-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ପ୍ରାକ୍ତନ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରତିଷ୍ଠାତା ଶିକ୍ଷକ ଓ କର୍ମଚାରୀ ସମ୍ମାନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ

16-Mar-2026



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜ଼ିଲ୍ଲା କଣ୍ଟାମାଲ ବ୍ଲକ ଖଟଖଟିଆ ଶ୍ରୀ ଜଗନ୍ନାଥ ସରକାରୀ ଉଚ୍ଚ ବିଦ୍ୟାପୀଠର ପ୍ରାକ୍ତନ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରତିଷ୍ଠାତା ଶିକ୍ଷକ ଓ କର୍ମଚାରୀ ସମ୍ମାନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ଏହି ଅବସରରେ ବିଦ୍ୟାଳୟର ଅନୁଷ୍ଠିତ ସାଧାରଣ ସଭାରେ ବିଦ୍ୟାଳୟର ୧୯୮୬ ମାଟ୍ରିକ ବ୍ୟାଚର   ଛାତ୍ରୀ ସନ୍ଧ୍ୟାରାଣୀ ପ୍ରଧାନଙ୍କ ସଭାପତିତ୍ୱ କରିଥିବାବେଳେ ପ୍ରତିଷ୍ଠାତା ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସତ୍ୟବାନ ବସ୍ତିଆ ପ୍ରତିଷ୍ଠାତା ବିଜ୍ଞାନ ଶିକ୍ଷକ  ବିଜୟ ପ୍ରଧାନ ହିନ୍ଦୀ ଶିକ୍ଷକ ନରେନ୍ଦ୍ର ପ୍ରଧାନ , ସଂସ୍କୃତ ଶିକ୍ଷକ ଜୟକୃଷ୍ଣ ପ୍ରଧାନ ଇତିହାସ ଶିକ୍ଷକ ଭୁବନେଶ୍ୱର ବସ୍ତିଆ ଖେଳ ଶିକ୍ଷକ ପଞ୍ଚାନନ ପ୍ରଧାନ ଜୟନ୍ତ ପ୍ରଧାନ , ପ୍ରତିଷ୍ଠାତା କ୍ଲାର୍କ  ତରଣୀସେନ ବସ୍ତିଆ , କର୍ମଚାରୀ ପ୍ରଦୀପ ଖେତୀ ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟର ପ୍ରତିଷ୍ଠାତା ତଥା ଏ ଅଞ୍ଚଳର ଜଣାଶୁଣା ରାଜନୈତିକ ବ୍ୟକ୍ତିତ୍ୱ ତଥା ସମାଜସେବୀ ସ୍ବର୍ଗତ ସୋମନାଥ ବସ୍ତିଆ ଭୂମିଦାନ କରିବା ସଂଗେ ସଂଗେ ଏହି ଅଞ୍ଚଳ ଶିକ୍ଷାକ୍ଷେତ୍ରରେ ଆଗକୁ ବଢାଇବା ପାଇଁ ଅଂଚଳର କେତେକ ବିଶିଷ୍ଟ ବ୍ୟକ୍ତିଙ୍କ ସହଯୋଗ ରେ ବିଦ୍ୟାଳୟଟିକୁ  ୧୯୮୩ ମସିହାରେ ପ୍ରତିଷ୍ଠିତ ହୋଇଥିଲା | ଏଥିରେ   ତାଙ୍କ ଗୁରୁତ୍ୱପୂର୍ଣ୍ଣ  ଭୂମିକାକୁ  ଭୁୟସୀ ପ୍ରସଂଶା କରିଥିଲେ | ଏବଂ ସେହି ସମୟରେ ବିଦ୍ୟାଳୟର ଶୈଖିକ ମାହୋଲ କେମିତିଥିଲା ତାହା ବଖାଣିଥିଲେ | ପରେ  ପୁରାତନ ଛାତ୍ରଛାତ୍ରୀମାନେ ବିଦ୍ୟାଳୟରେ ପଢ଼ୁଥିବା ସମୟରେ ଘଟିଥିବା ସ୍ମରଣୀୟ ମୁହୂର୍ତ୍ତ ଗୁଡିକୁ ମାନେ ପକାଇଥିଲେ | ଫଳରେ ବିଦ୍ୟାଳରେ ଶିକ୍ଷକ ଓ ପ୍ରାକ୍ତନ ଛାତ୍ରଛାତ୍ରୀଙ୍କ ଭିତରେ ଏକ ଭାବବିହ୍ଵଳପୂର୍ଣ୍ଣ ପରିବେଶ ଦେଖିବାକୁ ମିଳିଥିଲା |  ଏହି  ଅବସରରେ ବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ହରିହର ପ୍ରଧାନ , ସମ୍ପାଦକ ଦେବରାଜ ବସ୍ତିଆ , ସଭ୍ୟ ପଞ୍ଚାନନ ଅମାତ , ଲିଙ୍ଗରାଜ ପ୍ରଧାନ ସମେତ ଅନେକ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦେଇ ଏଭଳି କାର୍ଯ୍ୟକ୍ରମ ପାଇଁ ପ୍ରାକ୍ତନ ଛାତ୍ରଛାତ୍ରୀଙ୍କ ଭୁୟସୀ ପ୍ରସଂଶା କରିଥିଲେ | 
 ପରେ ପ୍ରତିଷ୍ଠାତା ଶିକ୍ଷକ ଓ କର୍ମଚାରୀଙ୍କୁ ସମ୍ମାନ ପତ୍ର ଓ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା | ଏବଂ  ଶେଷରେ ସମସ୍ତ ଶିକ୍ଷକଙ୍କୁ ନେଇ ଏକ ଶୋଭାଯାତ୍ରାରେ ଗ୍ରାମପରିକ୍ରମା କରାଯାଇଥିଲା | ବିଦ୍ୟାଳୟର ପ୍ରାକ୍ତନ ଛାତ୍ର ସଂଜୀବ କୁମାର ବସ୍ତିଆଙ୍କ ଅବାହକତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କୋଷାଧକ୍ଷ ଭାବେ ପ୍ରାକ୍ତନ ଛାତ୍ର କାଶୀ ବିଶ୍ୱନାଥ କର୍ଣ୍ଣ କୋଷାଧକ୍ଷ ଦାୟିତ୍ୱ ତୁଲାଇଥିଲେ | ପ୍ରାକ୍ତନ ଛାତ୍ର ଭାର୍ଜନ ପ୍ରଧାନ ସ୍ୱାଗତ ଭାଷଣ ଦେଇଥିବା ବେଳେ ରଞ୍ଜନ ପାତ୍ର  ଅତିଥି ପରିଚୟ  ପ୍ରଦାନ କରିଥିଲେ | ରଂଯୁ ଅମାତ ମଂଚ ପରିଚାଳନା କରିଥିବାବେଳେ ପ୍ରାକ୍ତନ ଛାତ୍ରୀ ତଥା  ବିଦ୍ୟାଳୟର ବର୍ତ୍ତମାନ ର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଯାଜ୍ଞସେନୀ ଖେତୀ ଧନ୍ୟବାଦ ଅର୍ପଣ କରିଥିଲେ |  ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ବର୍ତ୍ତମାନ ର ଶିକ୍ଷକ , କର୍ମଚାରୀ ସମେତ  ସମସ୍ତ ପୁରାତନ ଓ ବର୍ତ୍ତମାନ ର ଛାତ୍ରଛାତ୍ରୀ ଉପସ୍ଥିତ ରହି ସମସ୍ତ ପ୍ରକାର ସହଯୋଗ କରିଥିଲେ | ବିଦ୍ୟାଳୟର ପ୍ରାକ୍ତନ ଛାତ୍ରଛାତ୍ରୀମାନେ ଏହି ଅବସରରେ ବହୁ ଦିନ ପରେ ନିଜ ଶିକ୍ଷକଙ୍କ ସମେତ ନିଜ ବ୍ୟାଚ ର ବନ୍ଧୁ ମାନଙ୍କ ଭେଟ ହୋଇଥିବାରୁ ଏବଂ ଏହି ମୁହୂର୍ତ୍ତକୁ ସ୍ମରଣୀୟ କରିବା ପାଇଁ ପରସ୍ପର ସହିତ  ଫୋଟୋ ଉଠାଉଥିବା ଦେଖିବାକୁ ମିଳିଥିଲା |


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like