-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଜିଲ୍ଲା

କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*

18-Mar-2026



ଭୁବନେଶ୍ୱର, ଏସ୍ ସି ବି ବଡ଼ ମେଡିକାଲରେ ଅଗ୍ନିକାଣ୍ଡ ରେ ୧୧ ଜଣ ଚିକିତ୍ସାଧୀନ ରୋଗୀଙ୍କ ର ମର୍ମନ୍ତୁଦ ହୃଦୟବିଦାରକ ମୃତ୍ୟୁ ଦୁର୍ଭାଗ୍ୟଜନକ ଓ ଏଥିପାଇଁ ପ୍ରଶାସନିକ ଅବହେଳା, ପରିଚାଳନାଗତ ତୃଟି ସବୋର୍ପରି ସରକାରୀ ଉଦାସୀନତା ଦାୟୀ ବୋଲି ଆଜି ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆସିଥିବା ଏକ ଉଚ୍ଚ ସ୍ତରୀୟ ପ୍ରତିନିଧି ମଣ୍ଡଳୀ ଘଟଣାସ୍ଥଳ ପରିଦର୍ଶନ କରି ମତବ୍ୟକ୍ତ କରିଛନ୍ତି। ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆସିଥିବା ତଥ୍ୟ ଅନୁସନ୍ଧାନ କାରୀ ପ୍ରତିନିଧି ମଣ୍ଡଳୀ ଆଜି ପୂର୍ବାହ୍ନ ରେ ବଡ଼ ମେଡିକାଲରେ ପହଞ୍ଚି ଶବ ନିଆଁ ଲାଗିଥିବା ଘଟଣାସ୍ଥଳ, ଶବବ୍ୟବଚ୍ଛେଦ ଗୃହ ରେ ମୃତକ ଙ୍କୁ ଦେଖିବା ପରେ ଉପସ୍ଥିତ ମୃତକଙ୍କ ପରିବାର ସଦସ୍ୟ ଙ୍କୁ ସାନ୍ତ୍ୱନା ଓ ସମବେଦନା ଜଣାଇଥିଲେ। ମୃତକଙ୍କ ପରିବାର ବର୍ଗଙ୍କୁ ୧ କୋଟି ଟଙ୍କାର ସହାୟତା ରାଶି ସରକାର ତୁରନ୍ତ ପ୍ରଦାନ କରିବା ସହ ପରିବାର ର ଜଣକୁ ଚାକିରି ଦେବାପାଇଁ ବ୍ୟବସ୍ଥା କରିବାକୁ ସେମାନେ ଦାବି ଜଣାଇଛନ୍ତି।ଏଥିସହ ଏପରି ଦାୟୀତ୍ୱ ହୀନତା ରେ ସଂପୃକ୍ତ ଅଧିକାରୀ ମାନଙ୍କ ଉପରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ର ଦାବି ରଖିଥିଲେ।କଟକ ବଡ଼ ଡାକ୍ତରଖାନା ରାଜ୍ୟ ଜନସାଧାରଣ ଙ୍କର ଭରସାର ମୁଖ୍ୟ ସ୍ଥଳ ଓ ରାଜ୍ୟ ର ସବୁ ଅଞ୍ଚଳରୁ ହଜାର ହଜାର ରୋଗୀ ଏଠାକୁ ଚିକିତ୍ସା ପାଇଁ ଆସୁଥିବାରୁ ଏହାର ଭିତ୍ତିଭୂମି ର ବିକାଶ ଓ ସଠିକ୍ ପରିଚାଳନା ନ ହେଉଥିବାରୁ ରାଜ୍ୟ ସ୍ଵାସ୍ଥ୍ୟ ମନ୍ତ୍ରୀ ନିଜର ନୈତିକତା ଦୃଷ୍ଟିରୁ ଇସ୍ତଫା ଦିଅନ୍ତୁ ନଚେତ୍ ମୁଖ୍ୟ ମନ୍ତ୍ରୀ ତାଙ୍କୁ ବହିଷ୍କାର କରନ୍ତୁ ବୋଲି ନେତୃମଣ୍ଡଳୀ ଏକ ଖବରଦାତା ସମ୍ମିଳନୀରେ ମତବ୍ୟକ୍ତ କରିଛନ୍ତି। ପ୍ରଦେଶ କଂଗ୍ରେସ କମିଟି ର ସଭାପତି ଭକ୍ତ ଚରଣ ଦାସ ଙ୍କ ଦ୍ଵାରା ଗଠିତ ଏହି କମିଟି ମେଡିକାଲ ପରିଦର୍ଶନ କରିବା ପରେ ଏକ ଖବରଦାତା ସମ୍ମିଳନୀରେ ସରକାର ଙ୍କ ଅପାର ଗତା ସଂପର୍କ ରେ ବର୍ଷିବା ସହ ଘଟଣାର ବିଦ୍ଧିବଦ୍ଧ ତଦନ୍ତ ଦାବି କରିଥିଲେ। ଜିଲ୍ଲା କଂଗ୍ରେସ କମିଟି ସଭାପତି ପ୍ରଦୀପ୍ତ କୁମାର ଦାସ ଙ୍କ ସଂଯୋଜନା ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରତିନିଧି ମଣ୍ଡଳୀ ର ଅଧ୍ୟକ୍ଷ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ପୂର୍ବତନ ସାଂସଦ ଅନନ୍ତ ପ୍ରସାଦ ସେଠୀ, ପୂର୍ବତନ ମନ୍ତ୍ରୀ ପଞ୍ଚାନନ କାନୁନଗୋ, ନଗେନ୍ଦ୍ର କୁମାର ପ୍ରଧାନ, ପୂର୍ବତନ ବିଧାୟକ ରବିନ୍ଦ୍ର କୁମାର ମଲ୍ଲିକ, ବରିଷ୍ଠ କଂଗ୍ରେସ ନେତା ସୁରେଶ ମହାପାତ୍ର, ବିଶ୍ବଜିତ ଦାସ, ତ୍ରିଲୋଚନ ମହାନ୍ତି, କର୍ପୋରେଟର କାମେଶ୍ୱର ରାଓ, ପ୍ରତାପ ମଲ୍ଲିକ, ଶିଶିର କାନ୍ତ ମିଶ୍ର,ନିର୍ମଳ ସ୍ଵାଇଁ,ମାନସ କୁମାର ପରିଡ଼ା, ପ୍ରଶାନ୍ତ ବେହେରା, ରାଜେନ୍ଦ୍ର ପଟ୍ଟନାୟକ, ମହମ୍ମଦ ଆରିଫ ଉଦ୍ଦିନ ଖାଁ, ହରିବନ୍ଧୁ ଶତପଥୀ, ବିଜ୍ଞାନ ଭୂୟାଁ, ମନୋଜ ଖିଲାର, ବିପିନ୍ ପଶାୟତ, ପ୍ରଦୀପ କୁମାର ପଲେଇ ପ୍ରମୁଖ ଉପସ୍ଥିତ ଥିଲେ 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like