟ ଦଳନ ବଳରାମ ବେଶ ଦର୍ଶନ ଓ ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା ବଲାଙ୍ଗିର କଳାକାର ଙ୍କ ସଙ୍ଗୀତ ରେ ବିଭୋର ଦର୍ଶକ*   22-Jul-2026
  ଜିଲ୍ଲା  
ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ଅଗ୍ରଗତି ନେଇ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ସମୀକ୍ଷା ବୈଠକ   22-Jul-2026
  ଜିଲ୍ଲା  
ଶଶଧର ପଣ୍ଡାକୁ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ   22-Jul-2026
  ଜିଲ୍ଲା  
ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ସମୀକ୍ଷା କଲେ ନିର୍ବାଚନୀ ତାଲିକା ପର୍ଯ୍ୟବେକ୍ଷକ   22-Jul-2026
  ଜିଲ୍ଲା  
ଏସ ଆଇ ଆର୍ ଉପରେ ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ରାଜନୈତିକ ଦଳଗୁଡ଼ିକ ସହିତ ବୈଠକ ଅନୁଷ୍ଠିତ   21-Jul-2026

You Might Also Like