-+91-9937148622 |

prerana_bgr@rediffmail.com |

  Wednesday 22nd July 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ଅଗ୍ରଗତି ନେଇ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ସମୀକ୍ଷା ବୈଠକ   (22-Jul-2026)       ||      ଶଶଧର ପଣ୍ଡାକୁ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ସମୀକ୍ଷା କଲେ ନିର୍ବାଚନୀ ତାଲିକା ପର୍ଯ୍ୟବେକ୍ଷକ   (22-Jul-2026)       ||      ଏସ ଆଇ ଆର୍ ଉପରେ ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ରାଜନୈତିକ ଦଳଗୁଡ଼ିକ ସହିତ ବୈଠକ ଅନୁଷ୍ଠିତ   (21-Jul-2026)       ||      ସମ୍ବଲପୁର ବିଜେପି ଯୁବ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା   (21-Jul-2026)       ||      ବଡଟିକ। ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ            (21-Jul-2026)       ||      *ନୂଆପଡ଼ା ଜିଲ୍ଲା ଖଡିଆଳ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,*   (21-Jul-2026)       ||      ଆଦର୍ଶ ଶିକ୍ଷକ ସୁଧୀର ଚନ୍ଦ୍ର କରଙ୍କ ସ୍ମୃତିଚାରଣ ସଭା   (21-Jul-2026)       ||      ଅନ୍ତର୍ହିତ ହେଲେ ବରପାଲି ଆକାଶର ଧ୍ରୁବତାରା ବିଶିଷ୍ଟ ସମାଜସେବୀ ଧ୍ରୁବ ଚରଣ ମେହେରଙ୍କ ପରଲୋକ   (20-Jul-2026)       ||      ଦ୍ୱିତୀୟ ଦିନ ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍♦️ ୧୧ ବର୍ଷ ବାଳକ ଫାଇନାଲରେ ସମର୍ଥ ଓ ଅର୍ଣ୍ଣବ ମୁକାବିଲା   (20-Jul-2026)       ||      ବଡ଼ଗାଁ ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (20-Jul-2026)       ||      ବରପାଲିରେ ରାଜ୍ୟ ସ୍ତରୀୟ ଶ୍ରୀ ଜଗନ୍ନାଥ ଚିତ୍ରକଳା ପ୍ରଦର୍ଶନୀ ଉଦ୍‌ଯାପିତ।   (20-Jul-2026)       ||      ହେରା ପଞ୍ଚମୀରେ ଗୁଣ୍ଡିଚା ଆଡ଼ପ ମଣ୍ଡପରେ ପ୍ରଭୁଙ୍କ ରାମ-ଲକ୍ଷ୍ମଣ ଅବତାର ବେଶ   (20-Jul-2026)       ||      ସିଂଘିଯୁବା ପଞ୍ଚାୟତ କାର୍ଯ୍ୟାଳୟରେ ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଶିବିର ଅନୁଷ୍ଠିତ   (20-Jul-2026)       ||      ପ୍ରଧାନ ଶିକ୍ଷକଙ୍କ ବଦଳି ସ୍ଥଗିତ ଦାବୀରେ ଗ୍ରାମବାସୀ ସ୍କୁଲରେ ତାଲା ମାରିଲେ ।   (20-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ ବେଶ ଦର୍ଶନ ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ପାଇଁ ଚଳ ଚଞ୍ଚଳ ଶ୍ରୀ ଗୁଣ୍ଡିଚା ମନ୍ଦିର*-   (20-Jul-2026)       ||      ଆମେରିକାର ରୋଡ଼ସ ଆଇଲ୍ୟାଣ୍ଡରେ ରଥଯାତ୍ରାର ଭବ୍ୟ ଆୟୋଜନ*   (20-Jul-2026)       ||      ସୁପ୍ରିୟା ମାର୍ଗ ରେ ରୌପ୍ୟ ଜୟନ୍ତୀ♦️♦️ ରଥଯାତ୍ରା ଅବସରରେ ନିଆରା କାର୍ଯ୍ୟକ୍ରମ    (20-Jul-2026)       ||      ଅଳ୍ପରେ ଦେଶ ବିଦେଶର ଅନେକ ଖବର.....   (20-Jul-2026)       ||      ଦିଗୁଲମାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଚାଳନା କମିଟି ଗଠିତ   (20-Jul-2026)       ||     

HOME   ଜିଲ୍ଲା

ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, ଆସନ୍ତାକାଲି ହାଇସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା

16-Mar-2026



ବଲାଙ୍ଗୀର (ବିନୋଦ ଦୀପ): ଆଜି ସ୍ଥାନୀୟ ପତିତପାବନ ଏକାଡେମୀ ଠାରେ ପ୍ରଥମରୁ ଦଶମ ଶ୍ରେଣୀ ର ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥଲା। ଏଥିରେ ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ ମାନେ ଯୋଗ ଦେଇ 

ଦିଆଯାଇଥିବା ବିଷୟବସ୍ତୁ ଉପରେ ଚିତ୍ରାଙ୍କନ ପ୍ରସ୍ତୁତ କରିଥିଲେ। ପ୍ରେରଣାର ସମ୍ପାଦକ ରଘୁ ନନ୍ଦନ ସିଂହ ଙ୍କ ପରିଚାଳନାରେ ଅନୁଷ୍ଠିତ ଏହି ପ୍ରତିଯୋଗିତାର ବିଭିନ୍ନ ବିଭାଗ ର ବିଚାରକ ଭାବରେ ଚିତ୍ରଶିଳ୍ପୀ ସତ୍ୟ ସିଂହଦେଓ, ମଦନ

ଜୁଏଡ, ଐଶ୍ଚର୍ଯ୍ୟା ଦାସ, ସ୍ୱରୂପା ରାଣୀ ଠାକୁର, ଧୀରେନ୍ଦ୍ର ନାରାୟଣ ସିଂହଦେଓ, ଓ ଆଶଲତା ସେଠୀ ଯୋଗ ଦେଇ କୃତୀ ପ୍ରତିଯୋଗୀ ମାନଙ୍କ ନାମ ଘୋଷଣା କରିଥିଲେ। ଆସନ୍ତା କାଲି ସକାଳ ୯ଟା ସମୟରେ ପ୍ରେରଣା ତରଫରୁ ସ୍ଥାନୀୟ ସରକାରୀ ବାଳିକା ବିଦ୍ୟାଳୟ ଠାରେ ହାଇସ୍କୁଲ ଓ କଲେଜେ ସ୍ତରୀୟ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଇଛୁକ ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରିବାକୁ ପ୍ରେରଣା ତରଫରୁ ଅନୁରୋଧ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ଅଗ୍ରଗତି ନେଇ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ସମୀକ୍ଷା ବୈଠକ   22-Jul-2026
  ଜିଲ୍ଲା  
ଶଶଧର ପଣ୍ଡାକୁ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ   22-Jul-2026
  ଜିଲ୍ଲା  
ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ସମୀକ୍ଷା କଲେ ନିର୍ବାଚନୀ ତାଲିକା ପର୍ଯ୍ୟବେକ୍ଷକ   22-Jul-2026
  ଜିଲ୍ଲା  
ଏସ ଆଇ ଆର୍ ଉପରେ ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ରାଜନୈତିକ ଦଳଗୁଡ଼ିକ ସହିତ ବୈଠକ ଅନୁଷ୍ଠିତ   21-Jul-2026
  ଜିଲ୍ଲା  
ସମ୍ବଲପୁର ବିଜେପି ଯୁବ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା   21-Jul-2026
  ଜିଲ୍ଲା  
ବଡଟିକ। ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ           21-Jul-2026
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଖଡିଆଳ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,*   21-Jul-2026
  ଜିଲ୍ଲା  
ଆଦର୍ଶ ଶିକ୍ଷକ ସୁଧୀର ଚନ୍ଦ୍ର କରଙ୍କ ସ୍ମୃତିଚାରଣ ସଭା   21-Jul-2026
  ଜିଲ୍ଲା  
ଅନ୍ତର୍ହିତ ହେଲେ ବରପାଲି ଆକାଶର ଧ୍ରୁବତାରା ବିଶିଷ୍ଟ ସମାଜସେବୀ ଧ୍ରୁବ ଚରଣ ମେହେରଙ୍କ ପରଲୋକ   20-Jul-2026
  ଜିଲ୍ଲା  
ଦ୍ୱିତୀୟ ଦିନ ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍♦️ ୧୧ ବର୍ଷ ବାଳକ ଫାଇନାଲରେ ସମର୍ଥ ଓ ଅର୍ଣ୍ଣବ ମୁକାବିଲା   20-Jul-2026
  ଜିଲ୍ଲା  
ବଡ଼ଗାଁ ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   20-Jul-2026
  ଜିଲ୍ଲା  
ବରପାଲିରେ ରାଜ୍ୟ ସ୍ତରୀୟ ଶ୍ରୀ ଜଗନ୍ନାଥ ଚିତ୍ରକଳା ପ୍ରଦର୍ଶନୀ ଉଦ୍‌ଯାପିତ।   20-Jul-2026

You Might Also Like