-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||      *ଓଡ଼ିଶା ସାମ୍ୱାଦିକ ସଂଘ ପକ୍ଷରୁ ବଲାଙ୍ଗିର ସାଂସଦ ଙ୍କୁ ଦାବୀ ପତ୍ର ପ୍ରଦାନ*-   (18-Jul-2026)       ||      ନର୍ଲା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଜାତୀୟ ସ୍ତରରେ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ   (18-Jul-2026)       ||      *ଦୁର୍ଘଟଣା ରେ ଅଙ୍ଗନବାଡି କର୍ମୀ ମୃତ,ଅଙ୍ଗନବାଡି ସଂଘ ତରଫରୁ ଜାତୀୟ ରାଜପଥ ଅବରୋଧ*   (18-Jul-2026)       ||      ଆଇଆଇଏମ ସମ୍ବଲପୁରରେ ୮ମ ପିଏଚ୍‌ଡି ବ୍ୟାଚ୍ ଏବଂ ୭ମ ପିଏଚ୍‌ଡି–କାର୍ଯ୍ୟରତ ପେଶାଜୀବୀ (PhD-WP) ବ୍ୟାଚ୍ (୨୦୨୬)ର ସ୍ୱାଗତ   (18-Jul-2026)       ||      ମେରା ଯୁବ ଭାରତ ସମ୍ବଲପୁର ପକ୍ଷରୁ ଜିଲ୍ଲା ପରାମର୍ଶଦାତା ଓ ଜିଲ୍ଲା ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ   (18-Jul-2026)       ||      ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   (18-Jul-2026)       ||      ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   (18-Jul-2026)       ||      ଆଗଲପୁର ବ୍ଲକ ରେ ସମିତି ବୈଠକ                                     (18-Jul-2026)       ||      ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||     

