-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ରାଜ୍ୟ

ଜେଲ ଗଲେ ଝରାଫୁଲଙ୍କ ବୟଫ୍ରେଣ୍ଡ୍‌

05-Feb-2021



ଯାଜପୁର(ପ୍ରେରଣା ଖବର ବ୍ୟୁରୋ) : ରମାଦେବୀ ଛାତ୍ରୀ ଝରାଫୁଲ ନାଏକ ମୃତ୍ୟୁ ଘଟଣା ଏବେ ନୂଆ ମୋଡ଼ ନେଇଛି। ତିନି ଦିନିଆ ରମାଣ୍ଡରେ ନେଇଥିବା ଗିରଫ ଅଭିଯୁକ୍ତ ରାକେଶ ଆଜି ଜେଲ୍‌କୁ ଫେରିଛି। ତେବେ ଏହି ତିନି ଦିନିଆ ରିମାଣ୍ଡରେ ନେଇ ପୋଲିସ ତା’ଠାରୁ କି ସୁରାକ ପାଇଛି ତାହାର କୌଣସି ସୂଚନା ମିଳିନାହିଁ।

ତିନିଦିନିଆ ରିମାଣ୍ଡ ଅବଧି ସରିବା ପରେ ଆଜି  ସକାଳ ୯.୩୦ ସମୟରେ ଯାଜପୁର ପୋଲିସ ରାକେଶକୁ କୁଆଖିଆ ଥାନାରୁ ଆଣିଥିଲା। ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ସ୍ୱାସ୍ଥ୍ୟ ପରୀକ୍ଷା କରିବା ପରେ ତାକୁ  ଜିଲ୍ଲା ଦୌରା ଜଜଙ୍କ କୋର୍ଟରେ ହାଜର କରାଯାଇଥିଲା । ପରେ ରାକେଶକୁ ୧୨ତାରିଖ ପର୍ଯ୍ୟନ୍ତ  ବିଚାର ବିଭାଗୀୟ ଜେଲକୁ ପଠାଇ ଦିଆଯାଇଛି।

ସୂଚନାଥାଉ କି,  ବହୁ ଚର୍ଚ୍ଚିତ ଝରାଫୁଲ୍ ମୃତ୍ୟୁ ଘଟଣାରେ ପୋଲିସ ହାତରେ ଆଜି ଆଉ ଏକ ପ୍ରମାଣ ଲାଗିଛି । ରାକେଶର ସ୍କୁଟରକୁ ପୋଲିସ ଭୁବନେଶ୍ୱର ସୁନ୍ଦରପଦାରୁ ପାଇଥିବାବେଳେ ଆଜି ଘଟଣା ଦିନ ସେ ପିନ୍ଧିଥିବା ପ୍ୟାଣ୍ଟସାର୍ଟକୁ ଜବତ କରିଛି ପୋଲିସ। ଏହାସହ ସେଦିନ ରାକେଶ ଧରିଥିବା ମୋବାଇଲକୁ ମଧ୍ୟ ପୋଲିସ ଜବତ କରିଛି।

କୁଆଖିଆ ପୋଲିସ ରାକେଶକୁ ତିନି ଦିନିଆ ରିମାଣ୍ଡରେ ନେଇଥିଲେ। ପ୍ରଥମେ ମୁଗୁପାଳରେ ଶବ ଫିଙ୍ଗିଥିବା ସ୍ଥାନକୁ ନେଇ ସିନ୍ ରିକ୍ରିଏଟ କରିଥିଲା । ପୋଲିସ ଏହାପରେ ତାକୁ ଭୁବନେଶ୍ୱର ନେଇ ଧର୍ମବିହାର ଗେଷ୍ଟ ହାଉସରେ ସିନ୍ ରିକ୍ରିଏଟ କରିଥିଲା। ଏହାପରେ ଗତକାଲି ଘଟଣା ଦିନ ବ୍ୟବହାର କରାଯାଇଥିବା ସ୍କୁଟିକୁ ପୋଲିସ ଜବତ କରିଥିଲା।  ଜେରା ବେଳେ ସେ ଦେଇଥିବା ତଥ୍ୟ ଅନୁସାରେ ଆଜି ତାର ପ୍ୟାଣ୍ଟସାର୍ଟ ଓ ମୋବାଇଲ୍ ଜବତ କରିଛି ପୋଲିସ।

ମୟୂରଭଞ୍ଜର ଯଶୀପୁର ବୃନ୍ଦେଇ ପୋଷୀର ଆଦିବାସୀ ଛାତ୍ରୀ ମୃତ୍ୟୁ ଘଟଣାକୁ ୯ ଦିନ ବିତି ଗଲାଣି। ହେଲେ ଏଯାଏଁ ଘଟଣା ଉପରୁ ଉଠି ପାରୁନି ପରଦା। ଏଘଟଣାର ତଦନ୍ତ କରୁଥିବା କୁଆଖିଆ ପୋଲିସକୁ ଅଭିଯୁକ୍ତ ରାକେଶ୍ ବ୍ୟବହାର କରିଥିବା ସ୍କୁଟର, ପ୍ୟାଣ୍ଟସାର୍ଟ, ମୋବାଇଲକୁ ଜବତ କରିଛି। କିନ୍ତୁ ସ୍କୁଟରରେ ରାକେଶ ସହ ଥିବା ତାଙ୍କ ବନ୍ଧୁ ଶକ୍ତିଶେଖରର କୌଣସି ପତ୍ତା ପାଇ ଏଯାଏଁ ପାଇ ପାରିନାହିଁ ପୋଲିସ। ପୋଲିସ ଗାଡ଼ି ଜବତ କରିଥିବାବେଳେ ଡିକିରେ ନମ୍ବର ପ୍ଲେଟ ରଖାଯାଇଥିବା ଦେଖିବାକୁ ମିଳିଛି। ଏହି ଗାଡ଼ିର ମାଲିକ ନିଜେ ରାକେଶ ବୋଲି ପୋଲିସ ଜାଣିବାକୁ ପାଇଛି। ଗାଡ଼ି ମିଳିବା ପରେ ଏବେ ପୋଲିସର ତଦନ୍ତ ପରିସରକୁ ଆସିଛନ୍ତି ଅଭିଯୁକ୍ତ ରାକେଶର ଭାଇ ସମେତ ଆଉ ଜଣେ ସମ୍ପର୍କୀୟ।  ଉଭୟଙ୍କୁ କୁଆଖିଆ ଥାନାକୁ ଡକାଇ ଜେରା କରିଛି ପୋଲିସ।

ଏଠି କହି ରଖିବୁ, ତିନି ଦିନିଆ ରିମାଣ୍ଡରେ ନେବା ପରେ ରାକେଶଠାରୁ କି ତଥ୍ୟ ହାସଲ କରିଛି ତାହା ମଧ୍ୟ ପୋଲିସ ଏ ଯାଏ ସୂଚନା ଦେଇ ନାହିଁ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like