-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||     

HOME   ଜିଲ୍ଲା

ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ

18-Mar-2026



ଅତାବିରା (ଆକାଶ ମିଶ୍ର)ବରଗଡ଼ ଜିଲ୍ଲା ଭଟଲି ବ୍ଲକ ଅନ୍ତର୍ଗତ  ମୁରୁମକେଲ ସ୍ଥିତ ପି.ଏମ୍. ଶ୍ରୀ ବିଦ୍ୟାଳୟ ପରିସରରେ କିଶୋରୀ ବାଳିକା ମାନଙ୍କର ଶିକ୍ଷା ଓ ସଚେତନତା ବୃଦ୍ଧି ନିମନ୍ତେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କିଶୋରୀ ମାନଙ୍କୁ ଶିକ୍ଷା କ୍ଷେତ୍ରରେ ସଶକ୍ତ କରିବା ସହ ସେମାନଙ୍କର ବ୍ୟକ୍ତିତ୍ୱ ବିକାଶ ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା। ଭାର ପ୍ରାପ୍ତ ପ୍ରଧାନ ଶିକ୍ଷକ ଗଜପତି ଡନସନା ଙ୍କ  ସଭାପତିତ୍ବ ରେ   ଆୟୋଜିତ ଏହି  କାର୍ଯ୍ୟକ୍ରମ ରେ   ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ର ବିଜ୍ଞାନ ଶିକ୍ଷୟିତ୍ରୀ ଅନୁସୂୟା ଦେବତା ଓ ସତିହାରୀ ବାଳିକା ଉଚ୍ଚ ବିଦ୍ୟାଳୟ  ର ବିଜ୍ଞାନ ଶିକ୍ଷୟିତ୍ରୀ ବନ୍ଦିତା  ପଧାନ  ସାଧନ କର୍ମୀ ଭାବରେ ଯୋଗ ଦେଇ ଥିଲେ । ସାଧନ କର୍ମୀ ମାନେ  କିଶୋରୀ ଅବସ୍ଥାରେ  ହେଉଥିବା ଶାରୀରିକ, ବୌଦ୍ଦିକ ଓ ଆବେଗିକ  ପରିବର୍ତ୍ତନ ସହ ଏହି ସମୟରେ ଶିକ୍ଷାର ଗୁରୁତ୍ୱ ଏବଂ ସମାଜରେ ନାରୀ ଶିକ୍ଷାର ଆବଶ୍ୟକତା କର୍ତ୍ତବ୍ୟ ଓ ଦାୟିତ୍ଵ  ଉପରେ  ସାଧନକର୍ମି ଆଲୋକପାତ କରିଥିଲେ। ସମାଜରେ ନାରୀମାନଙ୍କର, ବାଳିକା ଶିଶୁ ମାନଙ୍କ ର  ସ୍ୱାସ୍ଥ୍ୟ ରକ୍ଷା, ପୁଷ୍ଟିକର ଖାଦ୍ୟ ଏବଂ ସ୍ୱଚ୍ଛତା ବଜାୟ ରଖିବା ପାଇଁ ପରାମର୍ଶ ଦିଆଯାଇଥିଲା। । ନାରୀ ମାନଙ୍କର ସୁରକ୍ଷା,ସାଇବର ସୁରକ୍ଷା ଆଦି ଉପରେ ଛାତ୍ର ଛାତ୍ରୀ ମାନଙ୍କୁ ମାର୍ଗଦର୍ଶନ କରି ବାଳିକା ଶିଶୁ ମାନଙ୍କର ଆତ୍ମବିଶ୍ବାସ ବୃଦ୍ଧି କରିଥିଲେ ।
 ବିଦ୍ୟାଳୟର ପ୍ରଧାନ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ସମେତ ଅନ୍ୟାନ୍ୟ ଶିକ୍ଷକ କର୍ମଚାରୀ  ମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ବିଦ୍ୟାଳୟର ସମସ୍ତ କିଶୋରୀ ବାଳିକା ଏଥିରେ ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ।  ଏହି କାର୍ଯ୍ୟକ୍ରମ କୁ ଶିକ୍ଷକ ଦେବଦତ୍ତ ସାହୁ, ରୋହିତ ପାଣି, ଚନ୍ଦ୍ରମଣି ଶାହୁ, ମନୋଜ କୁମାର ଜାଲ,ପ୍ରହଲ୍ଲାଦ ସାହୁ, ନୋଦିତ କୁମାର ସାହୁ, ଜୀବର୍ଦ୍ଧନ  ମେହେର,ସୁଧାଂଶୁ ଶେଖର ମିଶ୍ର, ସୁଧୀର କୁମାର ଦାଶ, ଶିକ୍ଷୟିତ୍ରୀ ପ୍ରଭାସିନୀ ସରାପ,ସଂଗୀତା ଭୋଇ ପ୍ରମୁଖ ସହଯୋଗ କରିଥିଲେ ।ଶେଷରେ  ବିଦ୍ୟାଳୟ ର ବିଜ୍ଞାନ  ଶିକ୍ଷକ ପରମାନନ୍ଦ ଭୋଇ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026

You Might Also Like