HOME   ଜିଲ୍ଲା

ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର

18-Mar-2026



ରେଢ଼ାଖୋ(ଅନିଲ ପୃଷ୍ଟି): ରେଢ଼ାଖୋଲ ଥାନା ଡୁଙ୍କଛାଲି ଜଙ୍ଗଲ ରେ ବୁଧବାର ଭୋର ସକାଳେ ୫.୪୫ ମିନିଟ ସମୟରେ  ଏନକାଉଣ୍ଟର,ପୋଲିସ ଗୁଳିରେ ଦୁର୍ଦାନ୍ତ ଅପରାଧୀ ଟିମା @ ଧନେଶ୍ଵର ଝାଙ୍କର ଗୁରୁତର,ଡାହାଣ ଗୋଡରେ ବାଜିଛି ଗୁଳି,ମେଡିକାଲରେ ଭର୍ତ୍ତି,ଟିମା ନାଁରେ ବିଭିନ୍ନ ଜିଲ୍ଲାରେ ୪୦ରୁ ଅଧ‌ିକ ମାମଲା ଥିବା ସୂଚନା ମିଳିଛି,ଟିମାର ସହଯୋଗୀକୁ ମଧ୍ୟ ପୋଲିସ ଗିରଫ କରିଛି । 
ଅଭିଯୁକ୍ତ ତାଙ୍କ ୩ ଜଣ ସହଯୋଗୀ ସହିତ ରେଢ଼ାଖୋଲ ଥାନା ଅଞ୍ଚଳର ଡୁମଚାଳି ଜଙ୍ଗଲ ଅଞ୍ଚଳରେ ଥିବା ଜାଣି ନାକଟିଦେଉଳ ପୋଲିସ ସେମାନଙ୍କୁ ଅଟକାଇବାକୁ ପ୍ରୟାସ କରିଥିଲେ। କିନ୍ତୁ ପୋଲିସକୁ ଚକମା ଦେଖାଇ ଅଭିଯୁକ୍ତ ଖସି ପଳାଇବା ଚେଷ୍ଟା କରି  ପୋଲିସ ଉପରକୁ ଗୁଳି ଚାଲାଇଥିଲେ। ଏହାର ଜବାବରେ ଆତ୍ମରକ୍ଷା ପାଇଁ ପୋଲିସ ପକ୍ଷରୁ ନିୟନ୍ତ୍ରିତ ଗୁଳିଚାଳନା କରାଯାଇଥିଲା।ଯାହା ଅଭିଯୁକ୍ତଙ୍କ ଡାହାଣ ପାଦରେ ଗୁଳି ଲାଗିଥିଲା। ଅଭିଯୁକ୍ତ ୩ ରାଉଣ୍ଡ ଗୁଳି ଚାଲାଇଥିବା ବେଳେ ପୋଲିସ ମଧ୍ୟ ନିୟନ୍ତ୍ରିତ ଭାବେ ୨ ରାଉଣ୍ଡ ଗୁଳି ଚାଲାଇଥିଲେ। ତାଙ୍କ ୩ ଜଣ ସହଯୋଗୀକୁ ଘଟଣା ସ୍ଥଳରୁ ପୋଲିସ ଗିରଫ କରିବା ସହିତ ଟିମା କୁ ମଧ୍ୟ କବ୍ଜା କରିଛି।ଏହି ସମୟରେ ପୋଲିସ  ଏକ ପିସ୍ତଲ ସହିତ ଜୀବନ୍ତ ଗୁଳି, ଏକ ବୋଲେରୋ ଗାଡ଼ି, ଏକ ତାର କଟର ଓ ବିଦ୍ୟୁତ ତାର କାଟିବାରେ ବ୍ୟବହୃତ ଅନ୍ୟାନ୍ୟ ଉପକରଣ ଜବତ କରି ତଦନ୍ତ ଆରମ୍ଭ କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   18-Jul-2026
  ଜିଲ୍ଲା  
ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   18-Jul-2026
  ଜିଲ୍ଲା  
ବରପାଲି ରେ ପଞ୍ଚାୟତ ସମିତି ବୈଠକ   18-Jul-2026
  ଜିଲ୍ଲା  
*ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   18-Jul-2026
  ଜିଲ୍ଲା  
*ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   18-Jul-2026
  ଜିଲ୍ଲା  
*ଓଡ଼ିଶା ସାମ୍ୱାଦିକ ସଂଘ ପକ୍ଷରୁ ବଲାଙ୍ଗିର ସାଂସଦ ଙ୍କୁ ଦାବୀ ପତ୍ର ପ୍ରଦାନ*-   18-Jul-2026
  ଜିଲ୍ଲା  
ନର୍ଲା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଜାତୀୟ ସ୍ତରରେ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ   18-Jul-2026
  ଜିଲ୍ଲା  
*ଦୁର୍ଘଟଣା ରେ ଅଙ୍ଗନବାଡି କର୍ମୀ ମୃତ,ଅଙ୍ଗନବାଡି ସଂଘ ତରଫରୁ ଜାତୀୟ ରାଜପଥ ଅବରୋଧ*   18-Jul-2026
  ଜିଲ୍ଲା  
ଆଇଆଇଏମ ସମ୍ବଲପୁରରେ ୮ମ ପିଏଚ୍‌ଡି ବ୍ୟାଚ୍ ଏବଂ ୭ମ ପିଏଚ୍‌ଡି–କାର୍ଯ୍ୟରତ ପେଶାଜୀବୀ (PhD-WP) ବ୍ୟାଚ୍ (୨୦୨୬)ର ସ୍ୱାଗତ   18-Jul-2026
  ଜିଲ୍ଲା  
ମେରା ଯୁବ ଭାରତ ସମ୍ବଲପୁର ପକ୍ଷରୁ ଜିଲ୍ଲା ପରାମର୍ଶଦାତା ଓ ଜିଲ୍ଲା ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ   18-Jul-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   18-Jul-2026
  ଜିଲ୍ଲା  
ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   18-Jul-2026

You Might Also Like